ଆମ ଜିଲା ଖବର

ଲଗାଣ ବର୍ଷାରେ ଫସଲ ନଷ୍ଟ

ରାଉରକେଲା ଅଫିସ,୨୩।୮: ଲଗାଣ ବର୍ଷା ଯୋଗୁ ରାଉରକେଲା ସହର ଆଖପାଖ ଅଞ୍ଚଳରେ ଫସଲ ନଷ୍ଟ ହୋଇଛି। ଫଳାରେ ବର୍ଷଯାକର ଆହାର ପାଇଁ ଚାଷ କରିଥିବା ଚାଷୀ ଚିନ୍ତାରେ…

4 years ago

ଘର ଉପରେ ପଡ଼ିଲା ବରଗଛ

ସମ୍ବଲପୁର,୨୩ା୮(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଗୋବିନ୍ଦତୋଳା ପୋଲିସ କଲୋନୀଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଜୋରରେ ବର୍ଷାପବନ ହେବାରୁ କଲୋନୀର ଆଭାଷ ଖାନଙ୍କ ଘର ଉପରେ ଏକ…

4 years ago

କାନ୍ଥ ପଡ଼ି ଚାଲିଗଲା ଭାଇ-ଭଉଣୀଙ୍କ ଜୀବନ

ବାରିପଦା ଅଫିସ,୨୩।୮: କାନ୍ଥ ପଡ଼ି ଭାଇ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୩ ବର୍ଷର ଶିଶୁ ପୁତ୍ର ଏବଂ ମା’। ଏଭଳି ଏକ ଦୁଃଖଦ…

4 years ago

ବନ୍ୟା କ୍ଷତିଗ୍ରସ୍ତ ମତ୍ସ୍ୟଜୀବୀଙ୍କୁ ସହାୟତା ଦିଅ

ଅମରପାଲି,୨୩ା୮(ଡି.ଏନ.ଏ.): ମହାନଦୀରେ ଆସିଥିବା ବନ୍ୟାରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ଖମ୍ବେଶ୍ୱରିପାଲି ଓ କମଲପୁର ଗାଁର ମତ୍ସ୍ୟଜୀବୀଙ୍କ ଜାଲ ଓ ଡଙ୍ଗା ଭାସିଯାଇଥିଲା।…

4 years ago

‘ଜୀବନ ସଂଘର୍ଷରୁ ଅନେକ କିଛି ଶିଖିଛି’

ବଲାଙ୍ଗୀର ଅଫିସ,୨୩ା୮: ସମାଜ ସାହିତ୍ୟ ଏବଂ ସଂସ୍କୃତି ଉପରେ କାମ କରୁଥିବା ଅନୁଷ୍ଠାନ ରଚନା ପକ୍ଷରୁ ସ୍ଥାନୀୟ ପତିତପାବନ ଏକାଡେମୀ ହଲରେ ମାସିକ ରଚନା ସନ୍ଧ୍ୟା ଅନୁଷ୍ଠିତ…

4 years ago

ଆଜି ରାଜ୍ୟରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ…

4 years ago

କାଦୁଅ ରାସ୍ତାରେ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଲୋଇସିଂହା,୨୩।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ପଞ୍ଚାୟତ ଅନ୍ତର୍ଗତ ବଡଖଲିଆପଲି ଗାଁର ପିଲାମାନେ କାଦୁଅ ରାସ୍ତାରେ ସ୍କୁଲକୁ ଯାଉଛନ୍ତି। ସ୍କୁଲ ରାସ୍ତାର ଉନ୍ନତୀକରଣ ପାଇଁ ଗ୍ରାମବାସୀ…

4 years ago

ସାଟେଲାଇଟ୍‌ ମାପଚୁପ ରଫାଦଫା ମସୁଧା

ଯାଜପୁର ଅଫିସ,୨୩ା୮:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଶତାଧିକ ଖାଦାନରୁ ମୂଲ୍ୟବାନ୍‌ କଳାପଥର ଉଭୟ ଲିଜ୍‌ଧାରୀ ଓ ପ୍ରଶାସନିକ ଅଧିକାରୀ ମିଳିମିଶି ଲୁଟି ନେଇଛନ୍ତି। ଗତ ମାର୍ଚ୍ଚରେ…

4 years ago

ପୋଖରୀ ପୋତାହେବାରୁ ପାଣିଘେରରେ ୧୦୦ ପରିବାର

ପଟ୍ଟାମୁଣ୍ଡାଇ,୨୩ା୮ (ସ୍ବ. ପ୍ର.):ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଥିବା ପାରମ୍ପରିକ ଜଳାଶୟ ଅସ୍ତିତ୍ୱ ହରାଇବାକୁ ବସିଛି। ବ୍ଲକର ଶାସନ ପଞ୍ଚାୟତ ପୋଖରୀସାହିରେ ପୋଖରୀ ପୋତାହେବାରୁ ଶହେ ପରିବାର ପାଣିଘେରରେ…

4 years ago

ମରାମତିର ୬ ମାସରେ ଘେରିବନ୍ଧରେ ଗର୍ତ୍ତ

ପଟ୍ଟାମୁଣ୍ଡାଇ,୨୩ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ ଅଧୀନରେ ଥିବା ଇନ୍ଦୁପୁର-ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ମରାମତି ପାଇଁ ବିଭାଗ ପକ୍ଷରୁ…

4 years ago