ଆମ ଜିଲା ଖବର

ପାଓ୍ବାର ପ୍ଲାଣ୍ଟକୁ ଅଧିକ କୋଇଲା ଯୋଗାଣ ଉପରେ ଗୁରୁତ୍ୱ

ପାରାଦୀପ ୧୭ା୫(ସ୍ବ.ପ୍ର.):ଦେଶରେ ଏବେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ସଙ୍କଟ ଦେଖାଦେଇଛି। ବିଦେଶରୁ ଆମଦାନୀ ହେଉଥିବା ଥର୍ମାଲ କୋଲ ଶୀଘ୍ର ପାୱାର ପ୍ଲାଣ୍ଟରେ କିପରି ପହଞ୍ଚା ଯାଇପାରିବ…

4 years ago

ରାସ୍ତାରେ ପୋଲିସ ଅଧିକାରୀ, ପ୍ରେମିକାଙ୍କ ହାଇଡ୍ରାମା

ରସୁଲପୁର,୧୭ା୫(ଡି.ଏନ୍‌.ଏ.):ପ୍ରେମରେ ପ୍ରତାରଣା କରି ଜଣେ ପୋଲିସ ଅଧିକାରୀ ଅନ୍ୟଜଣେ ଯୁବତୀଙ୍କୁ ବିବାହ କଲେ। ଏହି ଖବର ପାଇ ନୂଆପଡ଼ା ଜିଲାରୁ ଯାଜପୁର ଜିଲାରେ ପହଞ୍ଚତ୍ ଯାଇଥିଲେ ପ୍ରେମିକା।…

4 years ago

ଚମକିଲେ ଗଞ୍ଜାମ ଝିଅ ମନସ୍ବିନୀ

ଗଞ୍ଜାମ,୧୭ା୫(ଡି.ଏନ.ଏ.):ଗଞ୍ଜାମର ସୁନାଝିଅ ମନସ୍ବିନୀ ମହାରଣା। ଦୁଃସାହସିକ ସାମୁଦ୍ରିକ କ୍ରୀଡ଼ା ଏସୀୟ ଉଇଣ୍ଡ ସର୍ଫିଙ୍ଗ ଚାମ୍ପିୟନଶିପରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମନସ୍ବିନୀ ଭାରତୀୟ ଆର୍‌ଏସ୍‌-ଏକ୍ସ ଶ୍ରେଣୀରେ…

4 years ago

ପ୍ରଦୂଷଣ ଆଇନ ପରିସରଭୁକ୍ତ ହେବ ଛୋଟ କୁକୁଡ଼ା ଫାର୍ମ

ଯାଜପୁର ଅଫିସ,୧୭ା୫ ରାଜ୍ୟରେ ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଓ ଜଳ ପ୍ରଦୂଷଣ ଅଣାୟତ୍ତ ହେଉଛି। ଫଳରେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ଓଡ଼ିଶାବାସୀ ହନ୍ତସନ୍ତ ହେଉଛନ୍ତି।…

4 years ago

ଏମାର ମଠ ପରିସରରେ ଖନନ:ମିଳିଲା ଭଗ୍ନ ସିଂହ ମୂର୍ତ୍ତି

ପୁରୀ ଅଫିସ,୧୭।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ଭଗ୍ନ ସିଂହମୂର୍ତ୍ତି ମିଳିଛି। ପରିତ୍ୟକ୍ତ ଅବସ୍ଥାରେ ଖନନସ୍ଥଳୀରେ ଦୁଇଖଣ୍ଡ ହୋଇ କାରୁକାର୍ଯ୍ୟପୂର୍ଣ୍ଣ…

4 years ago

ବାପପୁଅଙ୍କୁ ୮ ବର୍ଷ ଜେଲ

ଚମ୍ପୁଆ ୧୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ସରୋଜ କୁମାର ଦାସ ଏହାର…

4 years ago

ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ମୃତ, ୧୪ ଆକ୍ରାନ୍ତ

ଧରାକୋଟ,୧୬ା୫(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଧରାକୋଟ ବ୍ଲକ ନାକତିରି ଗାଁରେ ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆକ୍ରାନ୍ତ ହୋଇଛନ୍ତି।…

4 years ago

ରାମନାଗୁଡ଼ା ତହସିଲଦାରଙ୍କ ବିରୋଧରେ ମାମଲା

ଗୁଣପୁର,୧୬ା୫(ଡି.ଏନ.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ତହସିଲଦାର ପ୍ରଭାତି ଝୋଡ଼ିଆଙ୍କ ବିରୋଧରେ ଗୁଣପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ମାଡ଼ ମାରିବାକୁ ଉଦ୍ୟମ ଏବଂ ହତ୍ୟା ଧମକ…

4 years ago

ରାତି ପାହିଲେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଚନ୍ଦନଯାତ୍ରା: ଚୂଡାନ୍ତରେ ପ୍ରସ୍ତୁତି

ରମ୍ଭା:୧୬।୫: ଗତ ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ରମ୍ଭା ଚନ୍ଦନଯାତ୍ରା ବିଧିବିଧାନ ସହକାରେ ପାଳନ କରାଯାଉଥିଲା। ହେଲେ ଚଳିତ ବର୍ଷ…

4 years ago

ସୀମାନ୍ତରେ ୨ ବୋମା ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି,୧୬ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀଙ୍କ ଦ୍ବାରା ଖଞ୍ଜାଯାଇଥିବା ୨ଟି ବୋମାକୁ ନିଷ୍କ୍ରିୟ କରି ଏକ ବଡଧରଣର ଅଘଟଣକୁ ଯବାନମାନେ ଏଡାଇ…

4 years ago