ଆମ ଜିଲା ଖବର

ଗୁଗଲ୍‌ ସର୍ଚ୍ଚ କରି ଡାକ୍ତର ଦେଲେ ଇଞ୍ଜେକ୍‌ଶନ, ଚାଲିଗଲା ଶିଶୁର ଜୀବନ

ନବରଙ୍ଗପୁର/ଡାବୁଗାଁ,୩୧ା୩: ନବରଙ୍ଗପୁର ଜିଲା ଡାବୁଗାଁ ଡାକ୍ତରଖାନାରେ ଶିଶୁ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ଦେଖାଦେଇଛି। ଡାକ୍ତର ଗୁଗଲ୍‌ରୁ ସର୍ଚ୍ଚକରି ଇଞ୍ଜେକ୍‌ଶନ ଦେଇଥିବା ମୃତ ଶିଶୁର ପରିବାର ଲୋକେ…

5 years ago

୭ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମେଡିକାଲ ଅଧିକାରୀ

ଫୁଲବାଣୀ ଅଫିସ,୩୧।୩: କନ୍ଧମାଳ ଜିଲା ଫିରିଙ୍ଗିଆ ମେଡିକାଲର ଜନସ୍ବାସ୍ଥ୍ୟ ଅଧିକାରୀ ଡା. ନିଶିତ ନିଶାନ୍ତ ମାଲୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମେଡିକାଲରେ କାର୍ଯ୍ୟରତ ପୁରୁଷ ବହୁମୁଖୀ…

5 years ago

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ଗୋପାଳପୁର,୩୧ା୩: ନାବାଳିକାଙ୍କୁ ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଜଣେ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସୂଚନା…

5 years ago

ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା

ସାକ୍ଷୀଗୋପାଳ,୩୧।୩: ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳର ଦାଶବିଦ୍ୟାଧରପୁର ପଞ୍ଚାୟତରେ ବୁଧବାର ଜଣେ ଯୁବକକୁ ଭୁଜାଲିରେ ହାଣି ନର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଡିହପୁର ଗ୍ରାମର…

5 years ago

୩୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭଦ୍ରକ ଅଫିସ,୩୧।୩: ଭଦ୍ରକରୁ ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ମଙ୍ଗଳବାର ରାତିରେ ଭଦ୍ରକ-ଚାନ୍ଦବାଲି ରାସ୍ତା କାରମେଲ ସ୍କୁଲ ନିକଟରୁ ପୁରୁଣାବଜାର ଥାନା ପୋଲିସ ଜଣେ…

5 years ago

ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ୍‌

ରେଙ୍ଗାଲି,୩୧ା୩: ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ରେଙ୍ଗାଲି-ସପନେ ରାସ୍ତାର ସାଲଡ ଗ୍ରାମ ନିକଟରେ ବୁଧବାର ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କ ବାଇକ୍‌ ଲୁଟି ନେଇଛନ୍ତି।…

5 years ago

ଜଙ୍ଗଲ ନିଆଁ ଲିଭାଇଲେ ଥାନା ଆଇଆଇସି

ଖଡିଆଳ,୩୧।୩: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବରଗାଁ ସ୍ଥିତ ଚକା ଜଙ୍ଗଲରେ କିଛି ବ୍ୟକ୍ତି ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ ଖଡିଆଳ ଆଇଆଇସି କୈଳାଶ ଚନ୍ଦ୍ର…

5 years ago

ପିପିଲି ପାଇଁ ଏପ୍ରିଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ କରୋନା କଟକଣା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସଭାସମିତି ପାଇଁ ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି ଏସ୍‌ଆର୍‌ସି। - ଇଣ୍ଡୋରରେ…

5 years ago

ଆତ୍ମସମର୍ପଣ କଲେ ୩ ହାଡକୋର ମାଓବାଦୀ

ମାଲକାନଗିରି,୩୧।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ ହାଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି ଏସ୍‌ପି.…

5 years ago

ମାନବିକତା ଦେଖାଇଲେ ଆମ୍ବୁଲାନ୍ସ କର୍ମଚାରୀ: ୬୧ ହଜାରୁ ଊର୍ଦ୍ଧ୍ୱ ଟଙ୍କା ଫେରାଇଦେଲେ

ରାୟଗଡା ଅଫିସ,୩୧।୩: ଜଣେ ଦୁର୍ଘଟଣା ଗ୍ରସ୍ତ ବାଇକ ଆରୋହୀଙ୍କୁ ୬୧ହଜାର ୧୬୦ ଫେରାଇ ନିଜର ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଏକ ଘଟଣା ଘଟିଛି…

5 years ago