ଆମ ଜିଲା ଖବର

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ ସୀମା…

5 years ago

ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍‌ଓ

ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି ପରିଧି…

5 years ago

ବାଣ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ନିମାପଡ଼ା, ୪ା୬(ଡି.ଏନ୍‌.ଏ.): ଚାରିଛକ ଫାଣ୍ଡି ଅଧୀନ ବ୍ରହ୍ମକୁଣ୍ଡି ଗ୍ରାମ ନିକଟରେ ଥିବା ଏକ ବାଣ ଗୋଦାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୋଦାମରେ ଥିବା ବାଣ…

5 years ago

ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର

ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ ପଦକ୍ଷେପ…

5 years ago

କରୋନା ପାଇଁ କଇଁଚି ବନ୍ଦ

ଭୁବନ, ୪।୬(ବିପିନ ବିହାରୀ ସେଠୀ) କରୋନା ଆସିଲାନି ଯେ, ଉଜାଡ଼ିଦେଲା ଜୀବିକା। ମହାମାରୀର ବିଭୀଷିକା, ଭୂତାଣୁ ଭୟ ଭିତରେ ଜୀବନ ବଞ୍ଚାଇବା ଯେଉଁଠି କାଠିକର ପାଠ, ସେଇଠି…

5 years ago

ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ

ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ ବାର୍ଷିକ…

5 years ago

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି ଭୋଗୁଥିବା…

5 years ago

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି…

5 years ago

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର…

5 years ago

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ କରିବା…

5 years ago