ଆମ ଜିଲା ଖବର

ମେଗା ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟରେ ଫାଟ

ଯାଜପୁର ଅଫିସ,୨୭ା୫: ରାଜ୍ୟରେ ମେଗା ପାଇପ୍‌ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପ ନିର୍ମାଣରେ ବିଳମ୍ବ ଏବଂ ନିମ୍ନମାନର କାର୍ଯ୍ୟ ହେଉଛି। ଆବଶ୍ୟକ ନିର୍ମାଣ ସାମଗ୍ରୀ ବ୍ୟବହାର ହେଉ…

4 years ago

ଆଖିପତାରେ ବଢୁଛି ମାଂସପିଣ୍ଡୁଳା

ନାଉଗାଁ,୨୭ା୫(ସ୍ବ.ପ୍ର.): ଆଖି ପତାରେ ବଢ଼ୁଛି ମାଂସପିଣ୍ଡୁଳା। ଅସହ୍ୟ ଯନ୍ତ୍ରଣା ହେଉଛି। ମାତ୍ର ନାବାଳକଙ୍କ ଦୁଃଖ ଶୁଣିବାକୁ କେହି ନାହାନ୍ତି। କାରଣ ସେ ଦିବ୍ୟାଙ୍ଗ ହୋଇଥିବାବେଳେ ଅନାଥ। ଚିକିତ୍ସା…

4 years ago

ଜଗତ୍‌ସିଂହପୁରରେ ଡ୍ରେନ୍‌ ସମସ୍ୟା ଚିନ୍ତାଜନକ

ଜଗତ୍‌ସିଂହପୁର ଅଫିସ,୨୭ା୫: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ।…

4 years ago

କାମରେ ଲାଗୁନି ଅଙ୍ଗନୱାଡି ଗୃହ

କୋରେଇ,୨୭ା୫(ସ୍ବ.ପ୍ର.): କୋରେଇ ବ୍ଲକ ତଳଗଡ଼ ପଞ୍ଚାୟତ ଉପୁଳାଇ ଅଙ୍ଗନୱାଡି ଗୃହ ପିଲାଙ୍କ କାମରେ ଲାଗୁନି। ଦୁଇବର୍ଷ ହେଲା ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ପିଲା…

4 years ago

୪୫ ଚାଷୀଙ୍କ ୩୭ ଲକ୍ଷ ଟଙ୍କା ବାକି

ଯାଜପୁର ଅଫିସ,୨୭ା୫: ସରକାର ଧାନର ଅଭାବୀ ବିକ୍ରୀରେ ସୁଧାର ଆଣିବାକୁ ଲକ୍ଷ୍ୟ ରଖି ଚାଷୀ ପ୍ରାଥମିକ ସେବା ସମବାୟ ସମିତି (ପ୍ୟାକ୍ସ)ରେ ଧାନ ବିକ୍ରୀ କରିବାକୁ ଯୋଜନା…

4 years ago

ୱାଚ୍‌ ଟାୱାର ଉପରୁ ରଖାଯିବ ନଜର

ଢେଙ୍କାନାଳ ଅଫିସ,୨୭।୫: ରାଜ୍ୟରେ ହାତୀମୃତ୍ୟୁରେ ଅଙ୍କୁଶ ଲାଗିପାରୁନି। କେତେବେଳେ ଦୁର୍ଘଟଣା ତ ଆଉ କେବେ ରୋଗ ସଂକ୍ରମଣର ଶିକାର ହୋଇ ଚାଲିଯାଉଛି ଏହି ବିଶାଳକାୟ ସ୍ତନ୍ୟପାୟୀ ପ୍ରାଣୀଙ୍କ…

4 years ago

ବୋହୂ ଋଣ ପାଇଁ ଶାଶୁଙ୍କୁ ତାଲା

ରାଜକନିକା,୨୭ା୫ (ଡି.ଏନ୍‌.ଏ.): ରାଜ୍ୟ ସରକାର ମିଶନ ଶକ୍ତି ଯୋଜନାରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ଲାଗି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଜରିଆରେ କମ୍‌ ସୁଧ ହାରରେ ବ୍ୟାଙ୍କ…

4 years ago

ପୂଜାର୍ଚ୍ଚନା ପରେ ରୋଡ୍‌ ଶୋ’ ଆରମ୍ଭ କଲେ ଅଳକା

ଝାରସୁଗୁଡ଼ା ଅଫିସ,୨୬ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବେଲପାହାଡ ପୌରାଞ୍ଚଳକୁ ଅଧିକ ଗୁରୁତ୍ୱ ଦେଇଛି। ଗୁରୁବାର ଦଳୀୟ ପ୍ରାର୍ଥିନୀ ଅଳକା ମହାନ୍ତି ଶନି ମନ୍ଦିରରେ ପୂଜାର୍ଚ୍ଚନା କରି ରୋଡ୍‌…

4 years ago

ଜଙ୍ଗଲରେ ଚାଲିଥିଲା ଚୋରାଚାଲାଣ ପ୍ରସ୍ତୁତି, ପହଞ୍ଚିଗଲା ପୋଲିସ

ମାଲକାନଗିରି,୨୬।୫(ଡି.ଏନ.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ପୋଲିସ ପାଟ୍ରୋଲିଂ ସମୟରେ ଜଙ୍ଗଲରୁ ୧୧୨ କେଜି ଗଞ୍ଜେଇ ଏବଂ ୨ ବନ୍ଧୁକ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ…

4 years ago

ରାତିରେ ଯାଇଥିଲେ ଯାତ୍ରା ଦେଖିବାକୁ, ସକାଳୁ ମିଳିଲା ଯୁବତୀଙ୍କ ମୃତଦେହ

ଚନ୍ଦ୍ରପୁର,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ପଞ୍ଚାୟତ ଅଧୀନ ଚିଚିପଙ୍ଗା ନିକଟ ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାପାର୍ଶ୍ୱରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ…

4 years ago