ବରୀ,୨୩।୧୦: ବରୀ ରାମଚନ୍ଦ୍ରପୁର ଥାନା ଅଧୀନ ବରୀ ‘ବିଲସାହି’ ଗ୍ରାମର ବାବୁଲି ମଲ୍ଲିକ ନାମକ (୨୧)ଜଣେ ଯୁବକଙ୍କୁ ବରୀ ଥାନାର ଜଣେ ପୋଲିସ କର୍ମଚାରୀ ମାଡ ମାରିଥିବା…
ପଦ୍ମପୁର,୨୩।୧୦(ଡି.ଏନ.ଏ): ପ୍ରେମରେ ବିଫଳ ହେବା ପରେ ପ୍ରେମୀ ଯୁଗଳ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏଥିରେ ପ୍ରେମିକାଙ୍କ ମୃତ୍ୟୁ ଘଟିଛି। ମାତ୍ର ପ୍ରେମିକ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା…
ଭବାନୀପାଟଣା,୨୩ା୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଏବେ ପୋଲିସ…
କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): ଆଗାମୀ ପଞ୍ଚାୟତ ନିର୍ବାଚନରେ କେନ୍ଦୁଝର ଜିଲା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ପ୍ରାର୍ଥୀ ଦେବ। ଏନେଇ ଜିଲାର ଜେଏମ୍ଏମ୍ କର୍ମକର୍ତ୍ତାଙ୍କ ଏକ ଟିମ୍ ଝାଡ଼ଖଣ୍ଡ ଯାଇ ମୁଖ୍ୟମନ୍ତ୍ରୀ…
ବନ୍ତ,୨୩।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ନିଳୋକ ପଞ୍ଚାୟତ ତାଳବାଙ୍କ ଆଦିବାସୀ ସାହିକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ଚାଲି ଚାଲି…
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି। ଏ ନେଇ ଡିଆରଡିଓକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁଭେଚ୍ଛା…
କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବସନ୍ତପୁର ପଞ୍ଚାୟତର ନୀତିଗୋଠ ଗ୍ରାମରେ ଜଣେ ଲୋକଙ୍କ ବାଡ଼ିରେ ଥିବା ଏକ କୂଅରେ ହାତୀ ଛୁଆ ଖସି ପଡ଼ିଛି।…
ନିଶ୍ଚିନ୍ତକୋଇଲି,୨୩ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଫଗୋଳ, ଜିଗ୍ନିପୁର,ଜୟରାମପୁର ଓ ରାମକୃଷ୍ଣପୁର ପଞ୍ଚାୟତ ସଂଲଗ୍ନ ଥିବା ହାଡ଼ଖାଇ ପାଟ ଧାନ କ୍ଷେତରେ ଶନିବାର ସକାଳୁ ଏକ ବଣୁଆ…
କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): ବତ୍ତର୍ର୍ମାନ ଦେଶରେ ପେଟ୍ରୋଲ, ଡିଜେଲ ଓ ଗ୍ୟାସର ଅହେତୁକ ଦର ଦିନକୁ ଦିନ ବଢ଼ିବାରେ ଲାଗିଛି l ଫଳରେ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…
ଗଞ୍ଜାମ,୨୩ା୧୦(ଡି.ଏନ୍.ଏ.): ଗଞ୍ଜାମ ସହରରେ ପନିପରିବା ଦର ଆକାଶଛୁଆଁ ହୋଇଛି। ବାଇଗଣ କିଲୋପିଛା ୬୦ ଟଙ୍କା ହୋଇଥିବା ବେଳେ ଟମାଟୋ ୫୦, ବିନ୍ସ ୧୦୦ ଟପିଛି। ସେହିପରି ନିତ୍ୟ…