ଆମ ଜିଲା ଖବର

ଡ୍ରାଇଭରଙ୍କୁ ଜଙ୍ଗଲରେ ବାନ୍ଧି ଟ୍ରକ୍‌ ଲୁଟ୍‌

କାମାକ୍ଷାନଗର/ଭୁବନ, ୨୨।୫(ଡି.ଏନ୍‌.ଏ.): ବୋଲେରୋ, ବାଇକ୍‌ରେ ଆସିଲେ। ରାସ୍ତାରେ ସୃଷ୍ଟି କଲେ ଆତଙ୍କରାଜ। କୋଇଲା ବୋଝେଇ ଟ୍ରକ୍‌କୁ ଅଟକାଇଲେ। ଡ୍ରାଇଭରଙ୍କୁ ଗାଡ଼ିରୁ ଟାଣି ନେଇ ଜଙ୍ଗଲରେ ବାନ୍ଧିଦେଲେ। ଆଉ ତା’ପରେ…

4 years ago

୩୧୫ ଗାଁକୁ ଏଯାଏ ହୋଇନି ବିଦ୍ୟୁତ୍‌ ସଂଯୋଗୀକରଣ

ନବରଙ୍ଗପୁର, ୨୨।୫(ବି.ପ୍ର.): ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ନବରଙ୍ଗପୁର ଜିଲାର ୩୧୫ଟି ଗାଁକୁ ଏଯାଏ ବିଦ୍ୟୁତ୍‌ ସଂଯୋଗ ହୋଇପାରିନାହିଁ। ରାଜ୍ୟ ଓ କେନ୍ଦ୍ର ସରକାର ପ୍ରତ୍ୟେକ…

4 years ago

କଂସବଧ ସହ ସରିଲା ଚନ୍ଦାହାଣ୍ଡି ଧନୁଯାତ୍ରା

ଚନ୍ଦାହାଣ୍ଡି, ୨୨।୫(ଡି.ଏନ୍‌.ଏ.) : ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଦର ମହକୁମାରେ ୧୨ ଦିନ ଧରି ଚାଲିଥିବା ଧନୁଯାତ୍ରା ଶୁକ୍ରବାର ବିଳମ୍ବିତ ରାତିରେ ସରିଛି। ଅନ୍ତିମ ଦିବସରେ…

4 years ago

ପାଣି ଆଣିବାକୁ ଅନ୍ୟ ସାହିକୁ ଯାଉଛନ୍ତି ଗ୍ରାମବାସୀ

ନାରାୟଣପାଟଣା ୨୨ା୫(ଡି.ଏନ୍‌.ଏ.): ଖରାର ପ୍ରକୋପ ଯେତିକି ବଢୁଛି ପାନୀୟ ଜଳ ନେଇ ସମସ୍ୟା ସେତିକି ଅଧିକ ହେଉଛି। ପାଣି ପାଇଁ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାର ଲକ୍ଷାଧିକ…

4 years ago

ନଡ଼ିଆ ବୋଝେଇ ଟ୍ରକ୍‌ରୁ ୮ କୁଇଣ୍ଟାଲ ଗଞ୍ଜେଇ ଜବତ

କୋରାପୁଟ/ଜୟପୁର, ୨୨ା୫ (ସ୍ବ.ପ୍ର./ନି.ପ୍ର.): ବାହାର ରାଜ୍ୟକୁ ନଡ଼ିଆ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଜୟପୁର ଅବକାରୀ ବିଭାଗ ଏହା ଉପରେ ଚଢ଼ାଉ କରି…

4 years ago

ସ୍ବାଭିମାନ ଅଞ୍ଚଳରେ ବଢୁଛି ବାଲ୍ୟବିବାହ

ଚିତ୍ରକୋଣ୍ଡା,୨୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ଜିଲାରୁ ବାଲ୍ୟ ବିବାହ ରୋକିବାକୁ ଅନେକ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ମାତ୍ର ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ ଏହାର ପ୍ରଭାବ ବିଶେଷ ଭାବେ…

4 years ago

ଜାତୀୟ ପତାକାକୁ ଅସମ୍ମାନ ପ୍ରସଙ୍ଗ: ଦୋଷୀଙ୍କୁ ଦୋଷମୁକ୍ତ କଲେ ବିଇଓ

କୋରୁକୋଣ୍ଡା,୨୨ା୫(ଡି.ଏନ୍‌.ଏ.): ଗତ ଫେବୃୟାରୀ ୧୮ରେ କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ଶାରଦାଗୁଡ଼ା ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ କେନ୍ଦ୍ର କରାଯାଇଥିଲା। ସେହି…

4 years ago

ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା

ଜୟପୁର, ୨୨ା୫(ନି.ପ୍ର.): ଜୟପୁରର ଐତିହାସିକ ରଥଯାତ୍ରା ନେଇ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ା ସ୍ଥାନୀୟ ପୌର ପରିଷଦର ସଭା ଗୃହରେ ହୋଇଥିବା ଏହି ବୈଠକରେ ଉପ…

4 years ago

ଅଂଶୁଘାତରେ ଜଣେ ମୃତ, ଜଣେ ଅସୁସ୍ଥ

ଅନୁଗୋଳ ଅଫିସ, ୨୨ା୫: ଅନୁଗୋଳ ଜିଲାରେ ତାପମାତ୍ରା ପୁଣି ଉପରମୁହଁା ହୋଇଛି। ଗତ ଦୁଇ ଦିନ ହେବ ଜିଲାରେ ୪୦ ଡିଗ୍ରୀ ଉପରେ ପାରଦ ରହୁଛି। ଫଳରେ…

4 years ago

୧୫୭ ବର୍ଷର ସ୍କୁଲକୁ ଅବହେଳା

ବଅଁରପାଳ,୨୨ା୫ (ଡି.ଏନ.ଏ.): ସ୍କୁଲ ଶିକ୍ଷା ବ୍ୟବସ୍ଥାର ରୂପାନ୍ତରଣ ଚାଲିଛି। ଶିକ୍ଷାନୁଷ୍ଠାନ ଭିତ୍ତିଭୂମିକୁ ସ୍ମାର୍ଟ କରାଯାଉଛି। ହେଲେ ଏମିତି ବି ବିଦ୍ୟାଳୟ ଅଛି, ଯେଉଁଠି ଆବଶ୍ୟକ ଶ୍ରେଣୀଗୃହ ନ…

4 years ago