ଆମ ଜିଲା ଖବର

କପିଳାସ ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର: ଅନାଥ ହାତୀଙ୍କ ଅଭୟଗୃହ

ଢେଙ୍କାନାଳ ଅଫିସ, ୧୨।୮: ଗରିବ ମଣିଷ ଛୁଆଟେ ଛେଉଣ୍ଡ ହୋଇଗଲେ ତା’ ପାଇଁ ଝରିପଡ଼େ ଅନେକ ଦରଦ। ଆହା କରନ୍ତି ସହୃଦୟ ବ୍ୟକ୍ତି। ବଢ଼ାନ୍ତି ସହାୟତାର ହାତ।…

4 years ago

୨୨ବର୍ଷରେ ୧୨୧ ହାତୀ ମୃତ

କେନ୍ଦୁଝର,୧୨।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ହାତୀ ମଣିଷ ଲଢ଼େଇ ଲାଗି ରହିଛି। କେତେବେଳେ ନିରୀହ ମଣିଷଙ୍କ ଜୀବନ ଯାଉଛି ତ କେତେବେଳେ ମଣିଷଙ୍କ ଆକ୍ରୋଶରୁ ଟଳି ପଡ଼ୁଛନ୍ତି ହାତୀ। ୨୨…

4 years ago

ଅସାମାଜିକ ଜମାଇଲେଣି ଆଡ୍ଡା

ଅନୁଗୋଳ ଅଫିସ, ୧୨ା୮:  ସକାଳୁ ସଞ୍ଜ ଯାଏ ଅସାମାଜିକ କରୁଛନ୍ତି ଉତ୍ପାତ। ଡ୍ୟାମ୍‌ ଆଡ଼େ ବୁଲିଯାଇଥିବା ଲୋକଙ୍କଠାରୁ ଛଡ଼ାଇ ନେଉଛନ୍ତି ଟଙ୍କା ଓ ମୋବାଇଲ। ନିରୋଳା ହେଉଥିବାରୁ ଏଠାରେ…

4 years ago

ଲଗାଣ ବର୍ଷା: ବାଲେଶ୍ୱର ସହର ସ୍ଥିତି ଅସମ୍ଭାଳ

ବାଲେଶ୍ୱର ଅଫିସ,୧୨।୮-ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସହରରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଜିଲାରେ ବୁଧବାର ଅପରାହ୍ନ ୩ଟାରୁ ପ୍ରବଳ…

4 years ago

ଜେଲ ଗଲେ କୋଟିପତି ଟେକ୍‌ନିକାଲ କନସଲଟାଣ୍ଟ

କେନ୍ଦୁଝର,୧୧ା୮(ସ୍ବ.ପ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଭିଜିଲାନ୍ସ ଯୋଡ଼ା ବ୍ଲକରେ କାର୍ଯ୍ୟରତ ସମଗ୍ର ଶିକ୍ଷା ଅଭିଯାନର ଟେକ୍‌ନିକାଲ୍‌ କନ୍‌ସଲ୍‌ଟାଣ୍ଟ ଇଂ. କ୍ଷେତ୍ରବାସୀ ମହାନ୍ତଙ୍କୁ ବୁଧବାର…

4 years ago

ଢ଼ାବା ମାଲିକାଣୀଙ୍କୁ ହତ୍ୟା ପାଇଁ ଶୁଟରଙ୍କୁ ଡକାଇଥିଲେ ଜ୍ୱାଇଁ

ଖଡିଆଳ,୧୧।୮(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଧୀନ ଡୁଆଝରସ୍ଥିତ ଆପନା ଢ଼ାବା ମାଲିକାଣୀ ବାସନ୍ତୀ ମେହେର ହତ୍ୟା ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାସ କରିଛି। ପୋଲିସ ହତ୍ୟାକାଣ୍ଡରେ…

4 years ago

ଆସିଥିଲେ ସମ୍ପର୍କୀୟ ଘରକୁ ବୁଡ଼ିଗଲେ ପୋଖରୀରେ

ଜୁନାଗଡ଼,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହର ହିଙ୍ଗଲିବାହାଲି ସ୍ଥିତ ପୋଖରୀରେ ବୁଡି ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ କୋକସରା ଥାନା ଝାରକୁଣ୍ଡାମାଲ ଗ୍ରାମର…

4 years ago

ପ୍ରତାରଣା ପାଇଁ ଗଲେ ଜେଲ

କୁଚିଣ୍ଡା,୧୧ା୮(ଡି.ଏନ.ଏ.): ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମହୁଲପାଲି ଥାନା ଭୁଲୁପଡା (ବାଉରୀଗୋଡା) ଗ୍ରାମର ବୃନ୍ଦାବନ…

4 years ago

ସାର୍ଟିଫିକେଟ୍‌ ପିଛା ହଜାରେରୁ ୧୫ଶହ ନେଉଥିଲେ ପ୍ରଧାନ ଶକ୍ଷୟିତ୍ରୀ

ମାଲକାନଗିରି,୧୧।୮(ଡି.ଏନ.ଏ.): ମାଲକାନଗିରି ଜିଲା ସିନ୍ଧ୍ରିମାଳ କସ୍ତୁରବା ଗାନ୍ଧୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ନାୟକ ମୋ ସ୍କୁଲ ଅଭିଯାନ ନାମରେ ଅର୍ଥ ଆଦାୟ କରୁଥିବା ଅଭିଯୋଗ ହୋଇଥିଲା।…

4 years ago

ପଞ୍ଚାୟତକୁ ଆସିଥିଲା ୮୦ ଲକ୍ଷ ଟଙ୍କା, ଖର୍ଚ୍ଚ କରିପାରିଲେନି ସରପଞ୍ଚ

ଜଳେଶ୍ୱର,୧୧।୮(ଡି.ଏନ.ଏ.): ପଞ୍ଚାୟତରେ ପିଇବାପାଣି, ସ୍ବଚ୍ଛତା, ଆଲୋକୀକରଣ, ରାସ୍ତା ନିର୍ମାଣ ଭଳି ଉନ୍ନତି ମୂଳକ କାର୍ଯ୍ୟ ଲାଗି ଆସିଥିଲା ୮୦,୭୪,୭୯୪ ଟଙ୍କା। କିନ୍ତୁ ଏହାକୁ ଖର୍ଚ୍ଚ କରିପାରିଲେ ନାହିଁ…

4 years ago