ଆମ ଜିଲା ଖବର

ବାରମ୍ବାର ସ୍ଥାନ ପରିବର୍ତ୍ତନ: ଏନ୍‌ଏସି କାର୍ଯ୍ୟାଳୟ ଘେରିଲେ ମାଛ ବ୍ୟବସାୟୀ

ଛତ୍ରପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ମାଛ ବ୍ୟବସାୟୀମାନଙ୍କୁ ପ୍ରଶାସନ ପକ୍ଷରୁ ବାରମ୍ବାର ଜାଗା ପରିବର୍ତ୍ତନ କରାଯାଉଥିବା ପ୍ରତିବାଦରେ ସୋମବାର ଶତାଧିକ ବ୍ୟବସାୟୀ ଏନ୍‌ଏସି କାର୍ଯ୍ୟାଳୟ ଘେରାଉ କରିଥିଲେ…

4 years ago

ମରୁଡ଼ି ଘୋଷଣା ଦାବି

ଛତ୍ରପୁର,୧୬। ୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୭୮ ପ୍ରତିଶତ ଜମିରେ ତଳି ନଷ୍ଟ ହୋଇଯାଇଥିବାରୁ ପ୍ରଶାସନ ତୁରନ୍ତ ମରୁଡ଼ି ଘୋଷଣା କରିବା ସହ ଫସଲ ବୀମା ଋଣ ଛାଡ…

4 years ago

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଆକ୍ସନମୋଡରେ କ୍ରାଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି:୧୬।୮(ଡି.ଏନ୍‌.ଏ.): ଗଜପତି ଜିଲାପାରଳାଖେମୁଣ୍ଡିଠାରେ ଘଟିଥିବା ଏସିଏଫ୍‌ ସମ୍ୟ ରଞ୍ଜନ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ଟିମ ସୋମବାର ବନ ବିଭାଗର ୬ ଜଣ କର୍ମଚାରୀଙ୍କୁ ପଚରାଉଚରା କରିଛି। ସେମାନଙ୍କୁ…

4 years ago

ଏଣିକି ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ସୋମବାରଠାରୁ ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ଲୋକଙ୍କ  ମୃତଦେହ ସତ୍କାର କରାଯାଇପାରିବ। ସରକାରଙ୍କ ନିୟମ ଅନୁଯାୟୀ, କେବଳ କୋଭିଡ୍‌…

4 years ago

ଆଜିଠୁ ସ୍କୁଲରେ ଆରମ୍ଭ ହେଲା ୯ମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୬ା୮(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ନବମ ଶ୍ରେଣୀ ପିଲାଙ୍କ ପାଇଁ ଶ୍ରେଣୀକକ୍ଷରେ ପାଠପଢ଼ା ଆରମ୍ଭ ହୋଇଛି। କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅଭିଭାବକଙ୍କ ଅନୁମତି…

4 years ago

ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ…

4 years ago

ଏକାଠି ଚାଲିଗଲେ ମା’ ଝିଅ

ବସ୍ତା,୧୫।୮(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥରେ ରବିବାର ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାରେ ଚାଲିକି ଯାଉଥିବା ମା’ ଝିଅଙ୍କୁ ଏକ ତେଲ…

4 years ago

ପଞ୍ଚାୟତରେ ସରପଞ୍ଚଙ୍କୁ ତାଲା

କେନ୍ଦୁଝର,୧୫।୮(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଅନିୟମିତତା ନେଇ କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନ ସିରିଗିଡ଼ା ପଞ୍ଚାୟତରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସ୍ବାଧୀନତା ଦିବସ ପାଳନ…

4 years ago

ସ୍ବାଧୀନତା ଦିବସରେ ସମ୍ମାନିତ ହେଲେ ଛାତ୍ରୀ

ରେଢାଖୋଲ,୧୫।୮(ଡି.ଏନ.ଏ): ରେଢାଖୋଲ କଦମ୍ବପଡ଼ିଆରେ ୭୫ତମ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ଉପଜିଲାପାଳ ପବିତ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତକା ଉତ୍ତୋଳନ କରିଥିଲେ। ଏହି…

4 years ago

ହାତୀ ମୃତ୍ୟୁର କାରଣ ଜୀବାଣୁ ସଂକ୍ରମଣ

କେନ୍ଦୁଝର,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗତ ୨୦ ଦିନରେ ୪ ମାଈ ହାତୀଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଜିଲାରେ ଖୁବ ଚର୍ଚ୍ଚା ହୋଇଥିଲା। ମୃତ୍ୟୁର କାରଣ ଜାଣିବା…

4 years ago