ଆମ ଜିଲା ଖବର

ମୁରବିବିହୀନ ମହାବିରୋଡ ରେଞ୍ଜ

ପରଜଙ୍ଗ, ୧୮।୫(ଡି.ଏନ୍‌.ଏ.) - ସ୍ଥାୟୀ ରେଞ୍ଜ୍‌ ଅଧିକାରୀ ନ ଥିବାରୁ ମୁରବିବିହୀନ ହୋଇପଡ଼ିଛି ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌। ମୁକୁଳା ଜଙ୍ଗଲରେ କାଠ ମାଫିଆଙ୍କ ପତିଆରା ବଢୁଥିବାବେଳେ…

4 years ago

ଟ୍ରାକ୍‌କୁ ଫେରୁଛି ଭଲିବଲ୍‌

ଢେଙ୍କାନାଳ ଅଫିସ,୧୮।୫ - ପ୍ରତିଭାବାନ୍‌ ଖେଳାଳିଙ୍କୁ ଉତ୍ତମ ପ୍ରଶିକ୍ଷଣ ଦେବା, ସେମାନେ ଯେପରି ରାଜ୍ୟ ଓ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ଆଣିବେ ସେଥିଲାଗି ୨୦୧୯ରୁ…

4 years ago

‘ସନ୍ଥକବିଙ୍କ ଲେଖା ମାନବବାଦର ବାର୍ତ୍ତାବହ’: ମହିମାଗାଦିରେ ଭୀମ ଭୋଇ ଜୟନ୍ତୀ

ଢେଙ୍କାନାଳ ଅଫିସ, ୧୮।୫ - ମହିମା ଧର୍ମର ନିଗୂଢ଼ ତତ୍ତ୍ୱକୁ ନିଜ ଲେଖା ମାଧ୍ୟମରେ ବିଶ୍ୱରେ ପରିଚିତ କରାଇଥିଲେ ସନ୍ଥକବି ଭୀମ ଭୋଇ। ଏଥିରେ ବହୁ ସଂସ୍କାରଧର୍ମୀ…

4 years ago

ହାତବାନ୍ଧି ବସିଛନ୍ତି ବଇଣ୍ଡା ବ୍ୟବସାୟୀ

ବଇଣ୍ଡା,୧୮।୫(ଡି.ଏନ.ଏ.) - ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୪ ବର୍ଷ ତଳେ ହୋଇଥିଲା ଉଚ୍ଛେଦ କାର୍ଯ୍ୟ। ଆଠମଲ୍ଲିକ ଉପଖଣ୍ଡର ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରୁ…

4 years ago

ଡ୍ରେନେଜ, ପାନୀୟଜଳ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

ଧାମନଗର, ୧୮।୫ (ସ୍ବ.ପ୍ର./ଡି.ଏନ.ଏ.) - ଭଦ୍ରକ ଜିଲା ଧାମନଗର ଏନ୍‌ଏସିର ପ୍ରଥମ ସାଧାରଣ ବୈଠକ ମଙ୍ଗଳବାର ଅଧ୍ୟକ୍ଷା ନିବେଦିତା ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା…

4 years ago

୨୩ ଦିନରେ କର୍ମଚାରୀଙ୍କ ଧାରଣା

ଭଦ୍ରକ ଅଫିସ, ୧୮।୫ - ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଫାଟକ ସମ୍ମୁଖରେ କର୍ମଚାରୀମାନଙ୍କ ଧାରଣା ୨୩ ଦିନରେ ପହଞ୍ଚିଛି। ଗତ ଏପ୍ରିଲ ୨୫ରୁ ଧାରଣା ଆରମ୍ଭ…

4 years ago

ସରିଲା ଜଉକଣ୍ଢେଇ ଲଗ୍ନଧରା

ବାଲେଶ୍ୱର ଅଫିସ, ୧୮।୫ - ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘରର ଲଗ୍ନଧରା ସୋମବାର ମହା ଆଡ଼ମ୍ବରରେ ଶେଷ ହୋଇଛି। ବାଲିଆ ବୃନ୍ଦାବନ ବିହାର ଅଞ୍ଚଳର କୈଳାଶ ଚନ୍ଦ୍ର…

4 years ago

ହୋଲ୍ଡିଂ ଟିକସ ବୃଦ୍ଧି ପ୍ରସ୍ତାବକୁ ବିରୋଧ

ବାରିପଦା ଅଫିସ,୧୮।୫ - ମାତ୍ରାଧିକ ହୋଲ୍ଡିଂ ଟିକସ ବୃଦ୍ଧି ପ୍ରସ୍ତାବକୁ ବିରୋଧ କରି ମୟୂରଭଞ୍ଜ ଜିଲା ‘ଆମେ ଟିକସଦାତା ବାରିପଦା ପୌର ପରିଷଦ’ ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ…

4 years ago

ଲଘୁଖଣିଜ ଚୋରା ଚାଲାଣ ରୋକିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା

ବାରିପଦା ଅଫିସ,୧୮।୫ - ମୟୂରଭଞ୍ଜ ଜିଲାରେ ଲଘୁଖଣିଜ ଚୋରା ଚାଲାଣ ରୋକିବା ନେଇ ବାରିପଦା ସର୍କିଟ ହାଉସରେ ମଙ୍ଗଳବାର କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ…

4 years ago

ପହଞ୍ଚିଲା ଦୟାନିଧିଙ୍କ ମୃତଦେହ: କାନ୍ଦ ବୋବାଳିରେ ଫାଟିଲା ଗାଁ

ପାଟଣା,୧୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ଗ୍ରାମର ଦୟାନିଧି ମହାନ୍ତ (୪୨)ଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ଗଞ୍ଜାମ ଜିଲା ଗାଙ୍ଗପୁର ଥାନାଦୁମଦୁମି ସଂରକ୍ଷିତ ଜଙ୍ଗଲ ବୁଢାକେନ୍ଦୁରୁ…

4 years ago