ଆମ ଜିଲା ଖବର

ରାସ୍ତା କାମ ସରିନି, ବିଲ୍‌ ମଞ୍ଜୁର

ବେଗୁନିଆ,୨୩।୭ (ଡି.ଏନ୍‌.ଏ.): ସରକାର ଗ୍ରାମାଞ୍ଚଳରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଅନେକ ଗ୍ରାମରେ ଭଲ…

4 years ago

ଚାଲିଛି ଗଛ କଟା, ପ୍ରଶାସନ ନୀରବଦ୍ରଷ୍ଟା

ବରୀ,୨୩ା୭(ଡି.ଏନ.ଏ.): ବରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରୁ ବେଧଡ଼କଭାବେ ଗଛକଟା ଚାଲିଛି। ହେଲେ ଏଦିଗରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ…

4 years ago

ପଥଚାରୀଙ୍କ ପାଇଁ କାଳ ପେଲେଟ

ଯାଜପୁର ଅଫିସ,୨୩।୭: ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) କର୍ତ୍ତୃପକ୍ଷଙ୍କ ମନମାନି ଅଣାୟତ୍ତ ହେବାରେ ଲାଗିଛି। ଯାଜପୁରରୋଡ-ଡୁବୁରୀ ରାସ୍ତାର ବିଆର୍‌ପିଏଲ୍‌ କାରଖାନା ସମ୍ମୁଖରେ ଲୁହାପଥର ଗୋଲି (ପେଲେଟ)…

4 years ago

ଗଡ଼ିନି ଯାତ୍ରୀବାହୀ ଟ୍ରେନ୍‌, ଚାଲିଛି ଟିକେଟ ହ୍ୟାକିଂ

କେନ୍ଦ୍ରାପଡ଼ା ଅଫିସ,୨୩।୭: ହରିଦାସପୁର-ପାରାଦୀପ ନୂଆ ବ୍ରଡଗେଜ ଲାଇନରେ ଭାୟା କେନ୍ଦ୍ରାପଡ଼ା ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରେ ପ୍ରଥମ ପଣ୍ୟବାହୀ ରେଳ ଗଡ଼ିଥିଲା। ଏହାକୁ ଇତିମଧ୍ୟରେ…

4 years ago

ଶିକ୍ଷକରୁ ପ୍ରଶାସକ

ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ଅଧିକାରୀ ବିଜୟ ଅମୃତା କୁଲାଙ୍ଗେ କେବଳ ଗଞ୍ଜାମ ନୁହେଁ ସାରା ଓଡ଼ିଶାରେ ଜଣେ ଚର୍ଚ୍ଚିତ ଚେହେରା। ନିଜର ସ୍ବତନ୍ତ୍ର କାର୍ଯ୍ୟଶୈଳୀ ଯୋଗୁ ସେ…

4 years ago

ଭୂତଳ ଜଳକୁ ମିଳିବ ବଳ

ଭୁବନ, ୨୩।୭(ଡି.ଏନ୍‌.ଏ.) ସହରାଞ୍ଚଳରେ ଫିଟିବ କର୍ମନିୟୋଜନର ମାର୍ଗ। ବଢ଼ିବ ଶ୍ରମଜୀବୀଙ୍କ ରୋଜଗାର। ବସ୍ତିବାସିନ୍ଦାଙ୍କଠାରୁ ଆରମ୍ଭ କରି ମହିଳା, ସମସ୍ତଙ୍କ ଜୀବିକା ସୁନିଶ୍ଚିତ କରାଯିବ। ସେମାନଙ୍କ ଜୀବନଧାରଣ ମାନରେ…

4 years ago

ଦଖଲ କରିନେଲେଣି ଦଲାଲ

ବଇଣ୍ଡା,୨୩ା୭(ପରିକ୍ଷିତ ସାହୁ) ସରକାରୀ ଜମି ଉପରେ ପଡ଼ିଛି ଦଲାଲଙ୍କ ଦୃଷ୍ଟି। ବିଭିନ୍ନ କୌଶଳ କରି ସେମାନେ ଅକ୍ତିଆର କରିନେଉଛନ୍ତି ଦଣ୍ଡା, ଗୋଚର, ଶ୍ମଶାନ ଓ ପାଣି ମାହାରା।…

4 years ago

ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ: ଅପରାହ୍ନ ୪ଟାରେ ହେବ ପହଣ୍ଡି

ପୁରୀ ଅଫିସ,୨୩ା୭:ନବଦିନାମତ୍କ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ। ଭଉଣୀ ଭାଇଙ୍କ ସହ ସିଂହଦ୍ୱାର ସମ୍ମୁଖରେ ତିନିରଥ ଉପରେ ଅଛନ୍ତି ମହାପ୍ରଭୁ। ଗୁରୁବାର ଅଧରପଣା ନୀତି…

4 years ago

ଟ୍ରେନ ଲାଇନରୁ ମିଳିଲା ମୃତଦେହ

ରେଢାଖୋଲ,୨୨।୭(ଡି.ଏନ୍‌.ଏ): ରେଢାଖୋଲ ରେଳ ଷ୍ଟେଶନଠାରୁ ୨୦କି.ମି. ଦୂର ମୋଚିବାହାଳ ଗ୍ରାମ ନିକଟ ଟ୍ରେନ୍‌ ଲାଇନରୁ ଗୁରୁବାର ଜିଆର୍‌ପି ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ସେ…

4 years ago

୫ ବିଧାୟକଙ୍କୁ ଅଟକ ରଖିଲେ ଖବରଦାତା

କେନ୍ଦ୍ରାପଡ଼ା ଅଫିସ,୨୧ା୭: କେନ୍ଦ୍ରାପଡ଼ା ରିଜର୍ଭ ପୋଲିସର ଜଣେ ମହିଳା କନ୍‌ଷ୍ଟେବଳ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଭୀମସେନ ସେଠୀ ନାମକ ଜଣେ ଖବରଦାତାଙ୍କୁ ମାଡ ମାରିଥିଲେ। ଘଟଣାର…

4 years ago