ଆମ ଜିଲା ଖବର

‘ଅସାନି’ ପ୍ରଭାବ: ଭାସିଗଲା ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଅଣ୍ଡା

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଯୋଗୁ ଅଲିଭ ରିଡ୍‌ଲେ କଇଁଛଙ୍କ ଲକ୍ଷାଧିକ ଅଣ୍ଡା ଭାସିଯାଇଛି। ଗଞ୍ଜମ ଜିଲା ଋଷିକୁଲ୍ୟା ମୁହାଁଣରେ ଛୁଆ ଫୁଟିବାକୁ ଥିବା ଅଣ୍ଡାଗୁଡ଼ିକ ସମୁଦ୍ର ଓ…

4 years ago

ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଗିରଫ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ଶିରିଗିଡ଼ା ଗ୍ରାମରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା…

4 years ago

ରାସ୍ତାକଡ଼ରେ ବିକୁଥିଲେ କେନ୍ଦୁ: ମାଡ଼ିଗଲା ଟ୍ରକ୍‌,୨ ମୃତ; ୪ ଆହତ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ନିପୋ ଗ୍ରାମ ନିକଟସ୍ଥ କାଞ୍ଜିପାଣି ଘାଟି ଏନ୍‌ଏଚ୍‌ ୪୯ରେ ସଡ଼କ ଦୁର୍ଘଟଣାରେ ଜଣେ କେନ୍ଦୁ ବିକାଳିଙ୍କ ସମେତ ଦୁଇ…

4 years ago

ଯାତ୍ରାର ଶେଷଦିନ ପୂର୍ବରୁ ହୁଣ୍ଡି ଭାଙ୍ଗି ସୁନା, ଟଙ୍କା ଲୁଟିନେଲେ

ବ୍ରହ୍ମପୁର ଅଫିସ,୧୧।୫: ବ୍ରହ୍ମପୁରରେ ଚୋରି, ଲୁଟ୍‌ ଏବେ ନିତିଦିନିଆ ଘଟଣା ହୋଇଛି। ବିଶେଷ କରି ବୈଦ୍ୟନାଥପୁର ଥାନା ଅଞ୍ଚଳ ଲୁଟେରାଙ୍କ ଚରାଭୂଇଁ ପାଲଟିଛି। ଏଭଳିସ୍ଥିତିରେ ଏକ ଚୋର…

4 years ago

୪୪ କଫ୍‌ଶିରପ୍‌ ଜବତ, ଜଣେ ଗିରଫ

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ କୁଲୁଣ୍ଡି ଛକରୁ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୪୪ ଟି କଫ୍‌ଶିରପ୍‌ ଜବତ କରିବା…

4 years ago

ବୃଦ୍ଧ ଦମ୍ପତିଙ୍କଠାରୁ ଲୁଟିନେଲେ ଟଙ୍କା ବ୍ୟାଗ୍‌

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ଖୁଲମଖୁଲା ଭାବେ ଚୋରି, ଡକାୟତି ଚାଲିଥିବା ଦେଖିବାକୁ ମିଳୁଛି। ଲୁଟେରା କେତେବେଳେ କାହାଠାରୁ ଟଙ୍କା ଲୁଟ୍‌ କରି ନେଇଯାଉଛନ୍ତି…

4 years ago

ଘରୋଇ କଳହରୁ ପୁଅ ନେଲେ ଚରମ ନିଷ୍ପତ୍ତି

ଜମନକିରା,୧୧।୫: ଘରୋଇ କଳହରୁ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା ପରି ଚରମ ପଦକ୍ଷେପ ନେଇଛି ଜଣେ ୧୯ ବର୍ଷର ଯୁବକ। ଏପରି ଏକ ଅଭାବନୀୟ ଘଟଣା ଘଟିଛି…

4 years ago

ଅଟୋରେ ଚାଲାଣ ହେଉଥିଲା ଶାଳ କାଠ…

ବଲାଙ୍ଗୀର ଅଫିସ,୧୧।୫: ବଲାଙ୍ଗୀର ଜିଲା ପାଟଣାଗଡ଼ ପଥରଚେପା ଆଦର୍ଶ ବିଦ୍ୟାଳୟ ରାସ୍ତାରେ ବନ ବିଭାଗ ଚଢ଼ାଉ କରି ଏକ ଶାଳ କାଠ ବୋଝେଇ ଅଟୋକୁ ଜବତ କରିଛି।…

4 years ago

ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ପ୍ରମୁଖ ଦଳର ୩ ପ୍ରାର୍ଥୀ

ଝାରସୁଗୁଡ଼ା ଅଫିସ,୧୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ବୁଧବାର ନାମାଙ୍କନ ଦାଖଲର ଶେଷ ଦିନରେ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ନିଜ ପ୍ରାର୍ଥିପତ୍ର…

4 years ago

ଦେବୀଘାଟରେ ବରଯାତ୍ରୀ ବସ୍‌-ଟ୍ରେଲର ମୁହାଁମୁହିଁ : ୨ ମୃତ, ୫ରୁ ଊର୍ଦ୍ଧ୍ୱ ଗୁରୁତର

କୋରାପୁଟ,୧୧।୫(ସ୍ବ.ପ୍ର.): କୋରାପୁଟ ଜୟପୁର ୨୬ ନମ୍ବର ଜାତୀୟ ରାଜପଥର ଦେବୀଘାଟ ନିକଟରେ ବୁଧବାର ସକାଳେ ଏକ ଘରୋଇ ବସ୍‌ ଓ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛିି।…

4 years ago