ଆମ ଜିଲା ଖବର

ଉଛୁଳିଲା ଜମ୍ଭୀରା ନଦୀ

ବାରିପଦା ଅଫିସ,୨୩ା୯:  ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲାର ତିନୋଟି ବ୍ଳକ ଅଞ୍ଚଳ ପ୍ରଭାବିତ ହୋଇଛି। ରାସଗୋବିନ୍ଦପୁର, ଶୁଳିଆପଦା ଓ ମୋରଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ବନ୍ୟାଜଳ…

4 years ago

ପୁଣି ଫୁଲିଲା ସୁବର୍ଣ୍ଣରେଖା

ଜଳେଶ୍ୱର,୨୩ା୯(ଡି.ଏନ.ଏ.):  ଗତ ୨୪ ଘଣ୍ଟା ମଧ୍ୟରେ ଉପରମୁଣ୍ଡରେ ହଜାରେ ମି.ମି ବର୍ଷା ହୋଇଥିବାରୁ ବାଲେଶ୍ୱର ଜିଲା ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀ ଚଳିତ ବର୍ଷ ତୃତୀୟ ଥର…

4 years ago

ନାବାଳିକା ବଳାତ୍କାରୀ ଛତିଶଗଡ଼ରୁ ଗିରଫ

ବାଲିଆପାଳ,୨୩ା୯(ସ୍ବ.ପ୍ର): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ୭ ବର୍ଷର ନାବାଳିକାଙ୍କୁୁ ବଳାତ୍କାର କରି ଫେରାର ଥିବା ଅଭିଯୁକ୍ତଙ୍କୁ ବାଲିଆପାଳ ପୋଲିସ ସୋମବାର ଛତିଶଗଡ଼ର ଭିଲେଇ ଅଞ୍ଚଳରୁ…

4 years ago

ପାଣିଘେରରେ ବସ୍ତା ଥାନା,କୋର୍ଟ

ରୂପ୍‌ସା/ବସ୍ତା,୨୩ା୯(ଡି.ଏନ.ଏ.):  ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ଜଳକା ନଦୀରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବସ୍ତା ବ୍ଲକର ୧୩ ଓ ସଦର ବ୍ଲକର ୨ଟି ପଞ୍ଚାୟତରେ…

4 years ago

ଲାଭ ଦେଇଛି ଲଘୁଚାପ

ଅନୁଗୋଳ ଅଫିସ,୨୩ା୯: ଅଗଷ୍ଟରେ ଫାଟି ଆଁ କରିଥିଲା ଜମି। ବର୍ଷାକୁ ଚାହିଁ ଚାହିଁ ଗଡ଼ି ଯାଇଥିଲା ଚାଷ ସମୟ। ଫଳରେ ଧାନ ଫସଲକୁ ନେଇ ପୂରଣ ହୋଇପାରିଲାନି…

4 years ago

ଯନ୍ତ୍ରଣା ଦେଉଛି ଜାତୀୟ ରାଜପଥ

ଭୁବନ, ୨୩।୯(ଡି.ଏନ.ଏ.) ସୁବ୍ୟବସ୍ଥିତ ସଡ଼କପଥ ଉପରେ ନିର୍ଭର କରେ ଅଞ୍ଚଳର ବିକାଶ। ଆନ୍ତଃରାଜ୍ୟ ଏବଂ ଆନ୍ତଃଜିଲା ପରିବହନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଜାତୀୟ ରାଜପଥ (ଏନ୍‌ଏଚ୍‌)ର…

4 years ago

ଦମ୍ପତିଙ୍କଠାରୁ ଝାମ୍ପିନେଲେ ୩.୫୦ ଲକ୍ଷ

ବାରିପଦା ଅଫିସ/ଉଦଳା,୨୩।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ବିସିପୁର-ଧାନଘେରା ରାସ୍ତାରେ ଏକ ଦମ୍ପତିଙ୍କଠାରୁ ୩ ଲକ୍ଷ ୫୦ହଜାର ଟଙ୍କା ଭର୍ତ୍ତି ବ୍ୟାଗ୍‌ ଦୁର୍ବୃତ୍ତମାନେ ଝାମ୍ପି ନେଇଛନ୍ତି।…

4 years ago

ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା

ଅତାବିରା\ସରଣ୍ଡା,୨୨।୯(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ହିର୍ଲିପାଲି ପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରଟିକ୍ରା ଗ୍ରାମରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ପୁଣି ଆଲୋଡ଼ନ ସୃଷ୍ଟି କରିଛି। ଗତ ରବିଋତୁର ଫସଲହାନୀ…

4 years ago

ବିନା ଟିକେଟରେ ଯାତ୍ରା କରି ବନ୍ଧା ହେଲେ ୨୫ଜଣ

ପୁରୀ ଅଫିସ, ୨୨ା୯: ବିଭିନ୍ନ ଟ୍ରେନ୍‌ରେ ବିନା ଟିକେଟରେ ଯାତ୍ରା କରିବା ଅଭିଯୋଗରେ ୨୫ଜଣଙ୍କୁ ରେଲଓ୍ବେ ପୋଲିସ ଗିରଫ କରିଛି। ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ମଙ୍ଗଳବାର ସେମାନଙ୍କୁ…

4 years ago

ଜେଲ ଗଲେ କୋଟିପତି ଏସ୍‌ଡିଓ

କେନ୍ଦୁଝର,୨୨।୯(ଡି.ଏନ.ଏ./ସ୍ବ.ପ୍ର.): ଶେଷରେ ଭିଜିଲାନ୍ସ ହାତରେ ବନ୍ଧା ହୋଇଛନ୍ତି ବିଦ୍ୟୁତ୍‌ ବିଭାଗର କୋଟିପତି ଏସ୍‌ଡିଓ ମହେଶ୍ୱର ସେଠୀ। ମଙ୍ଗଳବାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌…

4 years ago