ଆମ ଜିଲା ଖବର

ମାନସ ସ୍ବାଇଁ ହତ୍ୟା ଘଟଣା: ୮ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ ଦାଖଲ

ଚାନ୍ଦବାଲି ୯।୭(ଡି.ଏନ୍‌.ଏ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟରେ ୮ ଜଣ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ ଦାଖଲ…

4 years ago

ସ୍ମାର୍ଟ ସ୍କୁଲରେ ତାଲା, ପ୍ରାଥମିକ ବିଦ୍ୟାଳୟରେ ପାଠପଢା

ବ୍ରହ୍ମପୁର ଅଫିସ,୯ା୭-ଗଞ୍ଜାମ ଜିଲାରେ ଛାତ୍ରୀଛାତ୍ରଙ୍କୁ ଉନ୍ନତ ପ୍ରଣାଳୀରେ ଶିକ୍ଷାଦାନ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ୨୩୦ଟି ହାଇସ୍କୁଲକୁ ରୂପାନ୍ତରିତ କରାଯାଇଛି। ଗତ ଜୁନ ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

4 years ago

୨୦ ପରିବାରର ଆତ୍ମାହୁତି ଚେତାବନୀ

କୁଜଙ୍ଗ, ୯।୭ (ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକର ଚଟୁଆ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ପରିସର ଜମିକୁ ନେଇ ବିବାଦ ଦେଖାଦେଇଛି। ନିକଟସ୍ଥ ବଳରାମପୁର ଗ୍ରାମର ୨୦ଟି ପରିବାର…

4 years ago

ଏକାଦଶୀରେ ଟଣାହେବ ବ୍ରହ୍ମ ତାଳଧ୍ୱଜ ରଥ

କେନ୍ଦ୍ରାପଡ଼ା ଅଫିସ, ୯।୭: ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ଆସନ୍ତା ଏକାଦଶୀରେ ରବିବାର ଶେଷ ହେବ। ଏଥିପାଇଁ ଜିଲା ପ୍ରଶାସନ ଓ ଦେବୋତର ଟ୍ରଷ୍ଟ…

4 years ago

ରାମଚଣ୍ଡୀ ମନ୍ଦିର ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୯ା୭: କେନ୍ଦ୍ରାପଡ଼ା ଜିଲାର ଅନ୍ୟତମ ଶକ୍ତିପୀଠ ମହାକାଳପଡ଼ା ବ୍ଲକ ରାମନଗରସ୍ଥ ରାମଚଣ୍ଡୀ ମନ୍ଦିର ପରିସର ରାଜ୍ୟ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚତ୍ତ ହୋଇଛି। ଏହି…

4 years ago

ବିପଦପୂର୍ଣ୍ଣ ଅବସ୍ଥାରେ ଶ୍ରେଣୀଗୃହ କାନ୍ଥ

ରଘୁନାଥପୁର,୯ା୭(ଡି.ଏନ୍‌.ଏ.): ପିଲାମାନଙ୍କୁ ଉନ୍ନତମାନର ଶିକ୍ଷା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ବିଦ୍ୟାଳୟ ରୂପାନ୍ତରଣ ଯୋଜନାରେ ସ୍ମାର୍ଟ ସ୍କୁଲ ଖୋଲିବା ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାସତ୍ତ୍ୱେ ରାଜ୍ୟରେ…

4 years ago

ଦୁର୍ଗମ ଅଞ୍ଚଳ ସମସ୍ୟା ବୁଝିଲେ ଜିଲାପାଳ

କାମାକ୍ଷାନଗର, ୯ା୭(ଡି.ଏନ୍‌.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତର ଦୁର୍ଗମ ମହୁଲଡ଼ଗର ଗ୍ରାମକୁ ଶୁକ୍ରବାର ପରିଦର୍ଶନରେ ଯାଇ ସମସ୍ୟା ବୁଝିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଏହି ଉପଲକ୍ଷେ…

4 years ago

ବିଧବାଙ୍କୁ ସଜାଇଥିଲେ ସଧବା

ଢେଙ୍କାନାଳ ଅଫିସ, ୯ା୭ ଢେଙ୍କାନାଳ ସହର ଦକ୍ଷିଣକାଳୀ ରୋଡ୍‌ ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡ଼ ଷାଠିଏବାଟିଆ ଅଞ୍ଚଳରେ ଏକ ବଡ଼ଧରଣର ଜମି କେଳେଙ୍କାରୀ ମାମଲାର ରହସ୍ୟ…

4 years ago

ପଥରରେ ଛେଚିଥିଲେ ସାଙ୍ଗର ଭାଇ

ଛେଣ୍ଡିପଦା,୯ା୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ତିପଦା ଥାନା ପିପଳବାହାଳ ଗ୍ରାମର ମାନସ ସାହୁଙ୍କୁ ଶୋଇଥିବା ଅବସ୍ଥାରେ ଗତ ମେ ୨୦ ତାରିଖରେ ପଥରରେ ଛେଚି ଦିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…

4 years ago

ପହଞ୍ଚିପାରୁନି ପ୍ରକଳ୍ପ ପାଣି

ବଇଣ୍ଡା,୯ା୭(ଡି.ଏନ.ଏ.) ଚାଷ ଜମିକୁ ମାଡ଼ିବ ପାହାଡ଼ ପାଣି। ବର୍ଷସାରା ଫସଲ ଫଳାଇବେ ଚାଷୀ। ଏହି ଉଦ୍ଦେଶ୍ୟ ନେଇ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜୟଗଡଠାରେ ପାହାଡରୁ ବହି…

4 years ago