ପୁରୀ ଅଫିସ,୩।୪: ଶ୍ରୀମନ୍ଦିର ସମ୍ମୁଖରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚପଲ ଷ୍ଟାଣ୍ଡ ବ୍ୟାରିକେଟରେ ଜଣେ ଶିଶୁକନ୍ୟା ଫସି ରହିଥିଲେ। ପୋଲିସ ଏବଂ ଅଗ୍ନିଶମ ବାହିନୀ…
କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନୂଆ ଗାଇଡ୍ଲାଇନ୍ ଜାରି…
ଦିଗପହଣ୍ଡି,୩।୪(ଡି.ଏନ୍.ଏ.): ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣା ଓଡ଼ିଶା ବିଧାନସଭା ଇତିହାସରେ ପ୍ରଥମ ଘଟଣା। ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା…
କୋଣାର୍କ,୩।୪(ଡି.ଏନ୍.ଏ.): କରୋନା ସମୟରେ ନିରବଚ୍ଛିନ୍ନ ଖବର ପରିବେଷଣ କରିବା ଦିଗରେ ପ୍ରମୁଖ ଭୂମିକା ନିର୍ବାହ କରୁଥିବା ଓଡ଼ିଶାର କାର୍ଯ୍ୟରତ ଖବରଦାତାମାନଙ୍କୁ କରୋନା ଟିକା ପ୍ରଦାନ ନିମନ୍ତେ ରାଜ୍ୟ…
ନିଆଳି,୩।୪(ଡି.ଏନ.ଏ.): କଟକ ଜିଲା ନିଆଳି ଅଞ୍ଚଳରେ ପୁଣି ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗୁରୁବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ନିଆଳି ବ୍ଲକ ଅନ୍ତର୍ଗତ ତିହୁଡି ପଞ୍ଚୟତ…
ଭବାନୀପାଟଣା(ଡି.ଏନ୍.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର…
କଟକ ଅଫିସ,୩।୪: ଆଦିକବି ସାରଳା ଦାସ ହେଉଛନ୍ତି ଆଧୁନିକ ଓଡ଼ିଆ ଭାଷାର ଜନକ। ପଞ୍ଚଦଶ ଶତାବ୍ଦୀରେ ପ୍ରଚଳିତ ଭାଷାକୁ ବ୍ୟବହାର କରି ଓଡ଼ିଆ ସାହିତ୍ୟକୁ ଲୋକାଭିମୁଖୀ କରିବାରେ…
ମାଲକାନଗିରି,୩।୪ (ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର…
ଭୁବନେଶ୍ୱର,୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ଶୁକ୍ରବାର ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛନ୍ତି। ପୂର୍ବରୁ ଭାଜପା ନିଜର ଷ୍ଟାର କ୍ୟାମ୍ପେନର ତାଲିକା…
କଟକ ଅଫିସ,୩।୪: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟର କାର୍ଯ୍ୟସୂଚୀ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା ୧୫ରେ ପ୍ରଥମ ପର୍ଯ୍ୟାୟରେ…