ଆମ ଜିଲା ଖବର

ରୋଗୀଙ୍କୁ ଆଣୁୁଥିବା ବେଳେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ପାପଡାହାଣ୍ଡି,୨୯।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡିରୁ କୋଷାଗୁମୁଡ଼ା ରାସ୍ତା ତଣ୍ଡାଗୁଡା ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ୪ ଆହତ ହୋଇଛନ୍ତି ।…

4 years ago

ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି…

4 years ago

ଟ୍ରକକୁ ପଛରୁ ପିଟିଲା ମିନି ଟ୍ରକ: ଘଣ୍ଟାଏ ପରେ ଉଦ୍ଧାର ହେଲେ ଚାଳକ

ପାଟଣା,୨୯।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ପେଟ୍ରୋଲ ପମ୍ପ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା…

4 years ago

ରାଶନରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

4 years ago

ରୂପାନ୍ତରୀକରଣ ଶେଷ କରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସଓ୍ବାନ ଭିଡିଓ କନଫରେନ୍ସିଂ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍‌ ସ୍ଥିତି ଓ ଉନ୍ନୟନମୂଳକ କାର୍ଯ୍ୟର…

4 years ago

ସଚେତନ ହେଲେ କର୍ମଚାରୀ, ଅଞ୍ଚଳବାସୀ

ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୁରକ୍ଷା ସଚେତନତା ଅଭିଯାନ ଉଦ୍‌ଯାପିତ ହୋଇଯାଇଛି। ୫୧ତମ ଜାତୀୟ ସୁରକ୍ଷା ସପ୍ତାହ ପାଳନ ଅବସରରେ ପ୍ଲାଣ୍ଟ…

4 years ago

ରାଜପଥ ଅବରୋଧ, ଯାତ୍ରୀ ହୀନସ୍ତା

ଢେଙ୍କାନାଳ ଅଫିସ,୨୯।୩ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଆହ୍ବାନରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦୁଇଦିନ ଧରି ଦେଶବ୍ୟାପୀ ଧର୍ମଘଟର ପ୍ରଭାବ ଢେଙ୍କାନାଳରେ ଦେଖାଯାଇଛି। ନିଖିଳ ଓଡିଶା ଅଙ୍ଗନୱାଡି କର୍ମୀ…

4 years ago

ଉତ୍ତରଓଡ଼ିଶାରେ ଭାରତ ବନ୍ଦର ଆଂଶିକ ପ୍ରଭାବ

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୯।୩ (ଡି.ଏନ.ଏ.) ଭଦ୍ରକ ଜିଲାରେ ସୋମବାର ଭାରତ ବନ୍ଦ ପାଳନ କରାଯାଇଥିବା ବେଳେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳ ୬ଟାରେ ଏଆଇସିସିଟିୟୁ…

4 years ago

ବରଗଡ଼ ଏସ୍‌ପିଙ୍କୁ ଡିଜିପି ଆୱାର୍ଡ

ବରଗଡ଼ ଅଫିସ୍‌,୨୯।୩: ବରଗଡ଼ ଏସ୍‌ପି ରାହୁଲ ଜୈନ ଡିଜିପି ଆୱାର୍ଡ ପାଇବାକୁ ମନୋନୀତ ହୋଇଛନ୍ତି। ଏହା ସହିତ ବରଗଡ଼ ଜିଲାରେ କାର୍ଯ୍ୟରତ କନଷ୍ଟେବଳ ସୁଧୀର ଭୋଇଙ୍କୁ ମଧ୍ୟ…

4 years ago

ଯୁବ ବ୍ୟବସାୟୀଙ୍କ ମୃତ୍ୟୁ, ଜଣେ ଗୁରୁତର

ବାସୁଦେବପୁର, ୨୯।୩ (ଡି.ଏନ୍‌.ଏ.) ଭଦ୍ରକ ଜିଲା ବାସୁଦେବପୁର-ଜାମୁଝାଡ଼ି ରାସ୍ତାର ଗୁଆଗଁା ଛକଠାରେ ସୋମବାର ଏକ ନିର୍ମାଣାଧୀନ ପୋଲ ତଳକୁ ଖସିପଡ଼ି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି।…

4 years ago