ଯାଜପୁର ଅଫିସ/ଝୁମ୍ପୁରୀ (ଡି.ଏନ.ଏ.),୧୯ା୮: ବୈତରଣୀ ନଦୀର ଜଳ ପତ୍ତନ ହ୍ରାସ ହେବା ପରେ ଯାଜପୁର ଜିଲା ଦଶରଥପୁର ବ୍ଲକରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ଏହାସହ ଜଳସମ୍ପଦ…
ପୁରୀ ଅଫିସ,୧୯।୮:ଶ୍ରୀମନ୍ଦିରରେ ଭକ୍ତଙ୍କୁ ଭିତରକାଠ ଦର୍ଶନ ମିଳିପାରୁନାହିଁ। ଦୂରଦୂରାନ୍ତରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ସବୁ ସମୟରେ ଭିତରକାଠ ଦର୍ଶନ ପାଉନାହାନ୍ତି। ଫଳରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ…
କଟକ ଅଫିସ,୧୯ା୮:ପୋଲିସ ଓ ଡାକ୍ତରଙ୍କ ମଣିଷପଣିଆ ପାଇଁ କର୍କଟ ରୋଗରେ ମୃତ୍ୟୁ ଘଟିଥିବା ଭାଇ ମୁହଁରେ ମୁଖାଗ୍ନି ଦେଇଛନ୍ତି ଭଉଣୀ। ଗୁରୁବାର କଟକ ଖାନ୍ନଗର ସ୍ବର୍ଗଧାମଠାରେ ଏଭଳି…
ଖୋର୍ଦ୍ଧା ଅଫିସ,୧୯ା୮:ମହାନଦୀର ଜଳସ୍ତର ବଢ଼ିବା ଯୋଗୁ ଏହାର ଶାଖା ନଦୀ ରଣନଦୀରେ ବନ୍ୟାଜଳ ପ୍ରଭାବିତ ହେଉଛି। ଫଳରେ ଖୋର୍ଦ୍ଧା ଜିଲା ଅଟ୍ରି ସ୍ଥିତ ଉଷ୍ଣ ପ୍ରସ୍ରବଣରେ ୫ରୁ…
ପୁରୀ ଅଫିସ, ୧୮ା୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି…
ନୀଳଗିରି, ୧୯।୮(ସ୍ବ.ପ୍ର):ସ୍ବାମୀଙ୍କ ପାଖରେ ରହୁଥିବା ବଡ଼ଝିଅକୁ ସାଙ୍ଗରେ ଆଣିବାକୁ ଉଦ୍ୟମ କରି ଜଣେ ମହିଳା, ତାଙ୍କ ବାପା, ଭଉଣୀ ଓ ଭାଇଙ୍କୁ ହଟହଟା ହେବାକୁ ପଡ଼ିଛି। ଝିଅକୁ…
ସୋନପୁର,୧୯।୮(ନି.ପ୍ର.):ସମାଜରୁ କୁସଂସ୍କାର ଏବେ ବି ଦୂର ହୋଇନି। ରୋଗ ଭଲ ନ ହେଲେ ଗ୍ରାମାଞ୍ଚଳରେ ଜାତିଭାଇଙ୍କ ସାମାଜିକ ବାସନ୍ଦର ଭୟ ରହୁଛି। ଏଭଳି ବାସନ୍ଦ ଭୟରେ ଜଣେ…
କଟକ ଅଫିସ,୧୯/୮: କଟକ ମହାନଗର ନିଗମ ଅନ୍ତର୍ଗତ ଓ୍ବାର୍ଡ ନଂ. ୨୬ ଭଗତପୁର ଅଞ୍ଚଳର ଡେଙ୍ଗୁରେ ଆକ୍ରାନ୍ତ ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।…
ମାଲକାନଗିରି/କୁଡୁମୁଲୁଗୁମ୍ମା,୧୮ା୮(ଡି.ଏନ.ଏ.): କାର୍ଯ୍ୟରେ ଅବହେଳା ଯୋଗୁ ମାଲକାନଗିରି ଜିଲା ଓର୍କେଲ ଥାନା ଅଧୀନରେ ଥିବା କୁଡୁମୁଲୁଗୁମ୍ମା ଫାଣ୍ଡିର ଫାଣ୍ଡି ଅଧିକାରୀ କମଳ ଲୋଚନ ନାୟକ ଓ ୪ ଜଣ…
କୋରୁକୋଣ୍ଡା,୧୮।୮(ଡି.ଏନ୍.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ କୋରୁକୋଣ୍ଡା ବ୍ଲକ ତର୍ଲାକୋଟ ପାହାଡ଼ରୁ ପଥର ଖସି ରାସ୍ତାରେ ପଡିଥିବା ଦେଖିବାକୁ ମିଳିଛି। ସୂଚନାନୁସାରେ, ତର୍ଲାକୋଟା ପାହାଡ଼ରୁ ଗୁରୁବାର…