ଆମ ଜିଲା ଖବର

ମାହାଙ୍ଗା ଗଣହତ୍ୟା ମାମଲା: ଆଜି ସରିବ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି

ମାହାଙ୍ଗା,୧୬।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କ ଶନିବାର ରିମାଣ୍ଡ ଅବଧି ସରୁଛି। ହତ୍ୟାକାଣ୍ଡ ଉପରେ ପଚରାଉଚରା ଜାରି ରଖିଛି…

4 years ago

ଭାଜପା କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଛେଣ୍ଡିପଦା,୧୬ା୪(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦୁର୍ଗାପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପ୍ରଧାନସାହି ତ୍ରିନାଥ ମଣ୍ଡପରେ ଶୋଇଥିବା ଭାଜପା କର୍ମୀ ସାଗର…

4 years ago

୨୧ଜଣଙ୍କ ନାମରେ ମାମଲା, ଜଣେ ଗିରଫ

ଖଣ୍ଡପଡ଼ା,୧୬ା୪(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ ଗଡ଼ିଆସାହି ପଞ୍ଚାୟତର ପଥରଖଣ୍ଡ ଗାଁରେ ଗତ ୧୨ତାରିଖ ରାତିରେ ନିର୍ବାଚନ ପରବର୍ତ୍ତୀ ହିଂସା ଘଟିଥିଲା। ଏହି ଘଟଣାରେ ପୋଲିସ ଉଭୟ ପକ୍ଷର…

4 years ago

ସୁଆଣ୍ଡୋ ଗସ୍ତରେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ସୁଆଣ୍ଡୋ ଗସ୍ତ କରିଛନ୍ତି। ସେଠାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି ଗସ୍ତ…

4 years ago

ପୁଅଙ୍କୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ଙ୍କ ଜୀବନ

ପଦ୍ମପୁର,୧୬।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ନାଟିଆପାଳ ଗ୍ରାମରେ ଶୁକ୍ରବାର ରାତିରେ ଏକ ଦୁଖଃଦ ଘଟଣା ଘଟିଛି। ପୁଅକୁ ବଞ୍ଚାଇବାକୁ ଯାଇ ମା’ଏବଂ ପୁଅଙ୍କ ମୃତ୍ୟୁ…

4 years ago

ଅଶ୍ୱତ୍‌ଥ ପତ୍ରରେ ଆକର୍ଷଣୀୟ କଳାକୃତି

କଟକ ଅଫିସ, ୧୬ା୪: କାନ୍‌ଭାସ ପରିବର୍ତ୍ତେ ପତ୍ର, ବାଦାମ, ନଡ଼ିଆ ଆଦିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କି ଚର୍ଚ୍ଚାରେ କଟକ ଦରଘାବଜାର ଜେଲ୍‌ରୋଡ଼ ଅଞ୍ଚଳର ଭାଗ୍ୟଶ୍ରୀ ବେହେରା ା…

4 years ago

ଛାତରୁ ପଡ଼ି ନୌସେନା ଯବାନଙ୍କ ମୃତ୍ୟୁ

ଆସିକା,୧୬ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ପଞ୍ଚାୟତ ବାସୁଦେବପୁର ଗ୍ରାମରେ ଶୁକ୍ରବାର ଘର ଛାତରୁ ପଡି ଜଣେ ନୌସେନା ଯବାନଙ୍କ ମୃତ୍ୟୁ ଘଟିଛି। ସେ…

4 years ago

ଭୁଶୁଡ଼ିଲା କାନଝରୀ ଡ୍ୟାମ୍‌ କେନାଲ ଆଡ଼ିବନ୍ଧ

କେନ୍ଦୁଝର, ୧୬ା୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ରଘୁନାଥପୁର ପଞ୍ଚାୟତର କାଳିଆବେଡ଼ା ଗଁା ନିକଟରେ କାନଝରୀ ଡ୍ୟାମ୍‌ର ୨୫ଫୁଟ୍‌ କେନାଲ ଆଡ଼ିବନ୍ଧ ଭୁଶୁଡି ପଡିଛି। ଫଳରେ ସ୍ଥାନୀୟ…

4 years ago

ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ: ୫ ଗିରଫ

ଝାରସୁଗୁଡ଼ା ଅଫିସ,୧୬ା୪: ଝାରସୁଗୁଡ଼ା ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ଦୁଇ ମହିଳାଙ୍କ ସମେତ ୫ଜଣଙ୍କୁ ଗିରଫ କରି…

4 years ago

ବେଆଇନ ନିର୍ମାଣ ବିରୋଧରେ ଏତଲା

ପୁରୀ ଅଫିସ,୧୬ା୪: ପରିକ୍ରମା ପ୍ରକଳ୍ପ ଅଧୀନରେ ଶ୍ରୀମନ୍ଦିର ଉତ୍ତର ଦ୍ୱାର ପାର୍ଶ୍ୱରେ ବେଆଇନ ନିର୍ମାଣ କାର୍ଯ୍ୟ ଚାଲିଥିବା ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣି ଶୁକ୍ରବାର ସିଂହଦ୍ୱାର ଥାନାରେ…

4 years ago