ଆମ ଜିଲା ଖବର

ଗୁମୁରି କାନ୍ଦୁଛି ଘୁମୁରା

କାମାକ୍ଷାନଗର, ୨୩।୮:  ଘୁମୁରା ବାଜିଲେ ଉଠୁଥିଲା, ପଡୁଥିଲା ଆଦିବାସୀ ଗାଁ। ବେଶଧାରୀଙ୍କ ନୃତ୍ୟଗୀତରେ ମସ୍‌ଗୁଲ ହୋଇଯାଉଥିଲେ ଶବର ସମ୍ପ୍ରଦାୟର ଆବାଳବୃଦ୍ଧବନିତା। କେବେ ରଣବାଦ୍ୟ ତ କେବେ ଗଣବାଦ୍ୟ,…

4 years ago

ଷ୍ଟେଶନରେ ଯାତ୍ରୀଙ୍କ ସହ ଟ୍ରେନ୍‌କୁ ଅପେକ୍ଷା କଲେ ରେଳ ମନ୍ତ୍ରୀ

ବଲାଙ୍ଗୀର ଅଫିସ୍‌,୨୩।୮: ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ। ରବିବାର ଓଡିଶାର ଏକ ଷ୍ଟେଶନ ପ୍ଲାଟଫର୍ମରେ ପଡ଼ିଥିବା ଏକ ସିମେଣ୍ଟ…

4 years ago

ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍‌ଗାଇଡ୍‌ ଲାଇନ୍‌ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ…

4 years ago

ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଲେ ରେଳମନ୍ତ୍ରୀ

ବଲାଙ୍ଗୀର ଅଫିସ, ୨୩ା୮: କେନ୍ଦ୍ର ରେଳ, ସଞ୍ଚାର ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜନ ଆଶୀର୍ବାଦ ଯାତ୍ରାରେ ରବିବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନ…

4 years ago

ରାଖୀ ବାନ୍ଧିବା ପୂର୍ବରୁ ଚାଲିଗଲା ଭଉଣୀର ଜୀବନ

ରାଇରଙ୍ଗପୁର,୨୨ା୮(ଡି.ଏନ.ଏ.): ଗାଧୋଇ ସାରି ଘରକୁ ଫେରିଥିଲେ ବଡ଼ ଭାଇ ହାତରେ ରାଖୀ ବାନ୍ଧି ଥାଆନ୍ତେ। ହେଲେ ନିୟତିର ନିଷ୍ଠୁର ନିୟମ ତାଙ୍କୁ ପରିବାରଠାରୁ ସବୁଦିନ ପାଇଁ ଦୁରେଇ…

4 years ago

ଟ୍ରାକ୍ଟର ଚକା ଲିକ୍‌ ହେବାରୁ ଚାଲିଗଲା ୩ ଜୀବନ

ମାଲକାନଗିରି,୨୨ା୮(ଡି.ଏନ୍‌.ଏ.): ମାଲକାନଗିରି ଆଦର୍ଶ ଥାନା ଅନ୍ତର୍ଗତ ଏମ୍‌ଭି-୧୬ ଗ୍ରାମ ନିକଟରେ ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେଇଛି। ଫଳରେ ଟ୍ରାକ୍ଟରରେ ଥିବା ୩ ଜଣଙ୍କ ମୃତ୍ୟୁ ଘଟିଛି।…

4 years ago

ଟଙ୍କା ଭର୍ତ୍ତି ଭ୍ୟାନ ଲୁଟ୍‌ ପଛରେ ଡ୍ରାଇଭର

ବ୍ରହ୍ମପୁର ଅଫିସ,୨୨ା୮: ବ୍ରହ୍ମପୁର ବଡବଜାର ଥାନା ଅଧୀନ ଆସକାରୋଡରୁ ଏଟିଏମ୍‌ ଟଙ୍କା ଭର୍ତ୍ତି ଭ୍ୟାନ୍‌ ଲୁଟ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଭ୍ୟାନ୍‌ର ଡ୍ରାଇଭର ଆଶିଷ କୁମାର…

4 years ago

ତାଲା ଭାଙ୍ଗି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡ଼ିଲେ ଚୋର

ବାସୁଦେବପୁର,୨୨ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ପଦ୍ମପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ଏକ ତେଜରାତି ଦୋକାନରୁ ଚୋରି ହୋଇଛି। ଦୋକାନୀ ପ୍ରେମ ଆନନ୍ଦ ନାୟକ…

4 years ago

ମା’ ବୁଝୁନି ମମତା

ଅନୁଗୋଳ ଅଫିସ,୨୨ା୮: ମାତୃତ୍ୱର ଅର୍ଥ ବୁଝେ ମା’। ସେଥିପାଇଁ ସେ ସ୍ନେହମୟୀ। ମମତାମୟୀ। ପିଲାଟିଏ ତା’ ପାଇଁ ଈଶ୍ୱରଙ୍କ ଆଶୀର୍ବାଦ। ସରଗର ସଜଫୁଟା ପାରିଜାତ। ହେଲେ ଅନେକ ପାରିଜାତ…

4 years ago

ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଗଲା ଜୀବନ

ପୋଲସରା,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବଡପଙ୍କଳବାଡି ପଞ୍ଚାୟତରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…

4 years ago