ଆମ ଜିଲା ଖବର

ଗରା, ବାଲ୍‌ଟି ଧରି ରାସ୍ତାରେ ବସିଲେ

ଉଦଳା,୧୬।୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ବଡଖମଣ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡାଚିରା ଗ୍ରାମର ମହିଳା ପୁରୁଷ ଶନିବାର ପାନୀୟଜଳ ସମସ୍ୟା ସମାଧାନ ଦାବିରେ ଉଦଳା-ବାରିପଦା ରାଜ୍ୟ ରାଜପଥର କଲିଆ…

4 years ago

ମଲ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଦାରଖ

ବାଲେଶ୍ୱର ଅଫିସ,୧୬।୫: ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟ ୪ ମହଲା ବିଲ୍ଡିଂରେ ବଡ ଧରଣର ଅଗ୍ନିକାଣ୍ଡ ଘଟି ୨୭ଜଣଙ୍କ ମୃତ୍ୟୁ ହେବା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ…

4 years ago

ପ୍ରଧାନମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍‌ ପାଇବେ ସମୀର

ପଦ୍ମପୁର, ୧୬।୫ (ଡି.ଏନ.ଏ.)-ପିଲାଟି ଦିନରୁ ଜଣେ ମେଧାବୀ ଛାତ୍ର ଥିଲେ। ନିଜେ ଭଲ ପାଠ ପଢ଼ିବା ସହ ଅନ୍ୟ ପିଲାମାନଙ୍କୁ ପଢ଼ାଉଥିଲେ। ବିଜ୍ଞାନ ପ୍ରତି ଥିଲା ତାଙ୍କର…

4 years ago

ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬।୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ ବିଭାଗୀୟ…

4 years ago

ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ନିର୍ମାଣ ପ୍ରସଙ୍ଗ: ପରିବର୍ତ୍ତିତ ପ୍ରସ୍ତାବ ପଠାଇବାକୁ ତାଗିଦ୍‌

ପୁରୀ ଅଫିସ,୧୬।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ନିଷିଦ୍ଧାଞ୍ଚଳ ଭଳି ନିୟନ୍ତ୍ରିତ ଅଞ୍ଚଳରେ ହେଉଥିବା ନିର୍ମାଣ କାର୍ଯ୍ୟ ପାଇଁ ମଧ୍ୟ ଅନୁମୋଦନ ନାହିଁ। ନିୟନ୍ତ୍ରିତ ଅଞ୍ଚଳରେ ଶ୍ରୀମନ୍ଦିର…

4 years ago

ମଉଳିଯାଉଛି ସ୍ବପ୍ନାରାଣୀଙ୍କ ସ୍ବପ୍ନ

ପୁରୀ ଅଫିସ,୧୬।୫: ପୁରୀ ସହରର ପ୍ରତିଷ୍ଠିତ ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟରେ ପଢ଼ି ଉଜ୍ଜ୍ୱଳ ଭବିଷ୍ୟତ ଗଢିବାର ସ୍ବପ୍ନ ନେଇ ଜଣେ ଆଦିବାସୀ ଛାତ୍ରୀ ନବରଙ୍ଗପୁରରୁ ଏଠାକୁ…

4 years ago

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ସୌମ୍ୟରଞ୍ଜନ

ରାଜନଗର,୧୬ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଶ୍ରୀଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ଛାତ୍ର ସୌମ୍ୟରଞ୍ଜନ ବଳ ପାଟିରେ କଲମ ମାଧ୍ୟମରେ ଭାରତ ମାନଚିତ୍ର ଆଙ୍କି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।…

4 years ago

ଡାକ୍ତରଖାନା ଉଭାନ, କର୍ମଚାରୀ ନେଉଛନ୍ତି ଦରମା

କେନ୍ଦ୍ରାପଡ଼ା ଅଫିସ, ୧୬ା୫: ଚିକିତ୍ସା କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାଦ୍ୱାରା ଲୋକଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା…

4 years ago

ମାର୍ଶାଘାଇ, ରାଜକନିକାରେ ଜେଏମ୍‌ଏଫ୍‌ସି କୋର୍ଟ ଦାବି

କେନ୍ଦ୍ରାପଡ଼ା ଅଫିସ,୧୬ା୫: କେନ୍ଦ୍ରାପଡ଼ା ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ଏହି ଲୋକ ଅଦାଲତରେ ଅନ୍ତର୍ଭୁକ୍ତ ୭୮୩ଟି ଦେୱାନୀ, ଫୌଜଦାରି,…

4 years ago

ଚଢ଼ାଉ ସତ୍ତ୍ୱେ ଚାଲିଛି ଖଣିଜ ସମ୍ପଦ ଲୁଟ୍‌

ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଲୁଟ୍‌ ଚାଲିଛି। ଦୈନିକ ଶହ ଶହ ଟ୍ରକରେ ମୋରମ, ବାଲି, କଳାମୁଗୁନି ପଥର, ବଉଳାମାଳା (ମନ୍ଦିର ନିର୍ମାଣରେ…

4 years ago