ବାଲେଶ୍ୱର, ୧୧।୩:(ବାଞ୍ଛାନିଧି ଦେ) ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ଛାଡୁଛନ୍ତି ଦଳ। ଏବେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା ବିଜେଡି…
ପଦ୍ମପୁର,୧୧।୩ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁରରେ ପ୍ରଶ୍ନ ପତ୍ର ଲିକ୍ ମାମଲାରେ ମଙ୍ଗଳବାର ରାତିରେ ବିଭିନ୍ସ୍କୁଲର ଶିକ୍ଷକମାନଙ୍କୁ ପୋଲିସ ଅଟକ ରଖିଛି। ସେଥିମଧ୍ୟରୁ ବିଳମ୍ବିତ…
କଣ୍ଟାପଡ଼ା,୧୧।୩: ଭିଜିଲାନ୍ସ ଜାଲରେ କଟକ ଜିଲା କଣ୍ଟାପଡ଼ା ତହସିଲ୍ଦାର। ବୁଧବାର ସକାଳୁ ସକାଳୁ ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି…
ଦାରିଙ୍ଗବାଡି,୧୧ା୩ (ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ୍ ଦୁର୍ଗମ ପଞ୍ଚାୟତ ସିର୍କାବର୍ଗ ଅଞ୍ଚଳରେ ଜଣେ ନାବାଳିକା ବିବାହ କରି ଗର୍ଭବତୀ ହେବା ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ…
ନୂଆପଡ଼ା,୧୧ା୩ (ମକାରୁ ବେମାଲ ): ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ମାସିକ ସମୀକ୍ଷା ବୈଠକ ସମ୍ମିଳନୀ…
କର୍ଲାମୁଣ୍ଡା,୧୧।୩ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଆଦିବାସୀ ସଂଘ କୋଷାଧ୍ୟକ୍ଷ ତଥା ହୋଟେଲ ମାଲିକ ନରେନ୍ଦ୍ର ଶବର (୫୩)ଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି।…
ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ…
ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତ ଭାଲିଆମୁଣ୍ଡା ବଳଦେବପୁର ବସ୍ତିରେ ରୁହନ୍ତି ମଞ୍ଜୁ ହୋତା(୬୦)। ବିଧବା ଭତ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ଆବେଦନ କରିଥିଲେ ମଧ୍ୟ…
ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା…
ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ…