ଆମ ଜିଲା ଖବର

ଭଙ୍ଗା ଆଜ୍‌ବେଷ୍ଟସ ଶ୍ରେଣୀ ଗୃହରେ ଚାଲିଛି ପାଠପଢ଼ା

ନାଉଗାଁ,୬।୭(ସ୍ବ.ପ୍ର): ବିଦ୍ୟାଳୟଗୁଡିକୁ ସରସ, ସୁନ୍ଦର କରିବା ସହ ପିଲାମାନଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। କିନ୍ତୁ ଏସବୁ…

4 years ago

ଭାରସାମ୍ୟ ହରାଇ ଓଲଟିଲା ବସ୍‌: ଜଣେ ମୃତ, ୩୦ ଆହତ

ରାୟଗଡ଼ା ଅଫିସ,୬।୭: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁର ପଞ୍ଚାୟତ ହାତିଖମ୍ବା ଗାଁ ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ…

4 years ago

ଲଘୁଚାପଜନିତ ବର୍ଷା: ଜଳ ନିଷ୍କାସନ ଚିନ୍ତା ଘାରିଛି

ନାଉଗାଁ,୬।୭(ସ୍ବ.ପ୍ର): ଅସରାଏ ବର୍ଷା ହେଲେ ଜଗତ୍‌ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍‌ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଅପରିଷ୍କାର ପାଣି ରାସ୍ତାରେ ମାଡି…

4 years ago

ଆଜି ଦକ୍ଷିଣ ମୋଡ଼ ନେବେ ତିନି ରଥ

ପୁରୀ ଅଫିସ,୬।୭: ମଙ୍ଗଳବାର ହେରାପଞ୍ଚମୀ ଅନୁଷ୍ଠିତ ହୋଇଯାଇଛି। ଏହା ପରେ ମହାପ୍ରଭୁ ଶ୍ରୀମନ୍ଦିରକୁ ଯିବା ପାଇଁ ପ୍ରସ୍ତୁତ ହେବେ। ଏଥିପାଇଁ ବୁଧବାର ତିନିରଥ ଦକ୍ଷିଣ ମୋଡ଼ ନେବେ।…

4 years ago

‘ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କହିବା ଯାହା, ନିଜ ଗାଲରେ ଚାପୁଡ଼ା ମାରିବା ସେୟା’

ଭୁବନେଶ୍ୱର,୬ା୭(ବ୍ୟୁରୋ): କେନ୍ଦୁଝର ଜିଲା ଆନନ୍ଦପୁର ସବ୍‌ଡିଭିଜନ ହସ୍ପିଟାଲକୁ ନେଇ ବିଜେଡି ସଭ୍ୟ ଭାଗୀରଥି ସେଠୀ ନିଜ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ମଙ୍ଗଳବାର ବିଧାନସଭାର ଶୂନ୍ୟକାଳରେ…

4 years ago

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

କଟକ ଅଫିସ୍‌, ୬ା୭: ରାଜ୍ୟରେ ହାତୀବଂଶ ରକ୍ଷା ଏବଂ ସୁରକ୍ଷା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯାଉଛି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ପ୍ରଦାନ…

4 years ago

ଏନ୍‌ଆର୍‌ଏଲ୍‌ ଜମି ଅଧିଗ୍ରହଣରେ ଭିନ୍ନତା

ପାରାଦୀପ,୬ା୭(ସ୍ବ.ପ୍ର.): ସ୍ମାର୍ଟ ଇଣ୍ଡଷ୍ଟ୍ରିଆଲ ପୋର୍ଟ ସିଟି (ଏସ୍‌ଆଇପିସି) ଯୋଜନାରେ ପାରାଦୀପ ବନ୍ଦର ଜାଗାରେ ୪ଟି ନୂତନ ପ୍ରକଳ୍ପ ନିର୍ମାଣ ଚାଲିଛି। ସେଗୁଡିକ ହେଲା ଏନ୍‌ଆର୍‌ଏଲ (ନୁମାଲିଗଡ ରିଫାଇନାରି…

4 years ago

ଆଜି ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬ା୭: ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ମାଧ୍ୟମିକ ଶିକ୍ଷା…

4 years ago

ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୬ା୭: ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ସମ୍ପନ୍ନ ହୋଇଛି। ଏଥିଲାଗି ଶ୍ରୀମନ୍ଦିର ଏବଂ…

4 years ago

ତେଲଙ୍ଗାନାରେ ବନ୍ଧା ପଡ଼ିଛନ୍ତି ଓଡ଼ିଆ ଦାଦନ ଶ୍ରମିକ, ଭିଡିଓ ଜାରି କରି ଉଦ୍ଧାର ପାଇଁ କଲେ ବିନତି

ଭବାନୀପାଟଣା(ସ୍ବ.ପ୍ର.)/କୋକସରା (ଡି.ଏନ.ଏ.), ୫।୭: କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥମୁନି ଦାଦନ ଦୁଃଖ । ପେଟ ପାଟଣା ପାଇଁ ଘର ଛାଡି ବାହାର ରାଜ୍ୟକୁ ଦାଦନ ଖଟିବାକୁ…

4 years ago