ମହାକାଳପଡ଼ା,୬ା୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ଷାଠିଏବାଟି ଗ୍ରାମର ପ୍ରମୋଦ ସାମଲ (୫୮), କୌଳାସ ବେହେରା(୫୫) ଆଖଡ଼ାଶାଳୀ ଯୋର ନିକଟ ଖେଣ୍ଟା ଜମିରୁ ପାଣି…
ପଦ୍ମପୁର,୬।୧୨(ବ୍ୟୁରୋ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ରାଜଘରପୋଖରୀ ଗ୍ରାମର ଜଣେ ବ୍ୟକ୍ତିଙ୍କର ମୃତଦେହ ନିକଟସ୍ଥ ମହାପାତ୍ର ସାହି ପୋଖରୀରୁ ସୋମବାର ଜବତ କରାଯାଇଛି। ମୃତ ବ୍ୟକ୍ତି…
ଖୋର୍ଦ୍ଧା ଅଫିସ/ବାଲୁଗାଁ/ଟାଙ୍ଗୀ,୬ା୧୨ (ଡି.ଏନ.ଏ.): ‘ଜଓ୍ବାଦ’ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାଚିଲା ଧାନ ବିଲରେ ମିଶିଯାଇଛି। ଫଳରେ ବର୍ଷକର ଦାନାପାଣି ଉଜୁଡ଼ିବା ଆଶଙ୍କାରେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି।…
ରସୁଲପୁର,୬ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକରେ ୧୦୦୦ରୁ ଊର୍ଦ୍ଧ୍ୱ ରାଶନକାର୍ଡଧାରୀ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ହିତାଧିକାରୀଙ୍କ ନାମ ଏକାଧିକ କାର୍ଡରେ ରହିଥିବାରୁ ସେମାନଙ୍କ କାର୍ଡ ବାତିଲ କରି ଦିଆଯାଇଛି।…
ରସୁଲପୁର,୬ା୧୨(ଡି.ଏନ.ଏ.): ବାତ୍ୟା ଜଓ୍ବାଦ ବିପଦ ଟଳିଥିବାରୁ ରସୁଲପୁର ବ୍ଲକ ଅଞ୍ଚଳରେ ପବନ ବେଗ କମ ପରିଲକ୍ଷିତ ହୋଇଛି। ଫଳରେ ମଞ୍ଚା ଜାତୀୟ ଫସଲ ବିଶେଷକରି ପାନବରଜ ଚାଷୀଙ୍କ…
କେନ୍ଦ୍ରାପଡ଼ା ଅଫିସ,୬ା୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ଦୁଇଦିନ ଧରି ଝିପିଝିପି ବର୍ଷା ହେଉଥିଲା। ରବିବାର ସକାଳଠାରୁ ବାତ୍ୟା ଜଓ୍ବାଦ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି। ସକାଳ…
ଜଗତ୍ସିଂହପୁର ଅଫିସ/ପାରାଦୀପ/ ଏରସମା/ତିର୍ତ୍ତୋଲ/ରଘୁନାଥପୁର/ ନାଉଗାଁ,୬ା୧୨(ସ୍ବ.ପ୍ର./ଡି.ଏନ୍.ଏ.): ବାତ୍ୟା ‘ଜୱାଦ’ ପ୍ରଭାବରେ ଜଗତ୍ସିଂହପୁର ଜିଲାରେ ହାରାହାରି ବର୍ଷା ୧୧୪.୩୭୫ ମିଲିମିଟର ରେକର୍ଡ ହୋଇଛି। ଅପରାହ୍ନ ୪ଟା ମଧ୍ୟରେ ଜଗତ୍ସିଂହପୁର ପୌରାଞ୍ଚଳର ଓ…
ପାତ୍ରପୁର,୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ଉଲୁମା ଗ୍ରାମର ଜଣେ ଚାଷୀ ରବିବାର କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୈଳାସ ଶବର…
ପିପିଲି,୬।୧୨(ଡି.ଏନ୍.ଏ.): ଏବେ ବି ବଞ୍ଚିଛି ମାନବିକତା। ଜଣେ ଅବସରପ୍ରାପ୍ତ ସୈନିକଙ୍କ ହଜିଥିବା ପର୍ସ ୩ଜଣ ବନ୍ଧୁ ଫେରାଇ ଦେଇଛନ୍ତି। ଭୁବନେଶ୍ୱରର ଅବସରପ୍ରାପ୍ତ ସୈନିକ ଧନଞ୍ଜୟ ଆଚାର୍ଯ୍ୟ ରବିବାର…
ଏମ୍ଭି୭୯,୬ା୧୨(ଡି.ଏନ.ଏ.): ଇଚ୍ଛା ଓ ଆଗ୍ରହ ଥିଲେ ଜଣେ ଯେକୌଣସି ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରିପାରେ। ତା’ର ସଫଳତାକୁ କୌଣସି ପ୍ରତିବନ୍ଧକ ରୋକିପାରେ ନାହିଁ। ମାଲକାନଗିରି ଜିଲା ପରି…