ବଲାଙ୍ଗୀର ଅଫିସ,୬ା୫: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ମେଡିକାଲ ଛାତ୍ର ନିଶାନ୍ତ କୁମାରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସାଂଘାତିକ ମୋବାଇଲ…
କଟକ ଅଫିସ,୬।୫: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନତୀମୂଳକ କାର୍ଯ୍ୟ ଜାରି ରହିଛି। ତେବେ ଏହାର ପୁନଃବିକାଶ…
ଖୋର୍ଦ୍ଧା ଅଫିସ,୬ା୫: ଦୃଢ଼ ମନୋବଳ ଓ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳିଥାଏ। ଏହାକୁ ପ୍ରମାଣିତ କରିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ…
ପିପିଲି,୬।୫(ସ୍ବ.ପ୍ର.): ରାଜ୍ୟର ସମସ୍ତ ବ୍ଲକରେ ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟ ଚାଲୁ ରହିଛି। ତେବେ ପିପିଲିରେ ୫-ଟି ସ୍କୁଲ କିଭଳି ଚାଲିଛି ତାହା ଜାଣିବା ପାଇଁ ୟୁନିସେଫ…
ପୁରୀ ଅଫିସ,୬ା୫: ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ସହରରେ ପରିଣତ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ଏଥିଲାଗି ବିଭିନ୍ନ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ତେବେ…
ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ…
ଧର୍ମଶାଳା,୬ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହେବାରୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବର୍ଷା ସାଙ୍ଗକୁ ପବନ ବହିବା ଫଳରେ ଅନେକ…
କାଳିଆପାଣି,୬ା୫(ଡି.ଏନ.ଏ.): ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟବସ୍ତ ହୋଇପଡୁଛି। ତେଣୁ ଏହି ସମୟରେ ବିଦ୍ୟୁତ୍ କାଟ ବନ୍ଦ କରିବାକୁ ସରକାର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଏହା…
ଧର୍ମଶାଳା/ଚଢ଼େଇଧରା, ୬ା୫(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବହୁଚର୍ଚ୍ଚିତ ଡଙ୍କାରୀ ପାହାଡ଼ରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ମାପଚୁପ କରାଯାଇଛି। ଖାଦାନରୁ ଲିଜ୍ଧାରୀ ଅଧିକ…
ଚଣ୍ଡିଖୋଲ,୬ା୫(ଡି.ଏନ.ଏ.): କଟକ ଜଗତପୁରଠାରୁ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ଅଳଭା ପର୍ଯ୍ୟନ୍ତ ଯାଇଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ଯାଜପୁର ଜିଲା ବାଲିଚନ୍ଦ୍ରପୁରଠାରୁ ଦେକୁରୀ ପର୍ଯ୍ୟନ୍ତ ରାସ୍ତା…