ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

କୁଚିଣ୍ଡା,୮।୫(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ତହସିଲର ଅତିରିକ୍ତ ତହସିଲଦାର ସାରଦା ମହାରଣା ଶନିବାର ସାରେ ଜଣେ ବ୍ୟକ୍ତିଙ୍କଠାରୁ ପୋଖରୀ ଖନନରେ ବ୍ୟବହୃତ ଜବତ ଗାଡି ରିଲିଜ ପାଇଁ…

4 years ago

ମାଓବାଦୀଙ୍କ ଟାର୍ଗେଟରେ ଛତିଶଗଡ଼ ମନ୍ତ୍ରୀ ମାଓବାଦୀ ସଙ୍ଗଠନ ପକ୍ଷରୁ ଚିଠି ଜାରି

ମାଲକାନଗିରି,୮।୫(ଡି.ଏନ୍‌.ଏ.): କଂଗ୍ରେସ ଶାସନାଧୀନ ଛତିଶଗଡ଼ର ମନ୍ତ୍ରୀ କବାସି ଲକ୍ଷ୍ମାଙ୍କ ବିରୋଧରେ ମାଓବାଦୀମାନେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ପୁଞ୍ଜିପତିଙ୍କ ଇଙ୍ଗିତରେ ଚାଲିବା ସହ ଆଦିବାସୀଙ୍କ ସଂସ୍କୃତି ନଷ୍ଟକରି…

4 years ago

ସରିଲା ମାଟ୍ରିକ ପରୀକ୍ଷା: ଉତ୍ତର ପତ୍ର ଆସିବା ପରେ ଅନୁପସ୍ଥିତ ପିଲାଙ୍କ ସଂଖ୍ୟା କହିପାରିବୁ: ବୋର୍ଡ ସଭାପତି

କଟକ ଅଫିସ,୮।୫: ଚଳିତ ବର୍ଷର ମାଟ୍ରିକ ସମେଟିଭ-୨ ପରୀକ୍ଷା ଶନିବାର ଶେଷ ହୋଇଛି। ଶେଷଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଥିବାବେଳେ ଏଥିରେ କପି କରି ୪୩ ଜଣ…

4 years ago

ସ୍କୁଲ, ହଷ୍ଟେଲରୁ ୬୪ ପିଲା କରୋନା ପଜିଟିଭ

ରାୟଗଡ଼ା ଅଫିସ,୮।୫: କରୋନା ସ୍ଥିତିରେ ସୁଧାର ଆସିବା ପରେ ସମସ୍ତ ସ୍କୁଲ ଏବଂ ହଷ୍ଟେଲଗୁଡ଼ିକ ଖୋଲିଛି। ପିଲାମାନେ ଏକଠି ବସି ପଢ଼ିବା ସହ ହଷ୍ଟେଲରେ ଗୋଟିଏ ରୁମ୍‌ରେ…

4 years ago

ବେଡ୍‌ରେ ରୋଗୀ, ତଳେ ମୃତଦେହ

କଟକ ଅଫିସ,୮।୫: ବେଡ୍‌ ଉପରେ ଚାଲିଛି ରୋଗୀ ଚିକିତ୍ସା, ତଳେ ପଡିଛି ମୃତଦେହ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଏସ୍‌ସିବି ମେଡିକାଲ କାଜୁଆଲ୍‌ଟିରେ। ଏହି ଘଟଣା…

4 years ago

୧୫ ଦିନ ହେବ ଟ୍ରାନ୍ସଫର୍ମର ଅଚଳ, ଅନ୍ଧାରରେ ଉପଭୋକ୍ତା

କୋକସରା,୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତର କରାଡଙ୍ଗରୀପଡ଼ା ଓ ଟେମେରା ପଞ୍ଚାୟତର ଖୁର୍ସେଲଗୁଡ଼ା ଗ୍ରାମରେ ଥିବା ବିପିଏଲ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ୧୫ ଦିନ ହେବ…

4 years ago

ଫଳ କିଣାକୁ ନେଇ ୨ ଗ୍ରାହକଙ୍କୁ ହାଣିଲେ ଦୋକାନୀ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଶନିବାର ଜଣେ ଫଳ ଦୋକାନୀଙ୍କ ଆକ୍ରମଣରେ ପୌରାଞ୍ଚଳ ଅନ୍ତର୍ଗତ ବୈଦ୍ୟରାଜପୁରର କେବୁଲ ବ୍ୟବସାୟୀ ସଞ୍ଜିତ୍‌ କୁମାର ସାହୁ…

4 years ago

ଟ୍ରେନ୍‌ ଧକ୍କାରେ ୩ ଗାଈଙ୍କ ଜୀବନ ଗଲା

କେନ୍ଦୁଝର,୭ା୫(ସ୍ବ.ପ୍ର.): ସ୍ଥାନୀୟ ନରଣପୁର ରେଲଓ୍ବେ ଷ୍ଟେଶନ ନିକଟରେ ରେଳ ଦୁର୍ଘଟଣା ଘଟି ୩ ଗାଈଙ୍କର ମୃତ୍ୟୁ ଘଟିଛି। ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂର ରେଲଓ୍ବେ ଓଭର…

4 years ago

ମାଟ୍ରିକ ପରୀକ୍ଷା ସରିବା ଖୁସିରେ ଡିଜେ ବଜାଇ ନାଚିଲେ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.):  ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଶନିବାର ଶେଷ ହୋଇଛି। ସାଧାରଣତଃ ପରୀକ୍ଷା ସରିବା ପରେ ଭବିଷ୍ୟତକୁ ନେଇ ପିଲାମାନେ ଚିନ୍ତିତ ହୋଇପଡ଼ିବା ନଚେତ ସ୍କୁଲ ପଢ଼ା…

4 years ago

ସୁମିତ-ତପସ୍ବିନୀ ବିବାଦ: ଶେଷ ମଧ୍ୟସ୍ଥତା ବିଫଳ

କଟକ ଅଫିସ,୭।୫: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ଶେଷ ମଧ୍ୟସ୍ଥତା ବିଫଳ ହୋଇଛି। ଶନିବାର ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା ଏହି…

4 years ago