ଆମ ଜିଲା ଖବର

ଆତ୍ମସମର୍ପଣ କଲେ ହାର୍ଡକୋର ମାଓବାଦୀ, ମୁଣ୍ଡ ଉପରେ ଥିଲା ୩ ଲକ୍ଷର ପୁରସ୍କାର

ମାଲକାନଗିରି,୧୦ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଏସ୍‌ପିଙ୍କ ନିକଟରେ ଜଣେ ହାର୍ଡକୋର ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ପାଣ୍ଡୁରାମ ସାଲବାମ। ତାଙ୍କ ନାମରେ…

4 years ago

ଗ୍ରାମବାସୀଙ୍କୁ ଦେଖି ହରିଣକୁ ଛାଡ଼ି ପଳାଇଲେ ଶିକାରୀ

ବାରିପଦା ଅଫିସ,୧୦।୧- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଚନ୍ଦନପୁର ଗ୍ରାମରୁ ସୋମବାର ଏକ ହରିଣ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୂର୍ବାହ୍ନରେ ଶିକାରୀମାନେ ଶିମିଳିପାଳ ଅଭୟାରଣ୍ୟରୁ ହରିଣକୁ…

4 years ago

ଯାଇଥିଲେ ଭୋଜି କରିବାକୁ, ମିଳିଲା ମୃତଦେହ

ସୋନପୁର,୧୦।୧(ନି.ପ୍ର.): ସୋନପୁର ସହର ଯାତ୍ରୀ ନିବାସ ସମ୍ମୁଖ ମହାନଦୀ ପାଚେରୀ ଘାଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ବଡବଜାର ଘାସିପଡାର ଜଲାର…

4 years ago

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର

ଆର.ଉଦୟଗିରି,୧୦।୧(ଡି.ଏନ.ଏ.): ମୋହନା ଥାନା ଅଞ୍ଚଳର ଜଣେ ୧୩ ବର୍ଷୀୟ ନାବାଳିକା ଗର୍ଭବତୀ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ନାବାଳିକା ଜଣକ ଘରେ ଏକୁଟିଆ ରହୁଥିବାର ସୁଯୋଗ…

4 years ago

ମା’ଙ୍କ ଅନୁମତି ପରେ ହେବ ରଥକାଠ ଚିହ୍ନଟ

ପୁରୀ ଅଫିସ, ୧୦।୧: ଚଳିତ ବର୍ଷ ରଥଯାତ୍ରା ପାଇଁ ଆଜିଠାରୁ ପକ୍ରିୟା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ…

4 years ago

ବଳାତ୍କାର ଉଦ୍ୟମ ପାଇଁ ଗିରଫ ହେଲେ ଅଗ୍ନିଶମ କର୍ମଚାରୀ

କୁଚିଣ୍ଡା,୧୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳର ଜନୈକା ୧୦ ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ କୁଚିଣ୍ଡା…

4 years ago

୨ ସପ୍ତାହରେ ଛିଡ଼ା ହେଲା ହସ୍ପିଟାଲ

ଚିତ୍ରକୋଣ୍ଡା,୧୦।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବଭିମାନ ଅଞ୍ଚଳରେ ଆମେରିକାନ ଇଣ୍ଡିଆ ଫାଉଣ୍ଡେସନ ପକ୍ଷରୁ ୨ କୋଟି ଟଙ୍କାର ଏକ ଅତ୍ୟାଧୁନିକ ଭ୍ରାମ୍ୟମାଣ ମେଡିକାଲ ନିର୍ମାଣ କରାଯାଇଛି। ସୋମବାର…

4 years ago

ହାଇକୋର୍ଟ ଗଲେ ସୁମିତ୍‌ଙ୍କ ବାପା

ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୁମିତଙ୍କ ପରିବାର…

4 years ago

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୦ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ନେଇ ହାଇକୋର୍ଟରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ସୂଚନାନୁଯାୟୀ, ବର୍ତ୍ତମାନ ରାଜ୍ୟରେ…

4 years ago

ଦୁଇ ଟ୍ରକ୍‌ ମୁହାଁମୁହିଁ

ପାଟଣା,୧୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନଂ. ଜାତୀୟ ରାଜପଥ ମୁମ୍ବାଇ-କୋଲକାତା କ୍ଷୀରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ସୋମବାର ସକାଳୁ ଦୁର୍ଘଟଣା ଘଟିଛି। ରାସ୍ତାରେଛିଡ଼ା ହେଇଥିବା ଏକ ଟ୍ରକକୁ…

4 years ago