ଆମ ଜିଲା ଖବର

କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।…

5 years ago

ଗ୍ରାମାଞ୍ଚଳରେ ମାଡୁଛି ଭୂତାଣୁ

ବଇଣ୍ଡା, ୩୦।୫(ଡି.ଏନ.ଏ.) ଶିଳ୍ପ ଜିଲା ଅନୁଗୋଳରେ କରୋନା ସଂକ୍ରମଣ ରେକର୍ଡ କଲାଣି। ପ୍ରଥମେ ସହର ପରେ ଏବେ ଗ୍ରାମାଞ୍ଚଳ ପାଲଟିଛି ଭୂତାଣୁର ହଟ୍‌ସ୍ପଟ୍‌। ପଞ୍ଚାୟତର ଘରେ ଘରେ ଉଭୟ…

5 years ago

୫୦ ଫୁଟ ତଳକୁ ଖସିଲା ୧୦୨ ଆମ୍ବୁଲାନ୍ସ

କପ୍ତିପଦା/ଠାକୁରମୁଣ୍ଡା,୨୯ା୫: ମୟୂରଭଞ୍ଜ ଜିଲା କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ଶରତ ୩ ନମ୍ବର ଘାଟିରେ ଶନିବାର ଏକ ୧୦୨ ଆମ୍ବୁୁଲାନ୍ସ ୫୦ ଫୁଟ ତଳକୁ ଖସି ପଡ଼ିଛି। ସେଥିରେ କେହି…

5 years ago

ଡାକ୍ତରଖାନାରେ ମୃତଦେହ ପକାଇ ଖସିଗଲେ ଦୁର୍ବୃତ୍ତ

ବରଗଡ଼ ଅଫିସ୍‌,୨୯।୫: ବରଗଡ଼ ସଦର ଥାନା ଅଧୀନ ପଥର୍ଲା ଛକ ନିକଟରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଜଣେ ଟ୍ରାକ୍ଟର ଡ୍ରାଇଭରଙ୍କୁ ଠେଙ୍ଗାରେ ଅତର୍କିତ ଆକ୍ରମଣ…

5 years ago

ମାଓବାଦୀ କମାଣ୍ଡରରୁ ବିଧାୟିକା

ମାଲକାନଗିରି,୨୯ା୫: ଦିନ ଥିଲା ମାଓବାଦୀ ସଙ୍ଗଠନର ସେ ନେତୃତ୍ୱ ନେଉଥିଲେ। ତାଙ୍କ ନିର୍ଦ୍ଦେଶରେ ପରିଚାଳିତ ହେଉଥିଲେ ସମସ୍ତେ। ଯେକୌଣସି ସ୍ଥାନରେ ପୋଲିସ ଉପରକୁ ଆକ୍ରମଣ ହେଉ ଅବା…

5 years ago

ମଦ ଦୋକାନ ସିଲ୍‌ କଲା ପୋଲିସ

କେନ୍ଦୁଝର,୨୯ା୫(ସ୍ବ.ପ୍ର./ଡି.ଏନ.ଏ.): କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରି ମଦ ବିକ୍ରି କରୁଥିବା ଅଭିଯୋଗରେ ନରଣପୁର ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନକୁ ଟାଉନ ପୋଲିସ ଶନିବାର ସିଲ୍‌…

5 years ago

୨ବର୍ଷର ପୁଅକୁ ଧରି ଟ୍ରେନ୍‌ ଆଗକୁ ଡେଇଁଲେ ମହିଳା

ରୂପ୍‌ସା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଦକ୍ଷିଣ-ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ୍‌ ଅଧୀନ ରୂପ୍‌ସା-ବସ୍ତା ଷ୍ଟେଶନ ମଝି ନୂଆଗାଁ ରେଳଷ୍ଟେଶନ ନିକଟରେ ଶନିବାର ଜଣେ ମହିଳା ୨ବର୍ଷର ଶିଶୁପୁତ୍ରକୁ ଧରି…

5 years ago

ବାତ୍ୟା ଧୋଇନେଲା କଲଭର୍ଟ: ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହଇରାଣ

ପାଟଣା,୨୯।୫(ସ୍ବ.ପ୍ର.): ବାତ୍ୟା ୟାସ୍‌ ପ୍ରଭାବରେ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସାହାରପଡା ରାସ୍ତା ମଧ୍ୟରେ ଥିବା ଜହ୍ନଇନାଳ କଲଭର୍ଟ ଧୋଇ ହୋଇଯାଇଛି। ଏ ନେଇ ଗମନାଗମନ…

5 years ago

ଗଞ୍ଜାମର ୫.୮୩ ଲକ୍ଷ ନେଲେଣି ପ୍ରଥମ ଡୋଜ ଟିକା

ଛତ୍ରପୁର,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକା ନେବାକୁ ଲୋକଙ୍କ ଆଗ୍ରହ ବଢିଛି। ଜିଲାରେ ଶୁକ୍ରବାର ସୁଦ୍ଧା…

5 years ago

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୨୯ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୋନପୁର ପଞ୍ଚାୟତର ସରପଞ୍ଚ କେଶରସେନ ମୁଠାମାଝିଙ୍କୁ କିଛି ଦୁର୍ବୁତ୍ତ ହତ୍ୟା ଧମକ ଦେଇଥିବା ଦାରିଙ୍ଗବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ…

5 years ago