ଆମ ଜିଲା ଖବର

ଡାକ୍ତର ନ ଆସିବାରୁ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

ନାଉଗାଁ,୧୬ା୪(ସ୍ବ.ପ୍ର.):ନାଉଗାଁ ବ୍ଲକ ଅଲଣା ପଞ୍ଚାୟତର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଡାକ୍ତର ଅନୁପସ୍ଥିତ ଥିବାରୁ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ସ୍ଥାନୀୟ ଗ୍ରାମବାସୀ ରଞ୍ଜିତ ରାୟ, ପ୍ରଭାତ ସ୍ବାଇଁ, ଲୋଚନ…

4 years ago

ଆଳିରେ ବେଆଇନ ମଦ କାରବାର:ଆନ୍ଦୋଳନ ଚେତାବନୀ ଦେଲେ ପୂର୍ବତନ ବିଧାୟକ

କେନ୍ଦ୍ରାପଡ଼ା ଅଫିସ,୧୭।୪: କେନ୍ଦ୍ରାପଡ଼ା ଜିଲା ଆଳି ଓ ରାଜକନିକା ବ୍ଲକ ଅଞ୍ଚଳରେ ବେଆଇନ ମଦ କାରବାର ବୃଦ୍ଧି ପାଇଛି। ଏହି ବିକ୍ରିକୁ ବନ୍ଦ ଦାବି କରି ପୂର୍ବତନ…

4 years ago

ଜଳ ସଙ୍କଟ ସ୍ଥିତି ସୁଧୁରିଲା ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୭।୪: କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ପ୍ରବାହିତ ହେଉଛି। ରାଜ୍ୟର ଦ୍ୱିତୀୟ ବୃହତମ ନଦୀ ଜଳପଥ…

4 years ago

ଜଳ ନିଷ୍କାସନ ସମସ୍ୟା ସମାଧାନ ହେବ

ବରୀ,୧୭।୪(ଡି.ଏନ.ଏ.): ବରୀ ବ୍ଲକ ଅଧୀନ ମନ୍ଦାରି ପଞ୍ଚାୟତର ମେଦୁଆନାଳ, ଦୋବୁଅ ନାଳ ଓ ସପନା ପାଟରୁ ଜଳ ନିଷ୍କାସନ ନିମନ୍ତେ ଅଧପନ୍ତରିଆ ଭାବେ ଖୋଳାଯାଇଥିବା ନାଳର ପୁନରୁଦ୍ଧାର…

4 years ago

ନରକଙ୍କାଳ, ଖପୁରି ଜବତ

ଜେନାପୁର,୧୭।୪(ଡି.ଏନ.ଏ.): ଜେନାପୁର ଥାନା ଅଞ୍ଜିରା ପଞ୍ଚାୟତ ଅଧୀନ ମୁରାରିପୁର ଗ୍ରାମ ନିକଟରେ ଥିବା ମହିମା ଆଶ୍ରମ ବାଡ଼ିର ଏକ କେନ୍ଦୁଗଛରୁ ଶନିବାର ଅପରାହ୍ନରେ ମଣିଷର ଖପୁରି, କଙ୍କାଳ,…

4 years ago

ଏନ୍‌ଏଚ୍‌ କଡ଼ରେ ଚୋରା ଲୁହାପଥର ବ୍ୟବସାୟ

ଚଣ୍ଡିଖୋଲ,୧୭।୪(ଡି.ଏନ.ଏ.): ପାରାଦୀପ ବନ୍ଦରକୁ ଯାଉଥିବା ଲୁହାପଥର ଗୁଡ଼ିକ ରାସ୍ତାରେ ବିକ୍ରି ହୋଇଯାଉଛି। କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ବିଭିନ୍ନ ଲୁହାପଥର ଖଣିରୁ ପରିବହନ କରୁଥିବା ଟ୍ରକ୍‌ଗୁଡ଼ିକ ବନ୍ଦରରେ…

4 years ago

ଏମ୍‌ସ ସାଟେଲାଇଟ୍‌ ସେଣ୍ଟରରେ ଓପିଡି ସେବା

ବାଲେଶ୍ୱର ଅଫିସ, ୧୭।୪: ବାଲେଶ୍ୱର ଜିଲା ଜାତୀୟ ରାଜପଥ ପାର୍ଶ୍ୱସ୍ଥିତ ରେମୁଣାଠାରେ ନବନିର୍ମିତ ଏମ୍‌ସ ସାଟେଲାଇଟ୍‌ ସେଣ୍ଟରର ନିଜସ୍ବ କୋଠାରେ ଶନିବାରଠାରୁ ଓପିଡି ସେବା ଆରମ୍ଭ ହୋଇଛି।…

4 years ago

ପରିବାର ଅଦାଲତରେ ସାକ୍ଷ୍ୟ ଦେଲେ ଅନୁଭବ

କଟକ ଅଫିସ,୧୭।୪: ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ କଟକ ପରିବାର ଅଦାଲତରେ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଅନୁଭବଙ୍କୁ ଅଭିନେତ୍ରୀ ବର୍ଷା…

4 years ago

ଗଣବଳାତ୍କାର: ମୁଖ୍ୟ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଯାଜପୁର ରୋଡ୍‌,୧୭।୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ପାଟପୁର ଅଞ୍ଚଳର ଜଣେ ଯୁବତୀଙ୍କୁ ଗଣବଳାତ୍କାର ମାମଲାରେ ଯାଜପୁରରୋଡ୍‌ ଅତିରିକ୍ତ ଜିଲା ଦୌରାଜଜ୍‌ ମାନସ କୁମାର ପଣ୍ଡା…

4 years ago

ଯୋଡ଼ା ଗୋଷ୍ଠୀ ସଂଘର୍ଷ ଘଟଣାରେ ୧୧ ଗିରଫ

ଯୋଡ଼ା, ୧୭।୪(ଡି.ଏନ.ଏ.):  କେନ୍ଦୁଝର ଜିଲା ଯୋଡ଼ା ସହରରେ ରାମ ନବମୀରେ ଝଣ୍ଡା ସ୍ଥାପନକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ପୋଲିସ ଉଭୟ ଗୋଷ୍ଠୀର ୧୧ଜଣଙ୍କୁ ଗିରଫ…

4 years ago