ଆମ ଜିଲା ଖବର

ବାମଗୋଡ, ପେଟ ଓ କାନ୍ଧରେ ବାଜିଥିଲା ୪ ଗୁଳି

ବାଲେଶ୍ୱର ଅଫିସ/ସିମୁଳିଆ,୨୪।୭: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ନିହତ ହୋଇଛନ୍ତି। ଶନିବାର ଅପରାହ୍ନ ପ୍ରାୟ ୩ଟା ୨୦। ଚୌଦ୍ୱାର ଜେଲ୍‌ରୁ ସେକ୍‌ ହାଇଦରଙ୍କୁ ଜଣେ…

4 years ago

ଏନ୍‌ଏଚ୍‌ଆର୍‌ସିରେ ପହଞ୍ଚିଲା ବଡ଼ବିଲ ବଳାତ୍କାର, ହତ୍ୟା ଘଟଣା

କେନ୍ଦୁଝର,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କାରାଖେଣ୍ଡରା ଜଙ୍ଗଲରେ ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ…

4 years ago

ହାଇଦରଙ୍କ ଅପରାଧିକ ସାମ୍ରାଜ୍ୟର ଅନ୍ତ: ଏନ୍‌କାଉଣ୍ଟରରେ ମୃତ

ବାଲେଶ୍ୱର ଅଫିସ,୨୪ା୭: କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ବାରିପଦା ନିକଟରେ ଏନ୍‌କାଉଣ୍ଟର ହୋଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଫଳରେ ତାଙ୍କ ଅପରାଧ…

4 years ago

ସିମୁଳିଆରେ ହାଇଦରଙ୍କୁ ଗୁଳି: ସ୍ଥାନୀୟ ପୋଲିସ ପାଖରେ ସୂଚନା ନାହିଁ

ସିମୁଳିଆ,୨୪ା୭(ଡି.ଏନ୍‌.ଏ.): ଶନିବାର ଅପରାହ୍ନରେ କୁଖ୍ୟାତ ଅପରାଧୀ ହାଇଦରଙ୍କୁ ୧୬ ନଂ. ଜାତୀୟ ରାପଥରେ ବାଲେଶ୍ୱର ଜିଲା ସିମୁଳିଆରେ ଏନ୍‌କାଉଣ୍ଟର କରାଯାଇଛି। ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ନିଆଯାଉଥିବା…

4 years ago

ଭଡ଼ାଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ଟିଟିଲାଗଡ଼,୨୪ା୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହାଟପଦା ପଡ଼ାରେ ଭଡ଼ାରେ ରହୁଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୁନିଗୁଡ଼ାରେ ରହୁଥିବା ମହିଳାଙ୍କ ସ୍ବାମୀଙ୍କୁ ଖବରଦେଇ ତଦନ୍ତ…

4 years ago

ହଦଗଡ଼ ଡ୍ୟାମ୍‌ରୁ ନିଖୋଜ ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର

ହାଟଡିହୀ,୨୪ା୭(ଡି.ଏନ୍‌.ଏ.): ନିଖୋଜ ଡାକ୍ତରୀ ଛାତ୍ରଙ୍କ ମୃତଦେହ ହଦଗଡ଼ ଡ୍ୟାମ୍‌ରୁ ଶନିବାର ଉଦ୍ଧାର କରାଯାଇଛିl ସେ ହେଉଛନ୍ତି କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଗନ୍ନାଥପୁର ଗ୍ରାମର ସୁରେନ୍ଦ୍ର ପାତ୍ରଙ୍କ…

4 years ago

ଆଜିଠୁ ମିଳିବ ନୀଳାଚଳ ଅବଢ଼ା

ପୁରୀ ଅଫିସ,୨୪।୭: ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କ ସହ ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବିଜେ କରିଛନ୍ତି। ଶନିବାରଠାରୁ ପୁଣି ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ବାହାରିବ।…

4 years ago

ବାରହା ପାଇଁ ବିଛାଯାଇଥିବା ଫାଶରେ ପଡ଼ି ହାତୀର ଜୀବନଗଲା

ହିନ୍ଦୋଳ,୨୪।୭: ହିନ୍ଦୋଳ ରେଞ୍ଜ କନ୍ତାମିଲା ପଞ୍ଚାୟତ ଡମେଇବାହାଳ ନିକଟସ୍ଥ କୁଶପଦା ଜଙ୍ଗଲରେ ଶୁକ୍ରବାର ରାତିରେ ବାରହା ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଗୋଟିଏ ହାତୀର…

4 years ago

ଗହୀରମଥାରେ ବିରଳ ପ୍ରଜାତିର ବଗ

ମହାକାଳପଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟକୁ ପ୍ରତିବର୍ଷ ସାଇବେରିଆରୁ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀଙ୍କ ଆଗମନ କରିଥାନ୍ତି। ସାଧାରଣତଃ ଓଡ଼ିଶାରେ…

4 years ago

ଜୁଆର ମାଡ଼ରେ ପୁଣି ୧୧ ଘର ଭାଙ୍ଗିଲା

ଗୋପାଳପୁର,୨୪।୭(ଡି.ଏନ.ଏ.): ସମୁଦ୍ର ଜୁଆର ମାଡ଼ରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମର ପୁଣି ୧୧ ଘର ଗୁରୁବାର ଓ ଶୁକ୍ରବାର ଭାଙ୍ଗିଯାଇଛି। ଦିନକୁ ଦିନ ଏଭଳି…

4 years ago