ଆମ ଜିଲା ଖବର

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯।୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତୃଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତି କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି।…

4 years ago

ଚଢ଼ା ଦରରେ ବିଦେଶୀ ମଦ ବିକ୍ରି ଅଭିଯୋଗ

ରାୟଗଡ଼(ଗଜପତି),୯।୫: ରାୟଗଡ଼ ବ୍ଲକ ସଦର ମହକୁମାଠାରେ ହୋଇଥିବା ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନରେ ଚଢ଼ା ଦରରେ ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଏଥିସହ ଖୁଲମଖୁଲା ବେଆଇନ ବିଦେଶୀ…

4 years ago

୨୦ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ପାଣ୍ଡୁ

ମାଲକାନଗିରି,୯।୫(ଡି.ଏନ.ଏ.): ରୋଜଗାର ଆଶାରେ ବାହାର ରାଜ୍ୟକୁ ଯାଇ ଦୀର୍ଘ ୨୦ ବର୍ଷ ହେଲା ନିଖୋଜ ଥିଲେ। ତାଙ୍କ ଫେରିବା ବାଟକୁ ଚାହିଁ ମାଆବାପାଙ୍କ ଆଖିରୁ ଲୁହ ଶୁଖୁ ନ…

4 years ago

ଅନ୍‌ଲାଇନ୍‌ ଠକେଇର ଶିକାର ହେଲେ ଯନ୍ତ୍ରୀ

ଉମରକୋଟ,୯।୫(ସ୍ବ.ପ୍ର.): ଅନଲାଇନ୍‌ ଠକେଇର ଶିକାର ହୋଇଛନ୍ତି ଜଣେ ଯନ୍ତ୍ରୀ। ସେ ହେଲେ ଛତିଶଗଡ଼ ଦୁର୍ଗ୍‌ ଜିଲା ଅମ୍ଲେଶର ଏକେଏସ୍‌ ସ୍କାର୍ଟ ସିଟିର ଆଦିତ୍ୟ ମୋହନ ସିଂ। ଆଦିତ୍ୟ…

4 years ago

ସ୍କୁଲ ଭ୍ୟାନ୍‌ରେ ଲାଗିଲା ନିଆଁ

ସୋନପୁର,୯ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ସହର କଲେଜ ଛକଠାରେ ଏକ ସ୍କୁଲ ଭ୍ୟାନ୍‌ରେ ନିଆଁ ଲାଗି ଯାଇଥିଲା। ସୌଭାଗ୍ୟବଶତଃ ଛାତ୍ରୀଛାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକେ…

4 years ago

ମନ୍ଦିର ପରିସରରୁ କାଟିନେଲେ ଚନ୍ଦନ ଗଛ

ପରଜଙ୍ଗ, ୯।୫(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାନ୍ତୋର ଗ୍ରାମର ପ୍ରସିଦ୍ଧ ଶୈବପୀଠ ଶ୍ରୀକନକେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରୁ ଏକ ଚନ୍ଦନ ଗଛ ଚୋରି ହୋଇଛି। ଶନିବାର…

4 years ago

କନିଷ୍ଠ ଡାକ୍ତରଙ୍କ ବିରୋଧରେ ଅଧ୍ୟକ୍ଷଙ୍କ ଏତଲା

ବ୍ରହ୍ମପୁର ଅଫିସ,୯।୫: ଏମକେସିଜି ମେଡିକାଲ କଲେଜ ଓ ହସ୍ପିିଟାଲର ଏମବିବିଏସ ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ର଼୍ୟାଗିଂ ଘଟଣା ଏବେ ଥାନାରେ ପହଞ୍ଚିଛି। ର଼୍ୟାଗିଂ କରାଯିବା ନେଇ ସିସିଟିଭି…

4 years ago

ଗଛମୂଳରୁ ୩ ଦିନର ଶିଶୁକନ୍ୟା ଉଦ୍ଧାର

ବନ୍ତଳା,୯।୫(ଡି.ଏନ.ଏ.): ବିଶ୍ୱ ମାତୃ ଦିବସରେ ମମତା ଭୁଲିଗଲେ ମା’। ୩ ଦିନର ଶିଶୁକନ୍ୟାଙ୍କୁ ଏକ ଗଛମୂଳେ ଛାଡ଼ି କେହି କୁମାରୀ ମା’ ପଳାଇଯିବା ଅନୁଗୋଳ ଜିଲା ବନ୍ତଳା ଥାନା…

4 years ago

ରାତି ନ ପାହୁଣୁ ଲମ୍ବୁଛି ଧାଡ଼ି

ବଇଣ୍ଡା,୯।୫: ପ୍ରତିବର୍ଷ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବହୁ ପୂର୍ବରୁ ପ୍ରସ୍ତୁତି ବୈଠକ ବସୁଛି। ବିଶେଷକରି ଗ୍ରାମାଞ୍ଚଳର ପାନୀୟ ଜଳ ଆବଶ୍ୟକତା ମେଣ୍ଟାଇବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଉଛି।…

4 years ago

ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା

ଆସିକା,୯।୫(ଡି.ଏନ.ଏ.): କରୋନା କଟକଣା ଯୋଗୁ ୨ ବର୍ଷ ଧରି ହୋଇପାରିନଥିବା ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରା ରବିବାର ସ୍ଥାନୀୟ ଖମ୍ବେଶ୍ୱରୀପାଟଣା ଓ କୁମ୍ଭାର ସାହିରେ…

4 years ago