ଆମ ଜିଲା ଖବର

ଜରି ପଞ୍ଚାୟତର ୩ ସରକାରୀ ଅଧିକାରୀ ନିଲମ୍ବିତ

ଯାଜପୁର ଅଫିସ,୮।୮: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଜରି ପଞ୍ଚାୟତରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର (ଏମ୍‌ଜିଏନ୍‌ଆର୍‌ଜିଏ) ବିଭିନ୍ନ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ଅଭିଯୋଗରେ…

4 years ago

ବିନା ଭକ୍ତରେ ମା’ ତାରାତାରିଣୀ ପୀଠରେ ଚିତାଲାଗି: ରାଜ ରାଜେଶ୍ବରୀ ବେଶରେ ଝଲସିଲେ

ପୁରୁଷୋତ୍ତମପୁର,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇେ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିନା ଭକ୍ତରେ ଚିତାଲାଗି ହୋଇଛି। ଭୋର ସକାଳ ୪ଟା ୩୦ରୁ ଦ୍ୱାର ଫିଟା ଯାଇ…

4 years ago

କାଠଯୋଡ଼ିରେ ଭାସି ଯାଇଥିଲେ, ମିଳିଲା ମୃତଦେହ

କଟକ ଅଫିସ,୮।୮: କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ମୁଣ୍ଡମୁହାଣ କାଠଯୋଡ଼ି ନଦୀ ବାଲିଘାଟରୁ ଶନିବାର ଜଣେ ଯୁବକ ନିଖୋଜ ହୋଇ ଯାଇଥିଲେ। ତାଙ୍କ ମୃତଦେହ ରବିବାର…

4 years ago

କ୍ରିକେଟ ପାଇଁ ଲାଗୁଛି ବାଜି

ଗଞ୍ଜାମ,୮ା୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କ୍ରିକେଟ ପାଇଁ ବାଜି ଲଗାଉଛନ୍ତି ଯୁବଗୋଷ୍ଠୀ। ଏଥିପାଇଁ ଏହି ବାଜିର ମାଷ୍ଟରମାଇଣ୍ଡ ଲକ୍ଷାଧିକ ଟଙ୍କା ପାଉଥିବା ବେଳେ ବାଜି ଲଗାଇ ହାରୁଥିବା ଯୁବକମାନେ…

4 years ago

୧୩ ଲକ୍ଷ ଟଙ୍କାର ନକଲି ନୋଟ୍‌ ସହ ଛପା ମେଶିନ ଜବତ

ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ ୬…

4 years ago

ନ୍ୟାୟ ମାଗିଲେ ସୌମ୍ୟଙ୍କ ବାପା

ଖଇରା, ୮।୮(ଡି.ଏନ.ଏ.): ପାରଳଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୨୫ଦିନ ପୂରିଲାଣି । ପୋଲିସ ତଦନ୍ତକୁ ପ୍ରଶ୍ନ ଉଠାଇଥିବା ପରିବାର ଏବେ ନ୍ୟାୟ…

4 years ago

ନୂଆ ରୂପ ପାଇବ ୫୦ ସରକାରୀ ହାଇସ୍କୁଲ

ସୁନ୍ଦରଗଡ଼, ୮।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସଚିବସ୍ତରୀୟ ପ୍ରତିନିଧିଦଳ ଶନିବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ପ୍ରତିନିଧି…

4 years ago

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ପୁଣି ଆରମ୍ଭ

ପୁରୀ ଅଫିସ,୮।୮: କରୋନା କଟକଣା ଯୋଗୁ ବନ୍ଦ ରହିଥିବା ଶ୍ରୀମନ୍ଦିର ଐତିହ କରିଡ଼ର କାର୍ଯ୍ୟ ଶନିବାର ପୁଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚତୁଃପାର୍ଶ୍ୱ ଉଚ୍ଛେଦ…

4 years ago

ହଜାରେ ଦେଇ କୁମ୍ଭୀର ଆଣିଲେ

ବାରଙ୍ଗ/କଟକ ସଦର, ୮।୮ (ଡି.ଏନ.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ ବାରଦା ଗ୍ରାମ ଶିବବଜାର ନିକଟ ମହାନଦୀରୁ ଶନିବାର ସକାଳେ ଏକ କୁମ୍ଭୀରଛୁଆ ଉଦ୍ଧାର କରାଯାଇଛି। ଜଣେ…

4 years ago

ଭିଜିଲାନ୍ସ ଜାଲରେ ନୂଆପଡ଼ା ସିଡିଭିଓ: ଗାଡ଼ିରୁ ମିଳିଲା…

ନୂଆପଡ଼ା,୮ା୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ତାଙ୍କ ସରକାରୀ ଗାଡ଼ିରୁ ୨ ଲକ୍ଷ ୭୭ ହଜାର ଟଙ୍କା…

4 years ago