ବରୀ,୯ା୯(ଡି.ଏନ.ଏ.): ସରକାର ଚାଷୀଙ୍କ ବିକାଶ ପାଇଁ ଅନେକ ଯୋଜନା କରୁଛନ୍ତି। ଏ ସବୁ ସତ୍ତ୍ୱେ ଚାଷୀ ଅବହେଳାର ଶିକାର ହୋଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଉଛନ୍ତି।…
ବଡ଼ଗାଁ, ୯।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଧୀନ କଣ୍ଟିଆମୁରା ଗାଁ ନିକଟ ୧୦ ନମ୍ବର ରାଜପଥରେ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମଧ୍ୟରେ ଧକ୍କା ହୋଇ…
କଟକ ସଦର,୯।୯(ଡି.ଏନ୍.ଏ.): ଟଙ୍କା ପାଇଁ ମଝି ରାସ୍ତାରେ ଫୁଟିଲା ଗୁଳି। ଏଭଳି ଘଟଣା ଘଟିଛି କଟକ ଜିଲା କନ୍ଦରପୁର ଥାନା ଅଥଙ୍ଗାରେ ନିକଟରେ। ଏଥିରେ ଜଗତସିଂହପୁର ଜିଲା…
ପଦ୍ମପୁର,୯।୯(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କରଞ୍ଜ ଆଡ଼ିଆ ଗ୍ରାମର ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ କୁମାର ପୁହାଣ।…
ଖମାର,୯ା୯(ଡି.ଏନ.ଏ.) କରୋନା ସମୟରେ ସ୍ବାସ୍ଥ୍ୟସେବାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ମେଡିକାଲର ଭିତ୍ତିଭୂମି ସୁଦୃଢ଼ କରାଯାଉଛି। ଆବଶ୍ୟକସ୍ଥଳେ ଡାକ୍ତର ନିଯୁକ୍ତି ହେଉଛି। କିନ୍ତୁ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର…
ଢେଙ୍କାନାଳ ଅଫିସ, ୯।୯: ମହିମାଧର୍ମର ମୁଖ୍ୟପୀଠ ଯୋରନ୍ଦା ମହିମାଗାଦିରେ ଭାଦ୍ରବ ଶୁକ୍ଲପକ୍ଷ ଦ୍ୱିତୀୟା ତିଥିରେ ବୁଧବାର ଅନୁଷ୍ଠିତ ହୋଇଯାଇଛି ନବାନ୍ନ ଉତ୍ସବ। କୋଭିଡ୍ କଟକଣା ମଧ୍ୟରେ ସମସ୍ତ କାର୍ଯ୍ୟକ୍ରମ…
ପାଟଣା, ୯।୯ (ସ୍ବ.ପ୍ର.)-ଦୃଢ଼ ଇଛାଶକ୍ତି ଥିଲେ ଅସାଧ୍ୟ କାର୍ଯ୍ୟ ହାସଲ ହୁଏ। ସଫଳତାର ଶୀର୍ଷରେ ମଣିଷ ପହଞ୍ଚି ପାରେ। ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି କେନ୍ଦୁଝର…
ସିମୁଳିଆ,୯।୯(ଡି.ଏନ.ଏ.)-ମାସେ କି ବର୍ଷେ ନୁହେଁ, ଦୀର୍ଘ ୩୩ବର୍ଷ ହେଲା ପରିବେଶ ସୁରକ୍ଷାରେ ଲାଗିପଡ଼ିଛନ୍ତି ପ୍ରକୃତିପ୍ରେମୀ କାହ୍ନୁଚରଣ ସିଂ। ପେସାରେ ସେ ଜଣେ ଶିକ୍ଷକ, ହେଲେ ନିଶା ପରିବେଶ…
ବାଲେଶ୍ୱର ଅଫିସ,୯ା୯: ବାଲେଶ୍ୱର ଜିଲା ଖଇରା ମାଟିର ପୁଅ ତଥା ପାରଳାଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ…
ରୂପସା/ବସ୍ତା, ୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ବସ୍ତା ବ୍ଲକ ଅଧୀନ ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର…