ଆମ ଜିଲା ଖବର

ଅରଖକୁଦାରେ ପଶିଲା ଜୁଆରପାଣି

ବ୍ରହ୍ମଗିରି,୨୭।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ୟାସ୍‌ ପୁରୀ ଜିଲାରେ ବିଶେଷ କ୍ଷୟକ୍ଷତି କରିନାହିଁ। ତଥାପି ବ୍ରହ୍ମଗିରି ଅଞ୍ଚଳରେ ବାତ୍ୟା ପ୍ରଭାବରେ ବୁଧବାର କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଅରଖକୁଦା ଗାଁରେ…

5 years ago

ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ

ଜଟଣୀ,୨୭।୫(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ପରେ ଖୋର୍ଦ୍ଧା ରୋଡ୍‌ ରେଳମଣ୍ଡଳ (ଜଟଣୀ) ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ବାତ୍ୟା ଯୋଗୁ କ୍ଷୟକ୍ଷତିକୁ ରୋକିବା ନିମନ୍ତେ ଟ୍ରେନ୍‌ ଚଳାଚଳ,…

5 years ago

ବାତ୍ୟା ସମୟରେ ଭଦ୍ରକରେ ୬୯ ଶିଶୁ ଜନ୍ମ

ଭଦ୍ରକ,୨୭।୫: ଭଦ୍ରକ ଜିଲା ପ୍ରଶାସନର ରେକର୍ଡ ଅନୁଯାୟୀ, ୟାସ୍‌କୁ ଦୃଷ୍ଟିରେ ରଖି ୨୨୪ ଜଣ ଆସନ୍ନ ପ୍ରସବାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ଥାନୀୟ ଆଶା ଓ ଅଙ୍ଗନୱାଡି…

5 years ago

ନଦୀରେ ଫସିଥିବା ୧୦ଜଣଙ୍କୁ କୂଳକୁ ଆଣିଲା ଏନ୍‌ଡିଆର୍‌ଏଫ୍‌

ଜଗତ୍‌ସିଂହପୁର ଅଫିସ, ୨୭।୫: ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ଜପା ପଞ୍ଚାୟତର ଦାଶମଠ ନିକଟ ନଦୀରେ ମଙ୍ଗଳବାର ସନ୍ଧ୍ୟାରେ ୧୦ ଜଣ ଫସି ଯାଇଥିଲେ। ସେମାନେ…

5 years ago

ବାତ୍ୟା ପରେ ବନ୍ୟା ଭୟ

ବାରିପଦା ଅଫିସ,୨୭।୫: ବାତ୍ୟା ‘ୟାସ’ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଏବେ ବନ୍ୟା ଚିନ୍ତା ଘାରିଛି। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଅତି ପ୍ରବଳ…

5 years ago

ନକଲି ୱେବ୍‌ସାଇଟ୍‌ ଖୋଲି ଲୁଟିଥିଲେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବରଗଡ଼ ଅଫିସ୍‌,୨୬।୫: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ବୁଧବାର ଏକ ସାଇବର କ୍ରାଇମର ପର୍ଦ୍ଦାଫାଶ କରିଛି। ଏକ କମ୍ପାନୀ ନାମରେ ୱେବସାଇଟ୍‌ ଖୋଲି ଜାଲ ଦସ୍ତଖତ…

5 years ago

ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭଦ୍ରକ ଅଫିସ,୨୬।୫: କେହି ଜଣେ ଦୁର୍ବୃତ୍ତ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ନାଁରେ ସୋସିଆଲ ମିଡିଆରେ ଖୋଲିଛନ୍ତି ଫେକ୍‌ ଆକାଉଣ୍ଟ। ଜିଲାପାଳ ନିଜର ଫେସ୍‌ବୁକ ଆକାଉଣ୍ଟ…

5 years ago

ଉଦାହରଣ ସାଜିଛନ୍ତି ଗର୍ଭବତୀ ଆଶାକର୍ମୀ

ବ୍ରହ୍ମପୁର ଅଫିସ,୨୬ା୫: କରୋନା ଯୁଦ୍ଧରେ ବହୁ ଆଗଧାଡ଼ିର ଯୋଦ୍ଧା ଲଢ଼େଇ କରୁଛନ୍ତି। ତନ୍ମଧ୍ୟରେ ଆଶାକର୍ମୀ ହେଉଛନ୍ତି ଅନ୍ୟତମ। ସେମାନେ କରୋନା ସମୟରେ ଜୀବନକୁ ବାଜି ଲଗାଇ ତାଙ୍କର…

5 years ago

ୟାସ୍‌ ପ୍ରଭାବ: ଭାଙ୍ଗିଲା ଗଛ, ଜନଜୀବନ ଅସ୍ତବ୍ୟସ୍ତ

ହାଟଡିହୀ,୨୬।୫(ଡିି.ଏନ୍‌.ଏ.): ବାତ୍ୟା ୟାସ୍‌ର ପ୍ରଭାବ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ବଡ଼ ଧରଣର କୌଣସି କ୍ଷୟକ୍ଷତି ହୋଇ ନ ଥିଲେ ହେଁ…

5 years ago

ୟାସ୍‌ ପ୍ରଭାବ: ବାହାନଗା ବ୍ଲକର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି

ବାହାନଗା,୨୬।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ସମୁଦ୍ର କୂଳ ଦେଇ ୟାସ୍‌ ଅତିକ୍ରମ କରିବା ବେଳେ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛିି।…

5 years ago