ଖୋର୍ଦ୍ଧା ଅଫିସ,୨୦ା୬: ଖୋର୍ଦ୍ଧା ଟାଉନ ଥାନା ଅଧୀନ ମଲ୍ଲିପୁର ପଞ୍ଚାୟତ ନିଆଳ ଗ୍ରାମର ପଥରଖଣିରୁ ଅତାଉଲ୍ଲା ଖାଁଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପ୍ରେମରେ…
ଛତ୍ରପୁର,୨୦ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ନୂତନ ଜିଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡ଼ା ସୋମବାର ଯୋଗ ଦେଇଛନ୍ତି। ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କଠାରୁ ଆଜି ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି।…
ରସୁଲପୁର,୨୦ା୬(ଡି.ଏନ୍.ଏ.): ରସୁଲପୁର ବ୍ଲକରେ ରାଶନକାର୍ଡଧାରୀଙ୍କୁ ଗହମ ମିଳୁନି। ଗତ ଏପ୍ରିଲ ଓ ମେ’ରେ ବ୍ଲକର ଅଧିକାଂଶ କାର୍ଡଧାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ…
ବାରିପଦା ଅଫିସ,୨୦ା୬: ରାଜ୍ୟ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ତଥା ବାଙ୍ଗିରିପୋଷି ବନାଞ୍ଚଳରେ ରବିବାର ରାତିରେ ପୁଣି ଜଣେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୃତକ…
ଜଗତ୍ସିଂହପୁର ଅଫିସ,୨୦ା୬: କମ୍ ବର୍ଷା ଯୋଗୁ ଜଗତ୍ସିଂହପୁର ଜିଲାର ଚାଷୀ ଚିନ୍ତାରେ ପଡିଛନ୍ତି। କାରଣ ବର୍ଷା ହେଲେ ରଜ ପରେ ଚାଷୀ ବିଲରେ ବିହନ ବୁଣିବା କଥା।…
କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ,୨୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥ ଅଞ୍ଚଳକୁ ବିକଶିତ କରେ। ଏଥିତ୍ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ…
ବିନିକା,୨୦ା୬(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା ପୋଲିସ।…
ବ୍ରହ୍ମପୁର ଅଫିସ,୨୦ା୬: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଭୁବନେଶ୍ୱର ହେଡ୍ କ୍ୱାର୍ଟରରେ ଥିବା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀ୍ଙ୍କ ଆୟ ବହିର୍ଭୂତ ସମ୍ପତ୍ତି…
ଯାଜପୁର ଅଫିସ,୨୦ା୬: ଗ୍ରାମାଞ୍ଚଳ ଲୋକଙ୍କ ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ‘ବସୁଧା’ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଠିକାଦାରୀ ରାଜନୀତି ଏହି…
ଚଣ୍ଡିଖୋଲ,୨୦ା୬(ଡି.ଏନ୍.ଏ): ଦର୍ପଣ ତହସିଲ ଅଧୀନରେ ବିରୂପା, ଗେଙ୍ଗୁଟି ଓ କେଲୁଅ ନଦୀ ରହିଛି। ମାତ୍ର ବିରୂପା ଓ ଗେଙ୍ଗୁଟି ନଦୀରୁ ଏବେ ବ୍ୟାପକ ଭାବେ ବେଆଇନ ବାଲି…