ଆମ ଜିଲା ଖବର

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଚାଲିଗଲା ଜୀବନ

ମୋହନା,୭।୭: ଗଜପତି ଜିଲାର ମୋହନା ନାରାୟଣନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

4 years ago

ଟଙ୍କା ଭର୍ତ୍ତି ଏଟିଏମ୍‌ ଗାଡ଼ି ନେଇ ଡ୍ରାଇଭର ଛୁ’

ଖଡ଼ିଆଳ,୬।୭(ଡି.ଏନ.ଏ.): ନୂଆପଡା ଜିଲା ଖଡ଼ିଆଳ ଷ୍ଟେଟ ବ୍ୟାଙ୍କ ଶାଖାରୁ ବିଭିନ୍ନ ଏଟିଏମ୍‌ରେ ଟଙ୍କା ଭରିବାକୁ ଯାଉଥିବା ଟଙ୍କା ଭର୍ତ୍ତି ଏଟିଏମ୍‌ ଗାଡ଼ିକୁ ନେଇ ଡ୍ରାଇଭର ଫେରାର ହୋଇଛନ୍ତି।…

4 years ago

ଗାଁକୁ ଫେରିଲେ ବନ୍ଧକ ଥିବା ଦାଦନ ଶ୍ରମିକ

ଭବାନୀପାଟଣା/କୋକସରା,୬।୭(ସ୍ବ.ପ୍ର./ଡି.ଏନ.ଏ.):କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଦାଦନ ଶ୍ରମିକ ତେଲଙ୍ଗାନା ରାଜ୍ୟରେ ବନ୍ଧକ ପଡ଼ିବା ଘଟଣାର ଭିଡିଓ ଭାଇରାଲ ସହ ଗଣମାଧ୍ୟମରେ ଖବର ପ୍ରକାଶ ହୋଇଥିଲା। ଏହା ପରେ…

4 years ago

ମୃତବ୍ୟକ୍ତିଙ୍କ ନାଁରେ ଜମି ବିକ୍ରି ମାମଲା: ତହସିଲଦାର, ଅତିରିକ୍ତ ତହସିଲଦାର ନିଲମ୍ବିତ

ବଲାଙ୍ଗୀର ଅଫିସ, ୬ା୭:ଜଣେ ମୃତବ୍ୟକ୍ତିଙ୍କ ନାଁରେ ଜମି ହଡ଼ପ ମାମଲାରେ ରାଜ୍ୟ ସରକାର ବୁଧବାର ବଲାଙ୍ଗୀର ତହସିଲଦାର ମଘବନ ବାଗ ଏବଂ ଅତିରିକ୍ତ ତହସିଲଦାର ହରେକୃଷ୍ଣ ରାଉତଙ୍କୁ…

4 years ago

ଝାରସୁଗୁଡା ଜିଲାରେ ମାଟ୍ରିକ ପାସହାର ୯୩.୭୩%

ଝାରସୁଗୁଡା ଅଫିସ,୬।୭: ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ବୁଧବାର ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ଏଥିମଧ୍ୟରେ ଝାରସୁଗୁଡା ଜିଲାରେ ପାସହାର ୯୩.୭୩ ପ୍ରତିଶତ ହୋଇଛି ।…

4 years ago

ଫାଷ୍ଟ ଡିଭିଜନରେ ମାଟ୍ରିକ୍‌ ପାସ କଲେ ଫୁଲବାଣୀ ବିଧାୟକ

ଫୁଲବାଣୀ ଅଫିସ, ୬।୭- ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମାଟ୍ରିକ ପାସ କରିଛନ୍ତି । ବିଧାୟକ କହଁର ବି-୧ ଗ୍ରେଡ଼ ପାଇଛନ୍ତି। ମୋଟ ୫୦୦ ମାର୍କରୁ ୩୬୪…

4 years ago

ପୁଅର ପନିକି ଚୋଟରେ ଆଖି ବୁଜିଲେ ମା’

ନିଶ୍ଚିନ୍ତକୋଇଲି,୬।୭(ସ୍ବ.ପ୍ର.): ପୁଅର ପନିକି ଚୋଟରେ ମା’ଙ୍କ ମୃତ୍ୟୁ। କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଶୁକରପଡା ଗ୍ରାମରେ ବୁଧବାର ଏଭଳି ଘଟଣା ଘଟିଛି। ମୃତ ମହିଳା ହେଲେ ପ୍ରମିଳା…

4 years ago

ମାଟ୍ରିକ ଫାଷ୍ଟ ଡିଭିଜନରେ ପାସ କଲେ ଫୁଲବାଣୀ ବିଧାୟକ

ଫୁଲବାଣୀ ଅଫିସ, ୬।୭- ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମାଟ୍ରିକ୍ ପାସ୍ କରିଛନ୍ତି । ବିଧାୟକ କହଁର ବି-୧ ଗ୍ରେଡ଼  ପାଇଛନ୍ତି l  ମୋଟ୍ ୫୦୦ ମାର୍କରୁ…

4 years ago

୫ ଲକ୍ଷ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

ଢେଙ୍କାନାଳ ଅଫିସ,୬।୭: ରାଜ୍ୟ ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ଫ୍ଲାାଇଙ୍ଗ୍‌ ସ୍କାର୍ଡ ଟିମ୍‌ ବୁଧବାର ଢେଙ୍କାନାଳ ବାଜି ଚୌକ ହାଉସିଂ ବୋର୍ଡ କଲୋନୀରେ ଚଢ଼ାଉ…

4 years ago

ଦକ୍ଷିଣ ମୋଡ଼ ନେଲେ ତିନି ରଥ

ପୁରୀ ଅଫିସ,୬।୭: ଦକ୍ଷିଣମୋଡ଼ କରାଗଲା ତିନି ରଥ। ମଙ୍ଗଳବାର ହେରାପଞ୍ଚମୀ ନୀତି ସମାପ୍ତ ପରେ ବୁଧବାରଠାରୁ ବାହୁଡାଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି। ପ୍ରଥା ଓ ପରମ୍ପରା…

4 years ago