ଆମ ଜିଲା ଖବର

୩ ମାସ ହେଲା ଗହମ ପାଉନାହାନ୍ତି ହିତାଧିକାରୀ, କଳାବଜାରରେ ବିକ୍ରି ପାଇଁ ମସୁଧା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୮ା୪(ଡି.ଏନ.ଏ./ସ୍ବ.ପ୍ର.): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ ଓ ଗହମ ପ୍ରଦାନ କରାଯାଉଛି। ତେବେ ଫେବୃୟାରୀରୁ ୩ ମାସ ହେଲା ହିତାଧିକାରୀ ଗହମ ପାଇବାରୁ…

4 years ago

ବାଲିଚନ୍ଦ୍ରପୁର-କଳାଶ୍ରୀ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଲିଚନ୍ଦ୍ରପୁରଠାରୁ କଳାଶ୍ରୀ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ରାସ୍ତାଟି ପୂର୍ବରୁ ଜଳସମ୍ପଦ ବିଭାଗ ଅଧୀନରେ ଥିଲାବେଳେ ୨ ବର୍ଷ…

4 years ago

ବଦଳିବ ଆଦ୍ୟ ଶ୍ରୀକ୍ଷେତ୍ରର ରୂପ, ନୟାଗଡ଼ ଜିଲାରେ ଖୁସିର ପରିବେଶ

ନୟାଗଡ଼ ଅଫିସ/କଣ୍ଟିଲୋ,(ସ୍ବ.ପ୍ର.)୨୮।୪: ସମନ୍ବିତ, ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଆଦ୍ୟ ଶ୍ରୀକ୍ଷେତ୍ର କଣ୍ଟିଲୋ ନୀଳମାଧବ ପୀଠ ପାଇଁ ୧୦୦ କୋଟି ଟଙ୍କା ରାଜ୍ୟ ସରକାର ମଞ୍ଜୁର…

4 years ago

୧୭୬ ଦେଶରେ ବ୍ୟବହାର ହେଉଛି ଓଡ଼ିଆ ଛାତ୍ର ଦେବାଶିଷଙ୍କ ଆପ୍‌

ଯୋଡ଼ା,୨୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଛାତ୍ର ଦେବାଶିଷ ବେହେରା ଫିଜବି ମୋବାଇଲ ଆପ୍‌ ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି। ଏହି ଆପ୍‌ ଜରିଆରେ ଫ୍ରି ଆଣ୍ଡ୍‌…

4 years ago

ଅପରାଜିତାଙ୍କ ଶୋଭାଯାତ୍ରା ଉପରକୁ ଟମାଟୋ ମାଡ଼

ପୁରୀ ଅଫିସ,୨୭।୪: ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୈତିକ ମହଲରେ ବିତର୍କ ଆରମ୍ଭ ହୋଇଛି। ସେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ଶ୍ରୀମନ୍ଦିର…

4 years ago

ମନରେଗା କାର୍ଯ୍ୟରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପୁରୁମୁଣ୍ତା ପଞ୍ଚାୟତରେ ୨୦୧୭ ମସିହା ମଧ୍ୟରେ ପଟାବାରୀ ଗ୍ରାମରେ ଚାଲିଥିବା ମନରେଗା ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଗ୍ରାମବାସୀ ଅଭିଯୋଗ…

4 years ago

ସିଗାରେଟ୍‌ ଦେବାରେ ବିଳମ୍ବ ହେବାରୁ ଫୁଟିଲା ଗୁଳି, ଜଣେ ଗୁରୁତର

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବାହାଳୀ ଛକରେ ସିଗାରେଟ ଦେବାରେ ବିଳମ୍ବ ହେବାରୁ ଦୋକାନୀଙ୍କୁ ଗୁଳିମାଡ଼ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଜଣେ…

4 years ago

କାନ୍ଦିଲେ ଅପରାଜିତା

ପୁରୀ ଅଫିସ,୨୭।୪: ମହାପ୍ରଭୁଙ୍କ ଦର୍ଶନ ପାଇଁ ବାହାରିଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଐତିହ୍ୟ କରିଡର…

4 years ago

ଜେଲ୍‌ରୁ ମୁକୁଳିଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ,୨୭।୪: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ…

4 years ago

ଗ୍ରାମବାସୀ, ସରପଞ୍ଚ କଲେ ରାଜ୍ୟ ରାଜପଥ ମରାମତି

ସଜନାଗଡ଼, ୨୭ା୪(ଡି.ଏନ.ଏ.) - ବାଲେଶ୍ୱର ଜିଲାରୁ ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ୧୯ନଂ. ରାଜ୍ୟ ରାଜପଥ ନୀଳଗିରିରୁ ଝରଣଘାଟି ପର୍ଯ୍ୟନ୍ତ ରାସ୍ତାର କିଛି କିଛି ସ୍ଥାନରେ ଅବସ୍ଥା…

4 years ago