ଆମ ଜିଲା ଖବର

ବିପଦ ଆଶଙ୍କାରେ ୧୦ରୁ ଊର୍ଦ୍ଧ୍ୱ ପରିବାର

ନାଉଗାଁ,୨୮ା୩(ସ୍ବ.ପ୍ର.): ନାଉଗାଁ  ବ୍ଲକ ବାଲିଭଉଁରୀ-ଶିଖରଘାଟ ରାସ୍ତା ପାର୍ଶ୍ୱରେ ଥିବା ମଲ୍ଲିକ ସାହିରେ ହାତପାହାନ୍ତାରେ ଝୁଲୁଛି ୧୧ କେଭି ବିଦ୍ୟୁତ୍‌ ତାର। ଏଥିଯୋଗୁ ଧନଜୀବନ ନଷ୍ଟ ହେବାର ଆଶଙ୍କା…

4 years ago

ଦଳୀୟ ପ୍ରାର୍ଥୀଙ୍କ ଖେଳ ବିଗାଡ଼ିଲେ ଅସନ୍ତୁଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୮।୩: ଆସନ୍ତା ସାଧାରଣ ନିର୍ବାଚନକୁ ଆଉ ଦୁଇବର୍ଷ ବାକି ଅଛି। ଏହା ପୂର୍ବରୁ ରାଜ୍ୟରେ ଲୋକଙ୍କ ମତିଗତିକୁ ପଞ୍ଚାୟତ ଓ ପୌର ନିର୍ବାଚନରେ ପରଖା…

4 years ago

ମନ୍‌ କି ବାତ୍‌ରେ ଖୋର୍ଦ୍ଧାର ରାହୁଲଙ୍କୁ ପ୍ରଶଂସା କଲେ ମୋଦି

ପୁରୀ ଅଫିସ,୨୮।୩: ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ପୁଅ ରାହୁଲ ମହାରଣାଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ପୁରୀ-କୋଣାର୍କ ବେଳାଭୂମିକୁ ସ୍ବଚ୍ଛ କରି…

4 years ago

‘ରହଣି’ରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ

ଢେଙ୍କାନାଳ ଅଫିସ,୨୮।୩: ଭୁବନେଶ୍ୱର ପରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ‘ରହଣି’ଠାରେ ପ୍ରତିଷ୍ଠା ହେବ। ଆସନ୍ତା ଶିକ୍ଷାବର୍ଷରୁ ଏହା…

4 years ago

ସୀମା ଟପିଛି ରାମ୍‌କୋ ସିମେଣ୍ଟର ପ୍ରଦୂଷଣ

ଯାଜପୁର ଅଫିସ,୨୮ା୩: ରାମ୍‌କୋ ସିମେଣ୍ଟ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ଏବେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ରଘୁନାଥପୁର, ଜୋଗରଡା, ଗୁଆରଙ୍ଗ, ମୁରାରିପୁର ଗ୍ରାମବାସୀଙ୍କୁ…

4 years ago

ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍‌ପିନ୍‌

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା…

4 years ago

ଧର୍ମଘଟକୁ ସମର୍ଥନ ଦେଲା ସିପିଆଇଏମ୍‌

ଲହୁଣୀପଡ଼ା,୨୭।୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଛକସ୍ଥିତ ସିପିଆଇଏମ୍‌ କାର୍ଯ୍ୟାଳୟଠାରେ ରବିବାର ଲହୁଣୀପଡ଼ା ଆଞ୍ଚଳିକ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଞ୍ଚଳିକ କମିଟି…

4 years ago

ଆଇଆଇସି ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସ୍ତ୍ରୀ

ଗୁଣପୁର/ରାମନାଗୁଡ଼ା,୨୭ା୩(ଡି.ଏନ୍‌.ଏ.): ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ୍‌ ଗମାଙ୍ଗଙ୍କ ମୃତ୍ୟୁ ଘଟଣାରେ ଶନିବାର ମୁହଁ ଖୋଲିଛନ୍ତି ସ୍ତ୍ରୀ କିରଣ ମହାନ୍ତି।…

4 years ago

ଅଳିଆରେ ନିଆଁ ଲଗାଉଥିଲେ ଜଳିଗଲା ଘର

ଧାମନଗର,୨୭।୩(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ଖାରିଜକୋରୁଆ ଗ୍ରାମର ସୂର୍ଯ୍ୟମଣି ମିଶ୍ରଙ୍କ ଘରେ ରବିବାର ନିଆଁ ଲାଗି ଯାଇଥିଲା। ଏଥିରେ ୫ ବଖରା…

4 years ago

ଘରୁ ଡାକି ଛୁରୀ ଭୁସି ଦେଲେ

ଯୋଡ଼ା,୨୭।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଗଣେଶ ଭବନଠାରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଛୁରୀ ଭୁସି ହତ୍ୟା କରିଛନ୍ତି। ମୃତକ ହେଲେ ନାଜିମ ଶେଖ(୨୨)। ତାଙ୍କ ଘର…

4 years ago