ବୁଗୁଡ଼ା,୨୬।୫(ଡି.ଏନ.ଏ.): ବୁଗୁଡା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ୧୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ୨୮ ଉଚ୍ଚ ବିଦ୍ୟାଳୟ ଏପରି ମୋଟ ୧୪୭ ବିଦ୍ୟାଳୟ କାର୍ଯ୍ୟ…
ବଅଁରପାଳ,୨୬।୫ (ଡି.ଏନ.ଏ.): କେଉଁଠି ବିଦ୍ୟୁତ୍ ଖୁଣ୍ଟର ମୂଳ ନଷ୍ଟ ହୋଇଗଲାଣି ତ ଆଉ କେଉଁଠି ଖୁଣ୍ଟ ବାଙ୍କି ଗଲାଣି। ଅନେକ ସ୍ଥାନରେ ନିର୍ଦ୍ଧାରିତ ଉଚ୍ଚତାଠାରୁ ତଳକୁ ଓହଳି ରହିଛି…
ଢେଙ୍କାନାଳ ଅଫିସ, ୨୬।୫: ଢେଙ୍କାନାଳ ସହର ବସଷ୍ଟାଣ୍ଡ୍ ଅମଲାପଡ଼ାସ୍ଥିତ ୧୧୦ ବର୍ଷ ପ୍ରାଚୀନ ମହିମା ଟୁଙ୍ଗିରେ ସୋମବାର ମହାସମାରୋହରେ ମହିମା ମେଳା ପାଳିତ ହୋଇଯାଇଛି। ଅନୁଗାମୀ ପ୍ରସନ୍ନା ମହାପାତ୍ରଙ୍କ…
କାମାକ୍ଷାନଗର, ୨୬।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ନିକଟରେ ବୁଧବାର ଏକ ଦୁର୍ଘଟଣାକୁ ନେଇ ଲଙ୍କାକାଣ୍ଡ ଘଟିଛି। ଏଥିରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ…
ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଛି। ଜାତୀୟ ରାଜପଥ ହେଉ କି ରାଜ୍ୟ ରାଜପଥ, ଦୈନିକ ଦୁର୍ଘଟଣାରେ ଏକାଧିକ ଲୋକଙ୍କ…
ଛତ୍ରପୁର,୨୬।୫(ଡି.ଏନ.ଏ.) ଗଞ୍ଜାମ ଜିଲାରେ ସ୍କୁଲ ସକାଳୁଆ ଚାଲିଛି। ବିଭିନ୍ନ ସମୟରେ ବିଭିନ୍ନ ସ୍କୁଲରେ ଶିକ୍ଷକମାନେ ବିନା ଅନୁମତିରେ ଅନୁପସ୍ଥିତ ରହୁଛନ୍ତି। ଏଥିସହ କେତେକ ଶିକ୍ଷକ ବିଳମ୍ବରେ ସ୍କୁଲ ଆସୁଥିବା…
ଦାରିଙ୍ଗବାଡ଼ି,୨୬।୫(ଡି.ଏନ.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଦୈନିକ ଶହ ଶହ ପର୍ଯ୍ୟଟକ ଆସୁଛନ୍ତି। ଏହାକୁ ସରସ ସୁନ୍ଦର କରିବାକୁ ବହୁବାର ବୈଠକ ବସୁଛି ହେଲେ ଏବେ ଉକ୍ତ ଅଞ୍ଚଳରେ…
ଆର.ଉଦୟଗିରି/ପାରଳାଖେମୁଣ୍ଡି, ୨୬।୫(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଡମ୍ବଗୁଡା ଗ୍ରାମ ପଞ୍ଚାୟତର ନିଲ୍ଡିକ୍ଲିଆ ଗ୍ରାମରେ ପହଞ୍ଚି ପାରୁନି ମୌଳିକ ସୁବିଧା। ସରକାରଙ୍କ ମାଳ ମାଳ ଯୋଜନା ଏଠି ବାଟବଣା…
ଜଳେଶ୍ୱର, ୨୬।୫(ଡି.ଏନ.ଏ.): ୬୦ନଂ ଜାତୀୟ ରାଜପଥର ଜଳେଶ୍ୱର ନିକଟ ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟବର୍ତ୍ତୀ ଅଞ୍ଚଳରେ ଏମ୍ଭିଆଇ ପରିଚୟ ଦେଇ ଅର୍ଥ ଆଦାୟ କରୁଥିବା ପଶ୍ଚିମବଙ୍ଗ ସୋନାକଣି ଅଞ୍ଚଳର ଅରିନ୍ଦମ…
କେନ୍ଦୁଝର, ୨୬।୫ (ସ୍ବ.ପ୍ର.): କିଛି ଦିନ ତଳେ ବାଙ୍ଗାଲୋରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଯୁବତୀଙ୍କ ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଛି। ମୃତକ ହେଲେ କେନ୍ଦୁଝର ଜିଲା ବାଂଶପାଳ ବ୍ଲକ…