ଆମ ଜିଲା ଖବର

ମହିଳାଙ୍କୁ ଗଣବଳାତ୍କାର, ଘରପୋଡ଼ି ମାମଲା: ଏସ୍‌ପି, ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ

ବରଗଡ଼ ଅଫିସ,୩।୯: ବରଗଡ଼ ଜିଲା ଗାଇସିଲେଟ ଥାନା ଅଞ୍ଚଳରେ ଗତ ମାସ ୧୧ ତାରିଖ ଘଟିଥିବା ଦଳିତ ମହିଳାଙ୍କୁ ଗଣବଳାତ୍କାର ଏବଂ ଘରପୋଡ଼ି ମାମଲାକୁ ନେଇ ଆନ୍ଦୋଳନ…

4 years ago

ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

କାକଟପୁର,୩।୯(ଡି.ଏନ୍‌.ଏ.): ଦୀର୍ଘବର୍ଷ ପୂର୍ବେ ରାଜ୍ୟ ସରକାର ବସ ଯାତ୍ରୀମାନଙ୍କର ସୁବିଧା ପାଇଁ ପୂର୍ତ୍ତବିଭାଗ କାକଟପୁର ବ୍ଲକର ସୋମନାଥପୁର ଛକ, କଲେଜ ଛକ, ତହସିଲ ଛକ ଓ ମଲାମାଛ…

4 years ago

ବିଦ୍ୟାଭାରତୀଙ୍କୁ ଜେରା ନ କରି ଫେରିଗଲା କ୍ରାଇମବ୍ରାଞ୍ଚ ଟିମ୍‌

ବାରିପଦା ଅଫିସ,୩ା୯: ବହୁଚର୍ଚ୍ଚିତ ଏଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଗୁରୁବାର କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କୁ ତନାଘନା ଜେରା କରିଥିଲା। ପ୍ରାୟ ସାଢ଼େ ୬ ଘଣ୍ଟାରେ ୭୦…

4 years ago

ଚିଙ୍ଗୁଡ଼ିଚାଷ ଜୈବ ବିବିଧତା ନଷ୍ଟ କରୁଛି

ମହାକାଳପଡ଼ା,୩।୯ (ଡି.ଏନ୍‌.ଏ.): ଚିଙ୍ଗୁଡି ଘେରିରେ ବ୍ୟବହୃତ ହେଉଥିବା ରାସାୟନିକ ପଦାର୍ଥ ଜଳରେ ମିଶିବାରୁ ବିଷ ପାଲଟୁଛି। ଏ ନେଇ ଜୀବଜନ୍ତୁ, ଜଙ୍ଗଲ ଓ ମୃତ୍ତିକା କ୍ଷୟ ହେବା…

4 years ago

କୁଶୁନୁପୁର ପ୍ରାଥମିକ ବିଦ୍ୟାଳୟ ଗୃହ ଜରାଜୀର୍ଣ୍ଣ

ପଟ୍ଟାମୁଣ୍ଡାଇ,୩।୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ କେନ୍ଦ୍ର ଓ ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଯୋଗୁ ଏହାର…

4 years ago

ଗୋଟିଏ ଗଛ ନାହିଁ, ୯ ଲକ୍ଷ ଟଙ୍କା ଚଳୁ

ମହାକାଳପଡ଼ା,  ୩।୯ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ରାସ୍ତାପାର୍ଶ୍ୱରେ ବୃକ୍ଷ ରୋପଣ…

4 years ago

ଲୁଟ୍‌ ଅପେକ୍ଷାରେ ୬ କଳାପଥର ଖାଦାନ

ଯାଜପୁର ଅଫିସ,୩।୯: ଲଘୁ ଖଣିଜ ସମ୍ପଦରେ ଭରପୁର ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ୫ ହେକ୍ଟରରୁ ଊର୍ଦ୍ଧ୍ୱ ୬ କଳାପଥର ଖାଦାନ ଓ ଗୋଟିଏ ବାଲୁକା…

4 years ago

ସୁରଟରେ ଓଡ଼ିଆ ଶ୍ରମିକଙ୍କୁ ମାଡ଼

କାକଟପୁର,୩।୯(ଡି.ଏନ୍‌.ଏ.): ଗୁଜରାଟର ସୁରଟରେ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କୁ କେତେଜଣ ଯୁବକ ଏକ ଘରେ ରଖି ନୃଶଂସ ଭାବେ ମାଡ଼ ମାରୁଥିବାର ଅଭିଯୋଗ ହେଉଛି। ଆକ୍ରମଣ ସମୟର…

4 years ago

ଭଙ୍ଗାଗଲା ପଞ୍ଚମୁଖୀ ହନୁମାନ ମନ୍ଦିର

କଟକ ସଦର,୩।୯ (ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଗୁରୁବାର କଡା ସୁରକ୍ଷା ମଧ୍ୟରେ ଭଙ୍ଗାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା…

4 years ago

ଜାଲ୍‌ ପଟ୍ଟାରେ ୧୦ ଲକ୍ଷ ଠକେଇ: ୩ ଗିରଫ

କଟକ ଅଫିସ,୩।୯: ଜାଲ୍‌ ଜମିପଟ୍ଟାରେ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲାଲବାଗ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

4 years ago