ଆମ ଜିଲା ଖବର

କୋଟିଆକୁ ପାଣି ଅଟକାଇଲା ଆନ୍ଧ୍ର

ପଟ୍ଟାଙ୍ଗୀ,୨୦।୫(ଡି.ଏନ୍‌.ଏ.):କୋରାପୁଟ ଜିଲା କୋଟିଆ ଅଞ୍ଚଳ ଗ୍ରାମପୁଞ୍ଜଗୁଡ଼ିକୁ ଆନ୍ଧ୍ର ନିଜ ଅଞ୍ଚଳ ଦାବି କରୁଥିବା ବେଳେ ପଟ୍ଟାଙ୍ଗୀ ବ୍ଲକରେ ଆନ୍ଧ୍ର ପୁଣି ଦାଦାଗିରି ଆରମ୍ଭ କରିଛି। ପଟ୍ଟାଙ୍ଗୀ ବ୍ଲକ…

4 years ago

ଥାନା ଆଗରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ମହିଳା

ମାଲକାନଗିରି,୧୯ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ଥାନା ସମ୍ମୁଖରେ ଜଣେ ମହିଳା ଗୁରୁବାର ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗଙ୍ଗଲା ଗ୍ରାମର ସୁକାନ୍ତି ମାଝି(୫୦)।…

4 years ago

ୱାଟର ହିଟରରୁ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମହିଳା ମୃତ

ନବରଙ୍ଗପୁର, ୧୯।୫(ବି.ପ୍ର.): ପାଣି ଗରମ କଲା ବେଳେ ୱାଟର ହିଟରର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନବରଙ୍ଗପୁର ସହର…

4 years ago

ସୁନା ବ୍ୟବସାୟୀଙ୍କଠାରୁ ଚୋରିକରି ପଳାଉଥିଲେ ଡ୍ରାଇଭର

ଦେବଗଡ଼,୧୯ା୫(ଡି.ଏନ୍‌.ଏ.)-ପଶ୍ଚିମବଙ୍ଗର ଜଣେ ସୁନା ବ୍ୟବସାୟୀଙ୍କଠାରୁ ୭ଲକ୍ଷ ୧୦ ହଜାର ଟଙ୍କା ଚୋରି କରିବା ଅଭିଯୋଗରେ ଜଣେ ଡ୍ରାଇଭରଙ୍କୁ ଦେବଗଡ଼ ପୋଲିସ ଗିରଫ କରିଛିି। ତାଙ୍କ ନାମ ମୁକୁଳ…

4 years ago

ଶ୍ୱଶୁର ଘର ଯିବାକୁ ବାହାରି ଥିଲେ, ମିଳିଲା ନାଳରୁ ମୃତଦେହ

ବ୍ରହ୍ମପୁର ଅଫିସ,୧୯ା୫: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମ ନିକଟ କୁରେଇଶୁଣି ମନ୍ଦିର ପାର୍ଶ୍ୱରେ ଥିବା ଏକ ନାଳରୁ ଜଣେ ଯୁବକଙ୍କ ମୃତଦେହ ଗୁରୁବାର ପୋଲିସ…

4 years ago

ବିଜେଡି ହାତମୁଠାକୁ ଟାଣ କରିବା ପାଇଁ ବରିଷ୍ଠ ନେତୃବୃନ୍ଦଙ୍କ ଆହ୍ବାନ

ବ୍ରଜରାଜନଗର/ଝାରସୁଗୁଡ଼ା ଅଫିସ,୧୯।୫: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ବ୍ରଜରାଜନଗରରେ ବିଜୁ ଜନତା ଦଳର ଏକ କାର୍ଯ୍ୟାଳୟ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ବ୍ରଜରାଜନଗର ମ୍ୟୁନିସିପାଲିଟିରେ ଅବସ୍ଥିତ ପ୍ରବାଦ ପୁରୁଷ…

4 years ago

ପୂର୍ଣ୍ଣ ଦର୍ଶକରେ ବାରବାଟୀ ମ୍ୟାଚ୍‌

କଟକ ଅଫିସ,୧୯।୫: ପୂର୍ଣ୍ଣ ଦର୍ଶକୀୟ ’କ୍ଷମତାରେ ବାରବାଟୀ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏ ନେଇ ଗୁରୁବାର ବିସିସିଆଇ ପକ୍ଷରୁ ଅନୁମତି ମିଳିଛି। ଜୁନ୍‌ ୧୨ରେ ଭାରତ-ଦକ୍ଷିଣ ଆଫ୍ରିକା…

4 years ago

୨ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦିନକର ଦରମା ବନ୍ଦ

ଛତ୍ରପୁର,୧୯।୫(ଡି.ଏନ.ଏ.)-ସ୍କୁଲରେ ଅନୁପସ୍ଥିତ ରହିବା ନେଇ ଗଞ୍ଜାମ ଜିଲାର ୨ ଜଣ ସହକାରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି । ଉକ୍ତ ୨ ଶିକ୍ଷକଙ୍କୁ ଭଞ୍ଜନଗର ବ୍ଲକ ଶିକ୍ଷା ଅଧିକାରୀଙ୍କ…

4 years ago

ମାଛକୁଣ୍ଡ ଜଳବିଦ୍ୟୁତ୍‌ ପ୍ରକଳ୍ପରୁ ଉତ୍ପାଦନ ୩ ଦିନ ବନ୍ଦ ରହିବ

କୋରାପୁଟ,୧୯।୫(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକର ଅନକାଡେଲିଠାରେ ଥିବା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ ୩ ଦିନ ବନ୍ଦ ରଖିବା ପାଇଁ ପ୍ରକଳ୍ପ କର୍ତ୍ତପକ୍ଷ ନିଷ୍ପତ୍ତି ନେଇଛନ୍ତି। ତେବେ ଏହି…

4 years ago

ଝରିଗାଁ-ଡାବୁଗାଁ ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ଝରିଗାଁ ୧୯।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଝରିଗାଁ-ଡାବୁଗାଁ ରାସ୍ତାରେ ଏକାଧିକ ଗଛ ଭାଙ୍ଗି ରାସ୍ତାରେ ପଡ଼ିଛି। ଫଳରେ ଯାତାୟାତରେ ସମସ୍ୟା…

4 years ago