ଆମ ଜିଲା ଖବର

ସ୍ବଚ୍ଛତା ଆଣିବ ସମନ୍ବୟ

ଅନୁଗୋଳ ଅଫିସ, ୩୧। ୩ - ଅନୁଗୋଳ ସହରର ଦୀର୍ଘଦିନର ଅଳିଆ ସମସ୍ୟା ଦୂର ହେବ। ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ଦ୍ୱାରା ପୌରାଞ୍ଚଳର…

5 years ago

ଗର୍ଭବତୀଙ୍କୁ ଚଲାଇଥିଲେ ୩ କିଲୋମିଟର

ବାରିପଦା ଅଫିସ/ଉଦଳା,୩୦ା୩(ଡି.ଏନ.ଏ.)-ହେଲ୍‌ମେଟ ଚେକିଂ ବେଳେ ଜଣେ ଗର୍ଭବତୀଙ୍କ ପ୍ରତି ସମବେଦନା ବଦଳରେ ଦବଙ୍ଗଗିରି ଦେଖାଇବା ମୟୂରଭଞ୍ଜ ଜିଲା ଶରତ ଥାନା ଅଧିକାରିଣୀ ରୀନା ବକ୍ସଲଙ୍କ ପାଇଁ ମହଙ୍ଗା…

5 years ago

କାଇଞ୍ଚପୁର ପଞ୍ଚାୟତରେ କରୋନା ଟିକାର ଶୁଭାରମ୍ଭ

ଗଞ୍ଜାମ, ୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଞ୍ଚପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର କରୋନା ଟୀକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ଖଣ୍ଡଦେଉଳି ମେଡିକାଲ ଡାକ୍ତର ସୌମ୍ୟକାନ୍ତ…

5 years ago

ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ ନାମାଙ୍କନପତ୍ର…

5 years ago

ଅନ୍‌ଲାଇନ ପରୀକ୍ଷା ଦାବିରେ ଓଏସ୍‌ଏମ୍‌ଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର, ୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ(ଓଏସ୍‌ଏମ୍‌ଇ)ର ଛାତ୍ରୀଛାତ୍ରମାନେ ଅନ୍‌ଲାଇନରେ ପରୀକ୍ଷା ଦାବିରେ ମଙ୍ଗଳବାର ବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେତେକ…

5 years ago

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର, ୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ସୋମବାର ରାତ୍ର ସାଢ଼େ ୨ଟାରୁ…

5 years ago

ହେଲମେଣ୍ଟ, ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା; କନଷ୍ଟେବଳ ନିଲମ୍ବିତ, ଡ୍ରାଇଭର କାର୍ଯ୍ୟରୁ ପ୍ରତ୍ୟାହାର

ଠାକୁରମୁଣ୍ଡା, ୩୦।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ପୋଲିସର ଏକ ଅମାନୁଷିକତା ଘଟଣା ପଦାକୁ ଆସିଛି। ହେଲମେଣ୍ଟ ଓ ମାକ୍ସ ଚେକିଂ ସମୟରେ ପୋଲିସର ଲାଠି ମାଡରେ…

5 years ago

ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ ଉତ୍ତେଜନା: ଠିକାସଂସ୍ଥାର ଗାଡ଼ି ଅଟକାଇଲେ ଉଠାଦୋକାନୀ

ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍‌.ଏ): ରାଇପୁର-ଗୋପାଳପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ପଞ୍ଚୁପଲ୍ଲୀ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ଚାଲିଛି । ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ…

5 years ago

ପୁଣି ଅଲୋଡା ଶିଶୁପୁତ୍ର

ଉମରକୋଟ,୩୦।୩(ସ୍ବ.ପ୍ର.): ପୁଣି ଅଲୋଡା ହେଲା ନବଜାତ ଶିଶୁପୁତ୍ର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳରେ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ପଛପଟେ…

5 years ago

ଗାଡ଼ଭାଲୁର ମୃତଦେହ ଉଦ୍ଧାର

ପାଟଣା,୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ ଦାରିକାପଶି ଗାଁ ନିକଟ କେନାଲରୁ ସୋମବାର ସାରେ ଏକ ଗାଡ଼ଭାଲୁର ମୃତଦେହ ଉଦ୍ଧାର ହୋଇଛି। କେନାଲରେ ଗାଡଭାଲୁର…

5 years ago