ଆମ ଜିଲା ଖବର

ଗଳା କାଟି ପଥରରେ ଛେଚିଦେଲେ

ଖୋର୍ଦ୍ଧା ଅଫିସ, ୧୭।୯: ଖୋର୍ଦ୍ଧାରେ ଜଣେ ଯୁବକଙ୍କୁ ଗଳା କାଟିବା ପରେ ପଥରରେ ଛେଚି ବୀଭତ୍ସ ହତ୍ୟା କରାଯାଇଛି । ଶନିବାର ଜଟଣୀ ଥାନା ମିଲ୍‌ପୋଖରୀ ନିକଟରୁ…

4 years ago

ବଜ୍ରକାପ୍ତା ବିକ୍ରି ବେଳେ ଉଦ୍ଧାର: ୮ ଗିରଫ

ମାଲକାନଗିରି,୧୭।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା କାଲିମେଳା ବନାଞ୍ଚଳ ଅଧୀନ ପୋଟେରୁ ଅଞ୍ଚଳରୁ ବନବିଭାଗ ଶନିବାର ଏକ ବଜ୍ରକାପ୍ତା ଉଦ୍ଧାର କରିଛି। ଉକ୍ତ ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ…

4 years ago

ଚାକିରି ଦେବା ନାଁରେ ଟଙ୍କା ଲୁଟ୍‌, ୪ ନକଲି ନାଭାଲ ଅଫିସରଙ୍କୁ ଧରିଲା ପୋଲିସ

ଗଜପତି,୧୭।୯(ଡି.ଏନ୍‌,ଏ.): ପାରଳାଖେମୁଣ୍ଡି ପୋଲିସ କବ୍‌ଜାରେ ନକଲି ନାଭାଲ ଅଫିସର ଟିମ୍‌ । ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗକୁ ଭିତ୍ତି କରି ପାରଳାଖେମୁଣ୍ଡି…

4 years ago

୩ ବର୍ଷ ପରେ ଛତ୍ରପୁର ନୂଆ ବସଷ୍ଟାଣ୍ଡରୁ ଗଡ଼ିଲା ବସ୍‌

ଛତ୍ରପୁର,୧୭।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡ୍‌କ୍ୱାର୍ଟର ଛତ୍ରପୁରର ନୂଆ ବସ୍‌ଷ୍ଟାଣ୍ଡରୁ ଶନିବାର ବସ୍‌ଗୁଡ଼ିକ ୩ ବର୍ଷ ପରେ ଯାତାୟାତ ଆରମ୍ଭ କରିଛି। ୬.୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ…

4 years ago

ପୈଠ ହୋଇନି ବିଲ୍‌, ବିଦ୍ୟୁତ୍‌ ସେବା, ପାନୀୟ ଜଳ ବନ୍ଦ

ରାୟଗଡ଼ା ଅଫିସ,୧୭ା୯: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ପକ୍ଷରୁ ୧୧ ପଞ୍ଚାୟତରେ ଶୁକ୍ରବାର ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ କରାଯାଇଛି l ପଞ୍ଚାୟତ ପକ୍ଷରୁ ବିଦ୍ୟୁତ୍‌…

4 years ago

ପାଠ ପଢ଼ିବେ ପାର୍ବତୀ

ବୈପାରିଗୁଡା,୧୭ା୯ (ଡି.ଏନ୍‌.ଏ.): ବାପା ମା’ ସ୍ନେହରୁ ବଞ୍ଚତ୍ତ ପାର୍ବତୀ ପୂଜାରୀଙ୍କ ମୁହଁରେ ହସ ଫୁଟିଛି। ଆର୍ଥିକ ଅନଟନ ଓ ପାରିବାରିକ ଅସୁବିଧା ଯୋଗୁ ତାଙ୍କ ପାଠପଢା ଅଧାରୁ…

4 years ago

ଜୟଶ୍ରୀ ମିଶ୍ର ହତ୍ୟା ମାମଲା: ୩ ମାସ ପାରୋଲରେ ଗଲେ ଅଭିଯୁକ୍ତ

ସମ୍ବଲପୁର,୧୭।୯(ବ୍ୟୁରୋ): ବହୁଚର୍ଚ୍ଚିତ ଜୟଶ୍ରୀ ମିଶ୍ର ହତ୍ୟା ମାମଲାରେ ଶନିବାର ମୁଖ୍ୟ ଅଭିଯୁକ୍ତ ବସନ୍ତ ପଣ୍ଡାଙ୍କୁ ହାଇକୋର୍ଟ ୩ ମାସ ପାଇଁ ପାରୋଲରେ ଛାଡିଛନ୍ତି। ଅନ୍ୟପଟେ ନିଜର ଓ…

4 years ago

ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ

ଉମରକୋଟ, ୧୭।୯(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ନେଉରା ପଞ୍ଚାୟତ ତେଲଗାଁ ଗ୍ରାମସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇଛନ୍ତି।…

4 years ago

ଧରାପଡୁଛି ଗଞ୍ଜେଇ, ଖସି ଯାଉଛନ୍ତି ବେପାରୀ

ବୌଦ୍ଧ,୧୬ା୯(ସ୍ବ.ପ୍ର.): ବୌଦ୍ଧ ଜିଲା ଗଞ୍ଜେଇ କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଯୁବ ପିଢି କମ ପରିଶ୍ରମରେ ସ୍ବଳ୍ପ ସମୟରେ ଅଧିକ ଲାଭ ପାଇବା ଆଶାରେ ଗଞ୍ଜେଇ ଚାଷ ପ୍ରତି…

4 years ago

ଯଥାରୀତି ପାଳନ ହେବ ପ୍ରସିଦ୍ଧ ବଳିଯାତ୍ରା

ସୋନପୁର,୧୭।୯(ନି.ପ୍ର.): ସୁବର୍ଣ୍ଣପୁରର ପ୍ରସିଦ୍ଧ ମହାବଳୀ ଯାତ୍ରା ଓ ଦଶହରା ପୂଜା ପାଇଁ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…

4 years ago