ଆମ ଜିଲା ଖବର

ରସୁଲପୁର ଶାଖା ଡାକଘରେ ସେବା ବାଧାପ୍ରାପ୍ତ

ରସୁଲପୁର,୧୩।୧୦(ଡି.ଏନ.ଏ.): ରସୁଲପୁର ଶାଖା ଡାକଘର ଓ ଏହା ଅଧୀନରେ ଥିବା ୬ଟି ଉପଡାକଘରେ ଗ୍ରାହକ ସେବା ବାଧାପ୍ରାପ୍ତ ହୋଇଛି। ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌) ଇଣ୍ଟରନେଟ୍‌…

4 years ago

୩ ମାଓବାଦୀ ନିହତ

ମାଲକାନଗିରି,୧୩।୧୦ (ଡି.ଏନ.ଏ.): ମାଲକାନଗିରି ଜିଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ…

4 years ago

ପାଇଖାନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଆରମ୍ଭ

ଗୋପ,୧୩।୧୦(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଅଣ୍ତରା-ଇଚ୍ଛାପୁର ପଞ୍ଚାୟତରେ ପାଇଖାନା ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ମଙ୍ଗଳବାର ଭୁବନେଶ୍ବର ଭିଜିଲାନ୍ସ ବିଭାଗର ଏକ…

4 years ago

ଖୁବ୍‌ଶୀଘ୍ର ପେଟ୍‌-ସିଟିସ୍କାନ୍‌ ସେବା

କଟକ ଅଫିସ,୧୩।୧୦: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର ଲିନାକ୍‌ ବିଲ୍ଡିଂର ପ୍ରଥମ ମହଲାରେ ଖୁବ୍‌ଶୀଘ୍ର ସ୍ଥାପନ ହେବ ପେଟ୍‌ ସିଟିସ୍କାନ ମେଶିନ। ପବ୍ଲିକ-ପ୍ରାଇଭେଟ୍‌ ପାର୍ଟନରଶିପ୍‌ ପିପିପି…

4 years ago

ଯୁବକଙ୍କ ମୃତ୍ୟୁକୁ ନେଇ ରେଳ ଷ୍ଟେଶନରେ ତୁମୁଳକାଣ୍ଡ

ଯୋଡ଼ା,୧୨।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଧୀନ ବାଂଶପାଣି ରେଳ ଷ୍ଟେଶନରେ ଜଣେ ରେଳବାଇ ପୋଲିସ କର୍ମୀ ଜଣେ ଯୁବକଙ୍କୁ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ଏହାକୁ…

4 years ago

ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ମନା କରୁଛନ୍ତି ଗ୍ରାମବାସୀ

ପଟ୍ଟାଙ୍ଗୀ,୧୨ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରି ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ ବୋଲି…

4 years ago

ଦେବଗଡ଼ ଝିଅଙ୍କୁ ମିଳିଲା ସ୍ବର୍ଣ୍ଣ

ଦେବଗଡ଼,୧୨ା୧୦(ଡି.ଏନ.ଏ):ରାଜସ୍ଥାନର ଜୟପୁର ସ୍ଥିତ ମାଲବ୍ୟ ନ୍ୟାଶ୍‌ନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଇଟି)ର ଏମ୍‌. ଟେକ୍‌ ଛାତ୍ରୀ ଶାଶ୍ୱତୀ ନନ୍ଦ ମେଟ୍ରୋଲୋଜି ଓ ମାଟେରିଆଲ ଇଞ୍ଜିନିୟରିଂ ବିଭାଗରେ ସର୍ବୋଚ୍ଚ…

4 years ago

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ରାସ୍ତା ଉପରେ ପଡିଛି କୁଢ଼କୁଢ଼ ଔଷଧ

ଝାରସୁଗୁଡ଼ା ଅଫିସ,୧୨ା୧୦: ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଓଡ଼ିଶା ଷ୍ଟେଟ୍‌ ମେଡିକାଲ୍‌ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌) ଗଠନ କରିଛନ୍ତି। ଏହା ଦ୍ୱାରା ନିରାମୟ ଯୋଜନାରେ…

4 years ago

ଦୋଳାରେ ବୁହା ହୋଇ ଗର୍ଭବତୀ ଗଲେ ହସ୍ପିଟାଲ୍‌

ପାତ୍ରପୁର,୧୨ା୧୦(ଡି.ଏନ.ଏ.): ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ସାନଗାଁର ଜଣେ ଗର୍ଭବତୀଙ୍କୁ ମଙ୍ଗଳବାର ଦୋଳାରେ ଡାକ୍ତରଖାନା ନିଆଯାଇଛି। ସାନଗାଁ ଗ୍ରାମର କୃଷ୍ଣଚନ୍ଦ୍ର ଦଳେଇଙ୍କ ସ୍ତ୍ରୀ ହୀରା…

4 years ago

ସ୍ତ୍ରୀଙ୍କ ପ୍ରେମିକଙ୍କୁ ହତ୍ୟା କରି ପୋତିଦେଲେ

ଜଗନ୍ନାଥପ୍ରସାଦ,୧୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ସୁଗୁମୁ ଗ୍ରାମର ଜଣେ ଯୁବକଙ୍କୁ ଗତ ୭ ତାରିଖରେ ଘରୁ ଡାକି ନେଇ ହତ୍ୟା କରାଯାଇଛି। ମୃତକ ହେଲେ…

4 years ago