ଆମ ଜିଲା ଖବର

ପାହାଡ଼ ଉପରେ ପାଠ ପଢୁଛନ୍ତି ଛାତ୍ରୀଛାତ୍ର

ସୁନ୍ଦରଗଡ,୧୮।୭(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଡିଜିଟାଲ ଇଣ୍ଡିଆର କଥା କୁହାଯାଉଥିବା ବେଳେ ସୁନ୍ଦରଗଡ଼ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଆଜି ମଧ୍ୟ ମୋବାଇଲ ନେଟ୍‌ୱର୍କ ସାତସପନ ହୋଇ ରହିଯାଇଛି।…

4 years ago

କାରଖାନା ଫେରାଉଛି ଗରଳପାଣି

ଯାଜପୁର ଅଫିସ,୧୮।୭: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜଳ ପ୍ରଦୂଷଣ ଉତ୍କଟ ହୋଇଛି। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତାରୁ କାରଖାନାଗୁଡିକ ନିର୍ମଳ ପାଣି ନେଇ ସ୍ଥାନୀୟ…

4 years ago

୨ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮ା୭(ଡି.ଏନ୍‌.ଏ.): ମାଲକାନଗିରି ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ଆସିଥିବା ବେଳେ ଏନେଇ ତେମୁରପାଲିଠାରେ ବିଏସ୍‌ଏଫ୍‌ କ୍ୟାମ୍ପର ମାଓବାଦୀଙ୍କ ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ତାଙ୍କ ଗସ୍ତ ସମୟରେ…

4 years ago

ସୁରଟରୁ ପ୍ରେମିକା ଆସି କବିସୂର୍ଯ୍ୟନଗର ଥାନାରେ: ୫ ବର୍ଷ ଧରି ଶାରୀରିକ ସମ୍ପର୍କ ରଖି…

କବିସୂର୍ଯ୍ୟନଗର,୧୮ା୭-ସୁରଟର ଜଣେ ଯୁବତୀଙ୍କ ସହିତ ପ୍ରେମ ପରେ ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରି ଫେରାର୍‌ ହୋଇଗଲେ ପ୍ରେମିକ। ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବଡଆଗୁଳ ଗ୍ରାମର…

4 years ago

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ଜଗନ୍ନାଥ ମୂର୍ତ୍ତି

ବ୍ରହ୍ମପୁର ଅଫିସ୍‌,୧୮।୭: ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ନିର୍ମାଣ କରିଥିବା କ୍ଷୁଦ୍ରତମ ଜଗନ୍ନାଥ ପ୍ରତିମୂର୍ତ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡ୍ସର୍ର୍ରେ ସ୍ଥାନ ପାଇଛି। ଶିଳ୍ପୀ ସତ୍ୟ…

4 years ago

ଖାଲିରେ ଚାଲିଛି ଭିଜିଲାନ୍ସ ବିଭାଗ

କଟକ ଅଫିସ, ୧୮ା୭: ରାଜ୍ୟରେ ବିଭିନ୍ନ ବିଭାଗରେ ହେଉଥିବା ଦୁର୍ନୀତିକୁ ରୋକିବା ସହ ଏଥିରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଭିଜିଲାନ୍ସ…

4 years ago

ବାହୁଡ଼ାଯାତ୍ରା ପାଇଁ ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୮।୭: ବାହୁଡ଼ା ଯାତ୍ରା ପାଇଁ ଏସ୍‌ଓପିକୁ କଡ଼ାକଡ଼ି ପାଳନ କରାଯିବ। ଆସନ୍ତା ୧୯ ତାରିଖ ରାତି ୮ରୁ ୨୧ ତାରିଖ ରାତି ୮ଟା ପର୍ଯ୍ୟନ୍ତ ପୁରୀ…

4 years ago

ବ୍ରାହ୍ମଣୀକୁ ଲୁଟୁଛନ୍ତି ବାଲିମାଫିଆ

ଭୁବନ, ୧୮।୭: ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳ ଦେଇ ପ୍ରବାହିତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀର ବିସ୍ତୀର୍ଣ୍ଣ ଶଯ୍ୟା ପାଲଟିଛି ବାଲିମାଫିଆଙ୍କ ଭୂସ୍ବର୍ଗ। ପରିବେଶ ମଞ୍ଜୁରୀ ମିଳୁ…

4 years ago

ବର୍ଷାଦିନେ ଚାଷଜମି ଫାଟି ଆଁ

ଭଦ୍ରକ ଅଫିସ,୧୮।୭-ମୌସୁମୀ କାରଣରୁ କିଛିଦିନ ବର୍ଷା ହେବା ସହ ଚାଷଜମିରେ ପାଣି ଦେଖିବାକୁ ମିଳିଥିଲା। ହେଲେ ଗତ କିଛିଦିନ ହେଲା ବର୍ଷା ନାହିଁ। ଫଳରେ ଚାଷଜମିରେ ଗଚ୍ଛିତ…

4 years ago

ପଞ୍ଚମୁଖୀ ହନୁମାନ ପୀଠ ଭଙ୍ଗାକୁ ନେଇ ଅସନ୍ତୋଷ

ଯୋଡ଼ା, ୧୮।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଭୂୟାଁରୋଇଡା ପଞ୍ଚାୟତର କେଥହଟିଂର ଛତାବରୀ ଠାରେ ଆଦିବାସୀଙ୍କ ଦ୍ୱାରା ସ୍ଥାପନ ହୋଇଥିବା ପଞ୍ଚମୁଖୀ ବାବା ହନୁମାନ ପୀଠ…

4 years ago