ଆମ ଜିଲା ଖବର

ସ୍ତ୍ରୀଙ୍କ ଗଳା କାଟି ପାଖରେ ବସି ରହିଥିଲେ

କୁନ୍ଦୁରା,୧୦ା୭ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଗଦେରି ପଞ୍ଚାୟତ ଅନ୍ତର୍ଗତ ବୁଦାଗୁଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ବାମୀ ସ୍ତ୍ରୀଙ୍କ ଗଳା କାଟି…

4 years ago

ଦୁର୍ଦ୍ଦାନ୍ତ ମାଓବାଦୀ ଲକ୍ଷ୍ମଣଙ୍କୁ ଧରିଲେ ଯବାନ

ମାଲକାନଗିରି, ୧୦ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ତୁଳସୀ ପାହାଡ଼ରେ କୋମ୍ବିଂ ଅପରେଶନ ବେଳେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ ହୋଇଛନ୍ତି। ସେ ହେଲେ ଲକ୍ଷ୍ମଣ…

4 years ago

ଖରିଫ ଚାଷ ପାଇଁ ଇନ୍ଦ୍ରାବତୀରୁ ଛଡ଼ାଗଲା ପାଣି

କୋକସରା,୧୦।୭(ଡି.ଏନ୍‌.ଏ.): ଚଳିତ ୨୦୨୨-୨୩ ଖରିଫ ଚାଷ ପାଇଁ କଳାହାଣ୍ଡି ଜିଲା ମୁଖୀଗୁଡ଼ାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାର ମେଗାଲିଫ୍ଟ କେନାଲ ମଙ୍ଗଳପୁର ବ୍ୟାରେଜରୁ ରବିବାର ପାଣି ଛଡାଯାଇଛି। ଏହାଦ୍ୱାରା ଜୟପାଟଣା,…

4 years ago

କାରଖାନାରୁ ଚୋରି କରି ଗିରଫ ହେଲେ ସମିତି ସଭ୍ୟ

କୁଆଁରମୁଣ୍ଡା,୧୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ ବିଜାବାହାଲାସ୍ଥିତ ପବନ ଜୟ ସ୍ପଞ୍ଜ କାରଖାନାରୁ ତମ୍ବା ଖୁମ୍ବ ଚୋରି ଘଟଣାରେ ପୋଲିସ ରବିବାର ଜଣେ ସମିତି ସଭ୍ୟଙ୍କୁ…

4 years ago

ମହଣ ମହଣ ସୁନାରେ ଝଲସିଲେ ମହାପ୍ରଭୁ

ପୁରୀ ଅଫିସ୍‌,୧୦।୭: ରବିବାର ସିଂହଦ୍ୱାର ସମ୍ମୁଖରେ ରଥାରୁଢ ଦାରୁଦିଅଁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଝଲସିଛନ୍ତି ବିଶ୍ୱନିୟନ୍ତା। ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ…

4 years ago

ଦର୍ଶନ ଲାଗି ଧାଡ଼ିରେ ଠିଆ ହୋଇଥିଲେ, ବେକରୁ ଝାମ୍ପିନେଲେ ସୁନାହାର

ବ୍ରହ୍ମପୁର ଅଫିସ,୧୦।୭: ବ୍ରହ୍ମପୁର ସହରରେ ଲୁଟେରା ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଛନ୍ତି। ରବିବାର ହରିଶୟନ ଏକାଦଶୀ। ଏହି ଅବସରରେ ଠାକୁରଙ୍କ ଦର୍ଶନ ପାଇଁ ଗୋଶାଣୀନୂଆଗାଁ ଜଗନ୍ନାଥ ମନ୍ଦିରରେ…

4 years ago

ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ

ପୁରୀ ଅଫିସ୍‌,୧୦।୭: ମହାପ୍ରଭୁଙ୍କ ସୁନାବେଶ ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଶେଷ ହୋଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶରେ ସଜ୍ଜିତ କରାଯାଉଛି। ମହଣ ମହଣ ସୁନା କାନ୍ଧେଇ…

4 years ago

୧୫ ହିତାଧିକାରୀଙ୍କୁ ମିଳିଲା ୭ ମାସର ଭତ୍ତା

ଦଶମନ୍ତପୁର, ୧୦।୭ ( ଡି.ଏନ୍‌.ଏ. ): ୭ ମାସ ହେଲାଣି ୧୫ ଜଣ ହିତାଧିକାରୀଙ୍କୁ ମିଳୁ ନ ଥିଲା ଭତ୍ତା। ଏନେଇ ସେମାନେ ପଞ୍ଚାୟତ ଓ ବ୍ୟାଙ୍କ ବୁଲି…

4 years ago

ଅଳ୍ପ ବର୍ଷାରେ ଧୋଇଗଲା କଲଭର୍ଟ

କୁଡୁମୁଲୁଗୁମ୍ମା,୧୦।୭(ଡି.ଏନ.ଏ.): ମାଲାକନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ଅଣ୍ଡ୍ରdହଲ ପଞ୍ଚୟତଠାରୁ ଅନକାଡେଲିକୁ ସଂଯୋଗ କରୁଥିବା କାତାଙ୍ଗଗୁଡା କଲଭର୍ଟ୍‌ଟି ଅଳ୍ପ ବର୍ଷା ରେ ମଧ୍ୟ କ୍ଷତି ହୋଇଛି। ଏହା ଧୋଇ…

4 years ago

ଜିଲାରେ ୫୨୩ ହେକ୍ଟର ଜମିରେ କଫି ଚାଷ ପାଇଁ କ୍ଷେତ୍ର ପ୍ରସ୍ତୁତ

କୋରାପୁଟ,୧୦।୭(ସ୍ବ.ପ୍ର.): କୋରାପୁଟ ଜିଲାରେ ବ୍ୟାପକ ହେବ କଫି ଚାଷ ା ଏନେଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ କୋରାପୁଟ ଜିଲା ପ୍ରଶାସନ ଏନେଇ ଉଦ୍ୟମ ଆରମ୍ଭ କରିଛି ା…

4 years ago