ଆମ ଜିଲା ଖବର

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ 'ଅବୁଝା ଲୁହ'…

1 day ago

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

1 day ago

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

1 day ago

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

1 day ago

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

1 day ago

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି  ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା' ଫୁଲସୁନ୍ଦରୀଙ୍କ  ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

1 day ago

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

1 day ago

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

1 day ago

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

1 day ago

୨୦ ବର୍ଷରେ ପାଦ ଥାପିବ ଟାଉନ ଦୁର୍ଗାପୂଜା କମିଟି, ବଂଶଧାରା ନଦୀତଟରେ ପୂଜାର୍ଚ୍ଚନା

ଗୁଡ଼ାରି,୧୯ା୯(ପ୍ରମୋଦ କୁମାର ପତି): ପବିତ୍ର ରାଧାଷ୍ଟମୀ ଅବସରରେ ଶନିବାର ଗୁଡ଼ାରି ଟାଉନ ଦୁର୍ଗାପୂଜା କମିଟି ପକ୍ଷରୁ ଦୁର୍ଗାପୂଜା ନିମନ୍ତେ ମୃତ୍ତିକା ପୂଜା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ବଂଶଧାରା…

1 day ago