ଆମ ଜିଲା ଖବର

୧୨ ବର୍ଷର ପୁଅକୁ ଧରି ପ୍ରେମିକ ସହ ଫେରାର

ରାଜନଗର,୨୦ା୯(ଡି.ଏନ.ଏ.): ୧୨ ବର୍ଷର ପୁଅକୁ ଧରି ଜଣେ ମହିଳା ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ବାମୀ ଦାଦନ ଖଟିବାକୁ…

4 years ago

ନିଖୋଜ ଯୁବକଙ୍କ ମିଳିଲା କଙ୍କାଳ

ପୋଲସରା,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ମନ୍ଦାର-କେନ୍ଦୁବାଡ଼ି ରାସ୍ତା ନିକଟ ରତନେଇ ପାହାଡ଼ରୁ ପୋଲିସ ସୋମବାର ଜଣେ ନିଖୋଜ ଯୁବକଙ୍କ କଙ୍କାଳ ଜବତ କରିଛି। ମନ୍ଦାର ଗ୍ରାମର…

4 years ago

ମହିଳାଙ୍କୁ ବଳାତ୍କାର କଲେ ନାବାଳକ

ରାଇରଙ୍ଗପୁର,୨୦ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ରବିବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ବଳାତ୍କାର…

4 years ago

ଦଇବ ଦାଉ ସାଧିଛି: ବଞ୍ଚିବାକୁ ବୈକୁଣ୍ଠଙ୍କ ସଂଘର୍ଷ

କାମାକ୍ଷାନଗର, ୨୦।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସି ୪ନଂ. ଓ୍ବାର୍ଡର ପ୍ରଦୀପ ବିଶ୍ୱାଳ ଏବଂ ସାବିତ୍ରୀ ବିଶ୍ୱାଳଙ୍କ ଜୀବନରେ ଘୋଟି ଆସିଥିଲା ଅନ୍ଧକାର। ୧୫ ବର୍ଷୀୟ ସାନପୁଅ…

4 years ago

ଭିଜିଲାନ୍ସ ଜାଲରେ ସମ୍ବଲପୁର ଓସିସିଏଲ୍‌ର ସିନିୟର ମ୍ୟାନେଜର

ସମ୍ବଲପୁର ଅଫିସ,୨୦ା୯: ସମ୍ବଲପୁର ଓସିସିଏଲର ସିନିୟର ମ୍ୟାନେଜର ରଞ୍ଜନ କୁମାର ଡାଙ୍ଗ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ପକ୍ଷରୁ…

4 years ago

ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କର ସୋମବାର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ଫରେନ୍‌ସିକ୍‌…

4 years ago

ଜଣଙ୍କୁ ପଥରରେ ଛେଚି ହତ୍ୟା, ମୃତଦେହ ନିକଟରେ ଦୁର୍ବୃତ୍ତ ରକ୍ତରେ ଲେଖିଲେ ପରବର୍ତ୍ତୀ ଟାର୍ଗେଟଙ୍କ ନାଁ

ପୁରୁଷୋତ୍ତମପୁର,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ରବିବାର ରାତିରେ ଶୋଇଥିବା ଅବସ୍ଥାରେ ଅତି ବୀଭତ୍ସ ଭାବରେ ମୁଣ୍ଡକୁ ପଥର ଛେଚି…

4 years ago

ବରଣ୍ଡୁଆ-ସୁଦର୍ଶନପୁର ରାସ୍ତାରେ ବନ୍ୟାଜଳ

ବାସୁଦେବପୁର, ୨୦ା୯(ଡି.ଏନ.ଏ.)- ଗମେଈ ନଦୀରେ ବନ୍ୟା ଆସିବା ଫଳରେ ନଦୀ ସଂଲଗ୍ନ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିବା ସହ ଧାନଫସଲ ଉପରେ ୪ ଫୁଟରୁ ଊର୍ଦ୍ଧ୍ୱ ବନ୍ୟାଜଳ…

4 years ago

ଟଳିଲା ବନ୍ୟା, ୫୦ ହଜାର ଲୋକ ଜଳବନ୍ଦୀ

ଭୋଗରାଇ,୨୦।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡରେ ଘନ ଘନ ଲଘୁଚାପ ଜନିତ ବର୍ଷା ଯୋଗୁ ନିମ୍ନ ଅବବାହିକାରେ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ଜଳସ୍ତର ସତର୍କ ସୂଚନା ୯.୪୫ମିଟର ତଳେ ପ୍ରବାହିତ ହେଉଥିବା…

4 years ago

ନିମାପଡ଼ା-କୋଣାର୍କ ରୁଟ୍‌ରେ ‘ମୋ ବସ୍‌’କୁ ବିରୋଧ

ନିମାପଡ଼ା,୨୦।୯(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଦୈନିକ ନିମାପଡ଼ା-କୋଣାର୍କ ରୁଟ୍‌ରେ ୮ଟି ମୋ ବସ୍‌ ଚଳାଚଳ କରୁଛି। ହେଲେ ଉକ୍ତ ରାସ୍ତାରେ ମୋ ବସ୍‌ଗୁଡ଼ିକର ରୋଡ୍‌ ପରମିଟ୍‌ ନ ଥାଇ ଓ…

4 years ago