ଆମ ଜିଲା ଖବର

ଆଇଆଇଟି ହାଇଦ୍ରାବାଦ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

କେନ୍ଦ୍ରାପଡ଼ା ଅଫିସ, ୨୭ା୮: ଖରସ୍ରୋତା ନଦୀରୁ ପାଣି ଉଠାଇବା ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଆଇଆଇଟି ହାଇଦ୍ରାବାଦର ସର୍ଭେ ରିପୋର୍ଟକୁ ଆୟୁଧ କରାଯାଇଛି। ପ୍ରଶାସନିକ ଅଧିକାରୀମାନେ…

4 years ago

ବିଷ, ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୨୭ା୮(ଡି.ଏନ୍‌.ଏ.): ପ୍ରାକୃତିକ ପରିବେଶକୁ ନେଇ ନିଜକୁ ସୁରକ୍ଷିତ ମନେ କରନ୍ତି ପକ୍ଷୀ ଓ ବନ୍ୟଜନ୍ତୁ। ବିଭିନ୍ନ ପ୍ରଜାତିର ପକ୍ଷୀ ଖାପଖୁଆଇଲା ଭଳି ପରିବେଶରେ ବସା ବାନ୍ଧିଥାନ୍ତି। କୌଣସି…

4 years ago

ସେପ୍ଟେମ୍ବରରୁ ଐତିହ୍ୟ କରିଡର କାର୍ଯ୍ୟ

ପୁରୀ ଅଫିସ,୨୭।୮: ସେପ୍ଟେମ୍ବରରୁ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଆରମ୍ଭ ହେବ। ସେହିଭଳି ନରେନ୍ଦ୍ରକୋଣ ହବିଷିଆଳି କେନ୍ଦ୍ରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷଠାରୁ ସେଠାରେ ହବିଷିଆଳିମାନେ…

4 years ago

ମନଇଚ୍ଛା ବୋହି ନେଉଛନ୍ତି ମୋରମ

ବଇଣ୍ଡା,୨୭ା୮(ପରିକ୍ଷିତ ସାହୁ) ରାତିରେ ଚାଲିଛି ଲଘୁ ଖଣିଜ ଲୁଟ୍‌। ବେଆଇନ ଭାବେ ପାହାଡ଼ ଖୋଳାଯାଇ ମନଇଚ୍ଛା ବୁହା ହେଉଛି ମୋରମ ଓ ମାଟି। ଏପରିକି ସଂରକ୍ଷିତ ଜଙ୍ଗଲରେ…

4 years ago

୨୦ ବର୍ଷରେ ଲକ୍ଷେ ଗଛ ବଳି

ଭଦ୍ରକ ଅଫିସ,୨୭।୮-ଅମ୍ଳଜାନର ଘୋର ଅଭାବ ପରିଲକ୍ଷିତ ହେଉଛି। ଏଣୁ ଚାରାରୋପଣ ଉପରେ ସମସ୍ତେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ସମୁଦ୍ର କୂଳଠାରୁ ରାସ୍ତାଘାଟ,…

4 years ago

ଡରାଇଲାଣି ତୃତୀୟ ଲହର

ବାରିପଦା ଅଫିସ,୨୭।୮-କରୋନା ମହାମାରୀର ତୃତୀୟ ଲହର ଆଶଙ୍କାକୁ ନେଇ ସମସ୍ତେ ଭୀତସ୍ତତ। ସେପ୍ଟେମ୍ବର ଶେଷ ଓ ଅକ୍ଟୋବର ପ୍ରାରମ୍ଭରେ ସଂକ୍ରମଣ ବଢ଼ିବା ସମ୍ଭାବନା ଥିବା ନେଇ ବିଶେଷଜ୍ଞମାନେ…

4 years ago

ସାମ୍ନାକୁ ଆସିଲା ମହା ଦୁର୍ନୀତି: ବଦଳେଇ ଦେଲେ ଜଳାଶୟ କିସମ

ଢେଙ୍କାନାଳ ଅଫିସ,୨୭।୮: ଢେଙ୍କାନାଳ ସଦର ତହସିଲରେ ବେଆଇନ ଭାବେ ବଦଳାଯାଇଛି ଜମି କିସମ। ଜମି ଦଲାଲମାନେ କାର୍ଯ୍ୟାଳୟର କେତେଜଣ କର୍ମଚାରୀଙ୍କୁ ହାତ କରି ଏକ ଜଳାଶୟକୁ ଶାରଦ…

4 years ago

ପ୍ରସବ ଭ୍ୟାନ୍‌ରେ ଗର୍ଭବତୀଙ୍କୁ ମାଡ଼

ଫୁଲବାଣୀ ଅଫିସ,୨୬।୮: କନ୍ଧମାଳ ଜିଲାରେ ଆନୁଷ୍ଠାନିକ ପ୍ରସବ ପାଇଁ ଜିଲାପାଳ ଡା.ବୃନ୍ଦା ଡି ପଦକ୍ଷେପ ନେଉଛନ୍ତି। ଘରେ ପ୍ରସବ ନ କରାଇ ଡାକ୍ତରଖାନାରେ କରାଇବା ନିମନ୍ତେ ଗର୍ଭବତୀଙ୍କୁ…

4 years ago

ମାହାଙ୍ଗା ଡବଲ ମର୍ଡର ସହ ମନ୍ତ୍ରୀଙ୍କ ଲିଙ୍କ୍‌ର ତଦନ୍ତ ହେବ

ନିଶ୍ଚିନ୍ତକୋଇଲି,୨୬ା୮(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡର୍ବଲ ମର୍ଡର ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ନେଇ ହୋଇଥିବା…

4 years ago

ଗଞ୍ଜେଇ ଚାଲାଣ କରୁଥିଲେ ପୋଲିସ ହୋମ୍‌ଗାର୍ଡ

ଜୟପୁର,୨୬ା୮(ନି.ପ୍ର.): ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କାରବାରର ପର୍ଦ୍ଦାଫାଶ ହୋଇଛି। ଜୟପୁର ସଦର ପୋଲିସ ଚୋରା ଚାଲାଣରେ ସମ୍ପୃକ୍ତ ଜଣେ ପୋଲିସ ହୋମ୍‌ଗାର୍ଡଙ୍କ ସମେତ ୬ଜଣଙ୍କୁ ଗିରଫ…

4 years ago