ଆମ ଜିଲା ଖବର

ବଧୂହତ୍ୟା ଅଭିଯୋଗ, ସ୍ବାମୀ କୋର୍ଟ ଚାଲାଣ

ରସୁଲପୁର,୨ା୫(ଡି.ଏନ୍‌.ଏ.): କୁଆଖିଆ ଥାନା ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତ ପାଞ୍ଚଗୋଛିଆ ଗ୍ରାମର ଶ୍ରୀଧର ସାହୁଙ୍କୁ ପୋଲିସ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ସୋମବାର ଗିରଫ କରି କୋର୍ଟ ଚାଲାଣ…

4 years ago

ନାବାଳିକାଙ୍କୁ ନିର୍ଯାତନା, ବାପ ପୁଅ ଗିରଫ

ଜେନାପୁର,୨ା୫(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଜେନାପୁର ଥାନା ପୋଲିସ ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି…

4 years ago

ସ୍ମାଟ କ୍ଲାସରେ ଚାଲିଲା ପୁଷ୍ପା ଭିଡିଓ

ଭୁବନେଶ୍ୱର,୨।୫(ବ୍ୟୁରୋ): ଆଧୁନିକ ପଦ୍ଧତିରେ ପାଠ ପଢ଼ା ପାଇଁ ରାଜ୍ୟ ସରକାର ସ୍କୁଲରେ ସ୍ମାଟ କ୍ଲାସର ବ୍ୟବସ୍ଥା କରିଛନ୍ତି। ସ୍ମାଟ କ୍ଲାସରେ ରହିଛି ଟିଭି ଭଳି ଅତ୍ୟଧୁନିକ ଉପକରଣ।…

4 years ago

ପ୍ରଥମ ଥର ରଥରେ ଲାଗିବ ସୋରଡ଼ା କାଠ

ସୋରଡା,୨ା୫(ଡି.ଏନ୍‌.ଏ.): ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା ପାଇଁ ଦକ୍ଷିଣ ଘୁମୁସର ବନଖଣ୍ଡ ସୋରଡା ବନ ବିଭାଗ ଗାଜଲବାଡି ବନାଞ୍ଚଳରୁ ସୋମବାର ୨ଟି ଟ୍ରକରେ ରଥକାଠ ପୁରୀ ଅଭିମୁଖେ ଯାଇଛି।…

4 years ago

ବିପଦସଙ୍କୁଳ ଅବସ୍ଥାରେ ଝୁଲୁଛି ଶୁଖିଲା ଗଛ

ଅମରପାଲି,୨ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କଲୋନୀରେ ଏକ ବିରାଟକାୟ ଶୁଖିଲା ଗଛ ବିପଦ ସଂକୁଳ ଅବସ୍ଥାରେ ରହିଛି। ଯେକୌଣସି ମୁହୂର୍ତ୍ତରେ ଗଛ ଭାଙ୍ଗି ପଡିବା ଆଶଙ୍କା…

4 years ago

ପୋଖରୀରୁ ମିଳିଲା ମୃତଦେହ

ବ୍ର୍ରହ୍ମପୁର ଅଫିସ,୨।୫: ଗଞ୍ଜାମ ଜିଲା ବଡବଜାର ଥାନା ପୋଲିସ ଜଗବନ୍ଧୁସାହି ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଜବତ କରିଛି। ମୃତକ ହେଲେ ସ୍ଥାନୀୟ ଗଣେଶନଗରରେ ରହୁଥିବା ପୂର୍ଣ୍ଣ…

4 years ago

ଭାଇଚାରାରେ ହେବ ଅକ୍ଷୟ ତୃତୀୟା, ଇଦ୍‌ ପାଳନ

ବଡ଼ବିଲ,୨।୫(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ପବିତ୍ର ଇଦ ପର୍ବ ପାଳନ ନେଇ ସୋମବାର ଶାନ୍ତି କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି। ବଡ଼ବିଲ ଥାନାରେ ଅନୁଷ୍ଠିତ…

4 years ago

ଡହଡହ ଖରାରେ ମାନବିକତା ଦେଖାଇଲେ ଟ୍ରାଫିକ କର୍ମଚାରୀ

ବଲାଙ୍ଗୀର ଅଫିସ,୨।୫: ମୁଣ୍ଡଫଟା ଖରା ଯୋଗୁ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏଭଳି ସ୍ଥିତିରେ ଲୋକେ ଜରୁରୀ କାମ ପଡ଼ିଲେ ବାଧ୍ୟହୋଇ ଘରୁ ବାହାରୁଛନ୍ତି। ଏହା…

4 years ago

ମହାପ୍ରଭୁଙ୍କ ଚନ୍ଦନଯାତ୍ରା,ମୁତୟନ ହେବେ ୫ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୨।୫: ମହାପ୍ରଭୁଙ୍କ ଚନ୍ଦନଯାତ୍ରା ମଙ୍ଗଳବାରଠୁ ଆରମ୍ଭ ହେବ। ତେବେ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ କରାଯାଇଛି। ଏଥିଲାଗି…

4 years ago

ମହଙ୍ଗା ପଡିଲା ପ୍ରେମ:କଲେଜ ଛାତ୍ରଙ୍କୁ ବୀଭତ୍ସ ହତ୍ୟା

କୁଆମରା ୨।୫: ମୟୁରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଜୟପୁର ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ରୀନାଥପୁର ଗ୍ରାମର ନବୀନ ଆଚାର୍ଯ୍ୟଙ୍କ ବାଡିରେ ସ୍ଥାନୀୟ ଜଣେ…

4 years ago