ଝାରସୁଗୁଡା ଅଫିସ, ୬।୯: ଝାରସୁଗୁଡା ଟାଉନ ଥାନା ଅନ୍ତର୍ଗତ ପୁରୁଣାବସ୍ତି ଶୁଖୁଆ ଗୋଦାମ ନିକଟରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ସୋମବାର ଚଢାଉ କରି ୬ଜୁଆଡିଙ୍କୁ ଗିରଫ…
କୋକସରା,୬।୯(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ କୁସୁମଖୁଣ୍ଟି ଇନ୍ଦ୍ରାବତୀ ସହାକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୋମବାର ଏକ ଅଜଗର ସାପକୁ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ, ସହକାରୀ ଯନ୍ତ୍ରୀଙ୍କ…
ବଲାଙ୍ଗୀର ଅଫିସ,୬।୯: ବଲାଙ୍ଗୀର ଜିଲାରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପାଟଣାଗଡ ବ୍ଲକ ଭାଲୁଜୁରି ଗାଁର ଚାଷୀ ଯୁଧିଷ୍ଠିର ଭୋଇ (୪୦)…
କେସିଙ୍ଗା,୬।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ଅଣ୍ଡର ବ୍ରିଜ ନିକଟରୁ ୧୮ ବସ୍ତା ୨୮୧ ପ୍ୟାକେଟ ଗଞ୍ଜେଇ ଜବତ ହୋଇଥିବା ବେଳେ ଦୁଇ ଜଣଙ୍କୁ ଅଟକ ରଖି…
କର୍ଲାମୁଣ୍ଡା,୬।୯(ଡି.ଏନ.ଏ.): କଳାହାଣ୍ଡି ଜିଲ କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ସହ କୃଷି ଋଣ, ଜଳକର ଛାଡ଼, ଓ ତେଲନଦୀ ଠାରେ ବୃହତ…
ଢେଙ୍କାନାଳ, ୬।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବାକୁ ଦାବି ହୋଇଛି । ସାମାଜିକ ସଂଗଠନ ଆମ ହିନ୍ଦୋଳ ପକ୍ଷରୁ ବ୍ଲକର କୃଷକମାନେ…
ପାଟଣା,୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ସାହୁ କମ୍ପ୍ଲେକ୍ସ ଭିତରୁ ଏସ୍ବିଆଇର ଏଟିଏମ୍କୁ ରବିବାର…
ରେଢ଼ାଖୋଲ,୬ା୯(ଡି.ଏନ୍.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଲଇଣ୍ଡାମାଳ ଗ୍ରାମରେ ରବିବାର ରାତିରେ ବନିତା ମିର୍ଦ୍ଧା (୩୦) ନାମକ ଜଣେ ମହିଳାଙ୍କୁ ତାଙ୍କ ଘର ଅଗଣାରେ ନିର୍ମମ ଭାବେ…
ପାଟଣା,୬ା୯(ସ୍ବ.ପ୍ର.): ଫେସବୁକ୍ରେ ଫେକ୍ ଆକାଉଣ୍ଟ ଖୋଲି କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଜଣେ ନାବଳିକାଙ୍କୁ ଅଶ୍ଳୀଳ ମେସେଜ ସହ ନାବାଳିକାଙ୍କ ଫଟୋକୁ ଏଡିଟ୍ କରି ଫେସବୁକ୍ରେ ଛାଡ଼ିବା…
କେନ୍ଦ୍ରାପଡ଼ା ଅଫିସ,୬।୯: ସପ୍ତାହକ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ରାଜକନିକା ଥାନା ଅଞ୍ଚଳରେ ୪ ଲୁଟ୍ ଘଟଣା ଘଟିଛି। କାଟଣା ଅଞ୍ଚଳର ଜଣେ ଛାତ୍ରୀଙ୍କ ମୋବାଇଲକୁ ୨ ଦୁର୍ବୃତ୍ତ…